• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Covid19

Mansukh Mandaviya
ଆଉ ୬ ସପ୍ତାହ ରହିବ କରୋନା ଲହର !

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଆଜି ପୂର୍ବ ଭାରତର ୫ଟି ରାଜ୍ୟର କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି।

Delta Variant
ଓଡ଼ିଶାରେ ଏବେ ବି ସକ୍ରିୟ ଡେଲ୍‌ଟା ଭ୍ୟାରିଆଣ୍ଟ: ହାଲୁକା ନନେବାକୁ ପରାମର୍ଶ

ଏପଟେ ଥରକୁ ଥର ରୂପ ବଦଳାଉଥିବା କରୋନାର ୟା ଭିତରେ ସୃଷ୍ଟି ହୋଇଛି ଆଉ ଏକ ନୂଆ ଭାରିଆଣ୍ଟ। ଯାହାର ନାଁ ନିଓକୋଭ।

Covid19
କମୁଛି ସଂକ୍ରମଣ ହାର: ଦିନକରେ ୫ ହଜାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୫ ହଜାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ଆଉ ମାସେ ଅର୍ଥାତ୍‌ ଫେବୃଆରୀ ୨୮ ପର୍ଯ୍ୟନ୍ତ କରୋନା କଟକଣାକୁ ବୃଦ୍ଧି କରାଯାଇଛି। ଦେଶରେ କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନ୍‌ ସଂକ୍ରମଣର ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା ଚିଠି କରି ଜଣାଇଛନ୍ତି।

Centre Extends COVID-19 Guidelines
ଆଉ ମାସେ ବଢ଼ିଲା କୋଭିଡ୍‌ କଟକଣା, କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ

ଆଉ ମାସେ ଅର୍ଥାତ୍‌ ଫେବୃଆରୀ ୨୮ ପର୍ଯ୍ୟନ୍ତ କରୋନା କଟକଣାକୁ ବୃଦ୍ଧି କରାଯାଇଛି। ଏନେଇ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା ଚିଠି କରି ଜଣାଇଛନ୍ତି।

Booster Dose
ରାଜ୍ୟରେ କମୁଛି ସଂକ୍ରମଣ, ସମ୍ମୁଖ ଯୋଦ୍ଧାଙ୍କୁ ବୁଷ୍ଟର ଡୋଜ ଦେବାକୁ ଗୁରୁତ୍ୱ

ରାଜ୍ୟରେ କ୍ରମାଗତ ହ୍ରାସ ପାଉଛି କରୋନାର ଦୈନିକ ସଂକ୍ରମଣ । ଗତକାଲି ୭ ହଜାର ଉପରେ ଥିବା ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୪ ଘଣ୍ଟା ମଧ୍ୟରେ ୫ ହଜାର ୯୦୧କୁ ଖସିଛି ।

Covid Test
ଡେନମାର୍କରେ ଓମିକ୍ରନର ଆଉ ଏକ ନୂଆ ଭାରିଆଣ୍ଟ ଚିହ୍ନଟ

କରୋନା ସଂକ୍ରମଣ ପିକ୍‌ରେ ପହଞ୍ଚିବାକୁ ଆହୁରି ସମୟ ଲାଗିବ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି। 

Covid19
ରାଜ୍ୟରେ ତଳମୁହାଁ ସଂକ୍ରମଣ ; ଦିନକରେ ୭ ହଜାର୪୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ସଂକ୍ରମଣ ହାର କମିବାରେ ଲାଗିଛି । ରାଜ୍ୟରେ ଆଜି ୭ ହଜାର୪୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରେ କ୍ୱାରେଣ୍ଟିନରୁ ୪ ହଜାର ୩୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଥିବା ବେଳେ ଲୋକାଲ୍ କେସ୍ ୩ ହଜାର ୧୨୦ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୮୬୭ ଚିହ୍ନଟ ହୋଇଛନ୍ତି ।

