କଟକ ସହରରୁ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ୬ଜଣ ହୋମ୍ କ୍ୱାରେଣ୍ଟିନ୍ରେ ଥିଲେ Jul 4, 2020 କଟକ: କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର। ଅର୍ଥାତ୍ ଏହି ୧୧ ଆକ୍ରାନ୍ତ କଟକ ମହାନଗର…