ଗଞ୍ଜାମରେ ଏନ୍କାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ବୁଚି ପାତ୍ର ଅାହତ Feb 20, 2018 ବ୍ରହ୍ମପୁର : ଗଞ୍ଜାମରେ ପୁଣି ଏନ୍କାଉଣ୍ଟର । ପୋଲସରା କାକୁଡିଆଇ ଜଙ୍ଗଲରେ ପୋଲିସର ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ବୁଚି ପାତ୍ର ଅାହତ ହୋଇଛି ।…