କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ Aug 6, 2020 ଅହମଦାବାଦ: ଗୁଜରାଟର ଅହମଦାବାଦ ସ୍ଥିତ ଏକ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।…