Covid Review
ଓମିକ୍ରନରେ କୋଭିଡ୍ ସରିବନି, ଚତୁର୍ଥ ଲହର ବି ଆସିପାରେ

 କେବଳ ସହର ନୁହେଁ ଗାଁଗହଳିରେ ମଧ୍ୟ ସଂକ୍ରମଣର ଉପସ୍ଥିତି ରହିଛି।

Republic Day Guidelines
ସାଧାରଣତନ୍ତ୍ର ଦିବସ ପାଳନ ପାଇଁ SRC ର ନୂଆ ଗାଇଡଲାଇନ୍

ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଜାରି ନୂଆ ଗାଇଡଲାଇନ । ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ(SRC) ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ତେବେ ସାଧାରଣତନ୍ତ୍ର ଦିବସ ଅବସରରେ ଓଡ଼ିଶାରୁ ୨୨ ଜଣ ପାଇବେ ପୋଲିସ୍ ମେଡାଲ । ଦେଶରେ ମୋଟ ୯୩୯ ପୋଲିସ୍ ଅଧିକାରୀ ପୁରସ୍କୃତ ହେବେ । ଉତ୍କୃଷ୍ଟ ସେବା ପାଇଁ ୬୬୨ ଜଣ ଏବଂ ୮୮ ଜଣ ଉଲ୍ଲେଖନୀୟ ସେବା ପାଇଁ ମନୋନୀତ ହୋଇଛନ୍ତି । ସେହିପରି ୧୮୯ ଜଣ ପୋଲିସ କର୍ମଚାରୀଙ୍କୁ ସାହସିକତା ଲାଗି ପୁରସ୍କୃତ କରାଯିବ ।

Coronavirus
କରୋନା ସଂକ୍ରମଣ ମଧ୍ୟରେ ଦେଖାଦେଲା ଆଶାର କିରଣ ! ମହାମାରୀର ହୋଇପାରେ ଅନ୍ତ

କେବେ ହେବକରୋନା ଭାଇରସ୍‌ର ଅନ୍ତ ? ଏନେଇ ବିଶେଷଜ୍ଞମାନେ ଅଧ୍ୟୟନ ଜାରି ରଖିଥିବା ବେଳେ ଏବେ ଆଶାର କିରଣ ନଜର ଆସିଛି।

Covid 19
କ୍ରମାଗତ ୩ ଦିନ ହେଲା କମୁଛି ସଂକ୍ରମଣ; ଆଜି ଦିନକରେ ୮ ହଜାର ୫୨୦ ନୂଆ ଚିହ୍ନଟ

ରାଜ୍ୟରେ କମୁଛି ସଂକ୍ରମଣ । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୨,୨୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୩୨, କଟକରୁ ୭୮୯, ଷ୍ଟେଟ୍‌ପୁଲ୍‌ରୁ ୪୬୬ ଜଣ ମୋଟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୪ ହଜାର ୬୬୦କୁ ବୃଦ୍ଧି ପାଇଛି ।

Home Isolation
କରୋନା ସଂକ୍ରମଣକୁ ନେଇ ଆସିଲା ଆଶ୍ୱସ୍ତିକର ଖବର

ଆକ୍ରାନ୍ତ ୭ ଦିନ ହୋମ୍ ଆଇସୋଲେସନରେ ରହିପାରିବେ। ଏହି ୭ ଦିନ ମଧ୍ୟରେ ଲଗାତାର ୩ ଦିନ ଜ୍ୱର ନଆସିଲେ, ଆାଇସୋଲେସନ ସରିବ।

Vaccination
ଟିକାକରଣ ପାଇଁ ଜାରି ହେଲା ନୂଆ ଗାଇଡଲାଇନ

ଦେଶରେ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡଲାଇନ ଜାରି ହୋଇଛି। କରୋନା ମୁକାବିଲା ପାଇଁ ସାରା ଦେଶରେ ଟିକାକରଣ ଚାଲିଛି।

Corona Doctor
ଅଧିକ କୋଭିଡ୍ ପଜିଟିଭ୍ ବାହାରିଲେ ଭଲ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଯେଉଁମାନେ ସଂକ୍ରମିତ ହେଉଛନ୍ତି ସେମାନେ ଆଇସୋଲସେନରେ ରହିଲେ ସଂକ୍ରମଣକୁ କମାଯାଇପାରିବ। 

covid vaccine for children
୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ରାଜ୍ୟରେ ଆଉ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।

Covid19
ତଣ୍ଟିରେ ରହୁଛି ଓମିକ୍ରନ୍‌: ସ୍ୱାସ୍ଥ୍ୟ ବିଶେଷଜ୍ଞ

ଯାହାର ବହୁବିଧ ରୋଗ ଥିବ, ସେମାନଙ୍କ ଇମ୍ୟୁନିଟି ବହୁତ କମ୍ ଥାଏ।

Coronavirus
କରୋନା ଆକ୍ଟିଭ୍‌ କେସ୍‌: ଟପ୍‌ ଟେନ୍‌ରେ ଓଡ଼ିଶା

ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏବେବି କିଛି ରାଜ୍ୟରେ ଆକ୍ଟିଭ୍‌ କେସ୍‌ ଅଧିକ ରହିଛି। ଶ୍ରେଷ୍ଠ ୧୦ଟି ଆକ୍ଟିଭ୍‌ କେସ୍ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି।

Vaccine for Children
କେଉଁ ବର୍ଗର ପିଲାଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ?

