ଟେଲିଗ୍ରାମ ଜରିଆରେ ସାଧାରଣ ଲୋକଙ୍କୁ ଚୁନା ମାରୁଥିଲେ ଏହି ଗ୍ୟାଙ୍ଗ । ଭୁବନେଶ୍ୱରରେ ବସି ସାରା ବିଶ୍ୱର ଲୋକଙ୍କୁ କରୁଥିଲେ ଠକେଇ ।
ଜୈନିକ ବ୍ୟକ୍ତି ତାଙ୍କ ପେଟକୁ ଦାନା ଦେଉଥିବା କମ୍ପାନୀକୁ ଠକି କୋଟିଏ ଟଙ୍କାର ଘୋଟାଲା କରିଥିଲେ। ଆଉ ସେହି ଟଙ୍କାକୁ ଏବେ ଲୁଟି ନେଇଛି ସାଇବର ଲୁଟେରା। ଆଉ ସେ ଏବେ ଜେଲରେ ପେଷୁଛନ୍ତି ଚକି!
ସାଇବର ଲୁଟେରାଙ୍କ ମାୟା ଜାଲରେ କଟକର ଦୁଇ ଯୁବ ଇଞ୍ଜିନିୟର। କ୍ରିପ୍ଟୋ କରେନ୍ସି ଲୋଭ ଯୋଗୁ ଖାଲି ହୋଇଗଲା ଆକାଉଣ୍ଟ।
ବଡ଼ ସାଇବର ଠକେଇର ପର୍ଦ୍ଦାଫାସ୍ କଲା କମିଶନରେଟ ପୋଲିସ । ଠକେଇ ହୋଇଥିବା ୩୯ ଲକ୍ଷରୁ ୨୫ ଲକ୍ଷ ଫେରିବାରେ ସଫଳ । ଘଟଣା ସଂପର୍କରେ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା
ଭୁବନେଶ୍ୱର: KYC ଅପଡେଟ୍ କରିବା ବାହାନାରେ ଲୁଟି ନେଲେ ୬୦ ହଜାର ଟଙ୍କା । ଲୁଟର ଶିକାର ହୋଇଛନ୍ତି ଭୁବନେଶ୍ୱରର ଜଣେ ଶିକ୍ଷୟିତ୍ରୀ । ଫୋନ୍ ଓ ବ୍ୟାଙ୍କ ଆକାଉଣ୍ଟ ବ୍ଲକ ହୋଇ ଯାଇଥିବା କହି ସାଇବର ଠକ, ଶିକ୍ଷୟିତ୍ରୀ ପ୍ରିୟଦର୍ଶନୀ…
ଭୁବନେଶ୍ୱର: ଆପଣ ଜାଣିନଥିବେ ହେଲେ ଆପଣଙ୍କ ନାଁରେ ଆକ୍ଟିଭ୍ ହୋଇଯାଇଥିବ ସିମ୍ । ଆଉ ସେହି ସିମ୍ ବ୍ୟବହାର କରି ଅପରାଧୀ କରୁଥିବେ ସାଇବର ଲୁଟ୍ । ରାଜ୍ୟ ସୀମା ଡେଇଁ ସାଇବର ଅପରାଧୀଙ୍କ ପାଖକୁ ଯାଉଥିଲା ଏଭଳି ପୁଳା ପୁଳା…
କେନ୍ଦ୍ରାପଡ଼ା/ଭୁବନେଶ୍ୱର: ସାଇବର ସେଲ୍କୁ ବଡ଼ ସଫଳତା । ଫେରାଇ ଆଣିଲା ଲକ୍ଷାଧିକ ଟଙ୍କା । ‘ସେୟାର ମାର୍କେଟରେ ଟଙ୍କା ଲଗାଇଲେ, ଆମେ ତୁମକୁ ପ୍ରଚୁର ଲାଭ ଦେବୁ ।’ ଏଭଳି କିଛି ଲୋଭ ଦେଖାଇ ଟଙ୍କା ଲୁଟ କରିବାର ଉପାୟ ବାହାର…