• translate

Tag: Cyber Crime

Sim Swap
ସାବଧାନ ! ଆପଣଙ୍କ ଅଜାଣତରେ ମୋବାଇଲ୍ ନମ୍ବର ଚୋରି ହୋଇନାହିଁ ତ ?

ସାବଧାନ ! ଆପଣଙ୍କ ଅଜାଣତରେ ଆପଣଙ୍କ ମୋବାଇଲ୍ ନମ୍ବର ଚୋରି ହୋଇଯାଇ ନାହିଁ ତ ? ଆପଣଙ୍କ ମୋବାଇଲ୍ ନମ୍ବର ଗୋଟିଏ ଟେଲିକମ୍ କଂପାନୀରୁ ଅନ୍ୟ ଟେଲିକମ୍ କମ୍ପାନୀରେ ପଞ୍ଜୀକୃତ ହୋଇନି ତ ?

CP Soumendra Priyadarshi
ଲକ୍‌ଡାଉନ୍‌ ପାଇଁ ବଢିଛି ସାଇବର କ୍ରାଇମ୍ !

କେବଳ ଜୁନ୍‌ରେ ଠକେଇ ନେଇ ୧୫ଟି ମାମଲା ରୁଜୁ ହୋଇଛି। ସାଇବର ଠକ ମୁଖ୍ୟତଃ UPI ମାଧ୍ୟମରେ ଅଧତ୍କ ଠକେଇ କରିଛନ୍ତି। ଏଥିସହ କ୍ରେଡିଟ୍ କାର୍ଡ, ଫୋନ କଲ୍‌ରେ ମଧ୍ୟ ଲୋକଙ୍କୁ ଠକିଛନ୍ତି। 

Cyber Criminals On Prowl In Twin City
ଚିନ୍ତା ବଢାଉଛି ସାଇବର ଫ୍ରଡ୍

କମିଶନରେଟ ପୋଲିସର ଚିନ୍ତା ବଢାଉଛି ସାଇବର ଫ୍ରଡ୍ । ଗତ ୬ ମାସରେ ସାଇବର ଠକ ଠକିଲେଣି ୬ କୋଟି ଟଙ୍କା

Bhubaneswar DCP
ସାଇବର୍‌ ଲୁଟେରାଙ୍କଠାରୁ କେମିତି ପାଇବେ ରକ୍ଷା? ଟ୍ୱିଟ୍‌ କରି ସୂଚନା ଦେଲା କମିଶନରେଟ୍‌ ପୋଲିସ

ଏହି ଲିଙ୍କ୍ ଖୋଲିବା ମାତ୍ରେ ଆକାଉଣ୍ଟରୁ ଟଙ୍କା ଗାଏବ ହୋଇଥିବାର ଆଶଙ୍କା ଅଛି। କାରଣ ଲିଙ୍କ୍ ଖୋଲିଲେ, ସେମାନଙ୍କୁ ପାଖକୁ ବ୍ୟାଙ୍କ ଆକାଉଣ୍ଟର ଗୋପନୀୟ ତଥ୍ୟ ସବୁ ଲିକ୍ ହୋଇପାରେ। ତେଣୁ ଏପରି ଲିଙ୍କ୍ ଉପରେ କ୍ଲିକ୍ ନ କରିବାକୁ କମିଶନରେଟ ପୋଲିସ ପରାମର୍ଶ ଦେଇଛି।

Soumendra Priyadarshi
ବଡ଼ ସାଇବର ଠକେଇର ପର୍ଦ୍ଦାଫାସ୍, ୩୯ ଲକ୍ଷରୁ ଫେରିଲା ୨୫ ଲକ୍ଷ

ବଡ଼ ସାଇବର ଠକେଇର ପର୍ଦ୍ଦାଫାସ୍ କଲା କମିଶନରେଟ ପୋଲିସ । ଠକେଇ ହୋଇଥିବା ୩୯ ଲକ୍ଷରୁ ୨୫ ଲକ୍ଷ ଫେରିବାରେ ସଫଳ । ଘଟଣା ସଂପର୍କରେ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା

cyber fraud
KYC ଅପଡେଟ୍ ବାହାନାରେ ଲୁଟି ନେଲେ ୬୦ ହଜାର ଟଙ୍କା

ଭୁବନେଶ୍ୱର: KYC ଅପଡେଟ୍ କରିବା ବାହାନାରେ ଲୁଟି ନେଲେ ୬୦ ହଜାର ଟଙ୍କା । ଲୁଟର ଶିକାର ହୋଇଛନ୍ତି ଭୁବନେଶ୍ୱରର ଜଣେ ଶିକ୍ଷୟିତ୍ରୀ । ଫୋନ୍ ଓ ବ୍ୟାଙ୍କ ଆକାଉଣ୍ଟ ବ୍ଲକ ହୋଇ ଯାଇଥିବା କହି ସାଇବର ଠକ, ଶିକ୍ଷୟିତ୍ରୀ ପ୍ରିୟଦର୍ଶନୀ…

cyber fraud
‘ସେୟାର ବଜାରରେ ଟଙ୍କା ଲଗାନ୍ତୁ ଆମେ ପ୍ରଫିଟ୍‌ ଦେବୁ’ ! ସାଇବର ଲୁଟେରାଙ୍କ ଲୁଟ୍ ଡାଇଲଗ୍

କେନ୍ଦ୍ରାପଡ଼ା/ଭୁବନେଶ୍ୱର: ସାଇବର ସେଲ୍‌କୁ ବଡ଼ ସଫଳତା । ଫେରାଇ ଆଣିଲା ଲକ୍ଷାଧିକ ଟଙ୍କା । ‘ସେୟାର ମାର୍କେଟରେ ଟଙ୍କା ଲଗାଇଲେ, ଆମେ ତୁମକୁ ପ୍ରଚୁର ଲାଭ ଦେବୁ ।’ ଏଭଳି କିଛି ଲୋଭ ଦେଖାଇ ଟଙ୍କା ଲୁଟ କରିବାର ଉପାୟ ବାହାର…

cyber crime
ବଢ଼ୁଛି ସାଇବର ଅପରାଧ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି ସାରବର ଅପରାଧ। ୨୦୧୬ ମସିହା ଅପେକ୍ଷା ୨୦୧୭ରେ ପ୍ରାୟ ଦୁଇଗଣ ସାଇବର ଅପରାଧ ବଢ଼ିଛି।  ବିଧାନସଭାରେ ବିଧାୟକ ଭୁଜବଳ ମାଝୀଙ୍କ ପ୍ରଶ୍ନରେ ଏଭଳି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରିପୋର୍ଟ ଅନୁସାରେ ୨୦୧୬ ମସିହାରେ ରାଜ୍ୟରେ ୩୧୭ଟି ସାଇବର ସଂପର୍କିତ ମାମଲା ରୁଜୁ ହୋଇଥିଲା। ଯେଉଁଥିରେ ୯୯ଜଣଙ୍କୁ ଗିରଫ କରାଯାଇଥିଲା। ତେବେ ୨୦୧୭ ମସିହାରେ ଏହି ଅପରାଧ ପ୍ରାୟ ଦୁଇଗଣ ବୃଦ୍ଧି ପାଇ ୮୨୪ରେ ପହଞ୍ଚିଥିଲା। ଯେଉଁଥିରେ […]