ଅନ୍ୟ ଟିକା କେବଳ ସଂପୃକ୍ତ ରୋଗ ରୋକିବନି, କରୋନାକୁ ବି ତଡ଼ିବ।

covid19
କ୍ଷୀପ୍ର ଗତିରେ ମାଡୁଛି ଓମିକ୍ରନ୍: ହଟସ୍ପଟ୍ ପାଲଟିଛି ରାଜଧାନୀ

ଦୁଇ ଦିନ ହେଲା ନୂଆ ପଜିଟିଭ୍ ଗ୍ରାଫ୍ ତଳମୁହାଁ ଥିଲା । ହେଲେ ଆଜି ପୁଣି ଦୈନିକ ସଂକ୍ରମଣରେ ବିସ୍ଫୋରଣ । ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୮୨ ହଜାର ୯୭୦ ନୂଆ ଆକ୍ରାନ୍ତ। ଯାହାକି ଗଲାକାଲିର ନୂଆ ରୋଗୀ ସଂଖ୍ୟାଠାରୁ ଏକାଥରେ ପ୍ରାୟ ୪୫ ହଜାର ଅଧିକ । ଥାର୍ଡ ୱେଭରେ ଦେଶରେ ହୁ ହୁ ସଂକ୍ରମଣର ଏ ଅବୁଝା ରୂପ ଦେଖି ଚିନ୍ତିତ ସ୍ୱାସ୍ଥ୍ୟ ବିଭାଗ ।

covid Guidelines
ଆଗାମୀ ଦିନ ବହୁତ ଗୁରୁତ୍ୱପୂର୍ଣ୍ଣ କହିଲେ ମୁଖ୍ୟ ସଚିବ

ଅବହେଳା କଲେ ସଂକ୍ରମଣ ବଢ଼ିବ, ସମସ୍ତେ ଅସୁବିଧା ଭୋଗିବେ।

omicron Variant
ରାଜ୍ୟରେ ଆଉ ୧୪୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଜାନୁୟାରୀ ୯ରୁ ୧୬ ମଧ୍ୟରେ ୨୪୯ ସାମ୍ପଲ ପଠାଯାଇଥିଲା।

Covid Review
ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧିନ: ମୁଖ୍ୟମନ୍ତ୍ରୀ

ଭୟଭୀତ ନହୋଇ କୋଭିଡ୍ ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ।

Covid19
ହଟ୍‌ସ୍ପଟ୍ ଚିହ୍ନଟ କରି କଣ୍ଟେନମେଣ୍ଟ କର: କେନ୍ଦ୍ର

କଣ୍ଟେନମେଣ୍ଟ ଜୋନରେ କଣ୍ଟାକ୍ଟ ଟ୍ରେସିଂ, କ୍ୱାରେଣ୍ଟିନ ଓ ଆଇସୋଲେସନ ବ୍ୟବସ୍ଥା କରାଯିବା ଉଚିତ ବୋଲି ଚିଠିରେ ଉଲ୍ଲେଖ ଅଛି।

Corona Doctor
କରୋନାକୁ ନେଇ ଏବେ ସମସ୍ତେ କନ୍‌ଫ୍ୟୁଜ୍‌ ! ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଲେ କିଛି କହିହେବନି

ଏବେ ଦୈନିକ ସଂକ୍ରମଣ ୧୦ରୁ ୧୧ ହଜାର ଭିତରେ ରହୁଛି । ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍ ରହିଛି । ଜେନେରାଲ୍ ବେଡ୍ ୯ ପ୍ରତିଶତ, ଆଇସିୟୁ ୧୫ ପ୍ରତିଶତ ଓ ଭେଣ୍ଟିଲେଟରରେ ୫ରୁ ୬ ପ୍ରତିଶତ ରୋଗୀ ଅଛନ୍ତି ।

Corona
ରାଜ୍ୟରେ ପୁଣି ୧୧,୦୮୬ କରୋନା ଆକ୍ରାନ୍ତ

ଏହାରି ଭିତରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅଧୀନ କୋଭିିଡ୍-୧୯ ଟାସ୍କ ଫୋର୍ସ ପକ୍ଷରୁ ବୟସ୍କ ରୋଗୀଙ୍କ ଚିକିତ୍ସା ପାଇଁ ସଂଶୋଧିତ ଗାଇଡଲାଇନ୍‌ ଜାରି କରାଯାଇଛି ।