ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ Jun 21, 2020 ଭୁବନେଶ୍ୱର: ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…