• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Cyclone Yass

cm odisha
ଆକାଶ ମାର୍ଗରୁ ବାତ୍ୟା କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆକାଶ ମାର୍ଗରୁ ବାତ୍ୟା କ୍ଷୟକ୍ଷତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏରିଏଲ ସର୍ଭେ ଦ୍ୱାରା ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ୟାସ୍ ପ୍ରଭାବରେ କ୍ଷତିଗ୍ରସ୍ତ ଜିଲ୍ଲାର ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି । କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କଣ ସବୁ କ୍ଷୟକ୍ଷତି ହୋଇଛି ଆକାଶ ମାର୍ଗରୁ ତାର ସ୍ଥିତି ସମୀକ୍ଷା କରିଛନ୍ତି । ତେବେ ବାତ୍ୟା କ୍ଷୟକ୍ଷତିକୁ ନେଇ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ […]

bijay-mohapatra-
‘ବାତ୍ୟା ପର ସ୍ଥିତିରେ ସୁଧାର ଆସିଲେ ଡୋର ଟୁ ଡୋର ସର୍ଭେ ହେବ’

ଭୁବନେଶ୍ୱର: ରାଜ୍ୟରେ ଦୀର୍ଘଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଥିବାବେଳେ ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଏବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖା ରାଜ୍ୟରେ ୩୦ ଉପରେ ଥିବାବେଳେ ଆଜି ହଠାତ୍‌ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଆଶାତୀତ ଭାବେ ହ୍ରାସ ପାଇଛି। ହଠାତ୍‌ ପଜିଟିଭିଟି ହାର କମିବା ପରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ରାଜ୍ୟରେ କରୋନା ପଜିଟିଭିଟି ହାର କମିଛି। ମୃତ୍ୟୁ ସଂଖ୍ୟା ବଢ଼ୁଥିଲେ ବି ପଜିଟିଭିଟି ହାର […]

train
‘ୟାସ’ ପାଇଁ ବାତିଲ ହେଲା ଏହିସବୁ ଟ୍ରେନ

ୟାସ୍ ପାଇଁ ବାତିଲ ହେଲା ଟ୍ରେନ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ବାତିଲ ଭୁବନେଶ୍ୱର-ହାଓଡା ଜନଶତାଦ୍ଦୀ, ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ, ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଟ୍ରେନ୍ ବାତିଲ ପୁରୀ-ଋ଼ଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ୍ ବାତିଲ ପୁରୀରୁ ଅହମ୍ମଦାବାଦ୍, ସୁରତ, ଅଜମେରକୁ ଯାଉଥିବା ଟ୍ରେନ୍ ବାତିଲ ହାଓଡା-ଚେନ୍ନାଇ ମେନ ଲାଇନର ଏକାଧିକ ଟ୍ରେନ୍ ବାତିଲ ଭୁବନେଶ୍ୱର: ପୁଣି ଏକ ବାତ୍ୟା ମୁକାବିଲା ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କ୍ରମେ ଘନୀଭୂତ ହୋଇ ୨୪ରେ ବାତ୍ୟାରେ […]

cyclone
୨୬ ତାରିଖ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ୟାସ’- IMD

ଭୁବନେଶ୍ୱର: ପଶ୍ଚିମରେ ସାମୁଦ୍ରିକ ବାତ୍ୟା ତାଉତେ ତାଣ୍ଡବ ରଚିବା ପରେ ଏବେ ପୂର୍ବ ଭାରତକୁ ଡରାଇଲାଣି ସମ୍ଭାବ୍ୟ ବାତ୍ୟା ‘ୟାସ’।  ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଏହି ସାମୁଦ୍ରିକ ଝଡ଼ ଆସନ୍ତା ୨୬ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ନିକଟରେ ପହଞ୍ଚିବ ହେବ ବୋଲି ପୂର୍ବାନୁମାନ କରିଛି IMD । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆସନ୍ତା ୨୨ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ସୃଷ୍ଚି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର […]

naveen patnaik
ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩୩%ରୁ ଅଧିକ କ୍ଷତି ସହିଥିବା କ୍ଷୁଦ୍ର/ନାମମାତ୍ର ଚାଷୀଙ୍କୁ ଇନପୁଟ୍ ସବସିଡି ମିଳିବ ବୋଲି କହିଲେ ନବୀନ। ଅଣଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬୮୦୦ ଟଙ୍କା…

balaosre
ବାତ୍ୟା ରିଲିଫ୍‌ ଚାଉଳକୁ ଖାଇଲା କିଏ?

ବାତ୍ୟା ୟାସ୍ ଯିବାପରେ ରାଜ୍ୟ ସରକାରଙ୍କ ପକ୍ଷରୁ ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ଦିଆଯାଉଥିବା ରିଲିଫ ଚାଉଳ ବଣ୍ଟାରେ ଅନିୟମିତତା ଦେଖାଦେଇଛି।

manmohan samal
‘ଏବେ ବି ପାଣିଘେରରେ ଅନେକ ଗାଁ ! ସରକାରଙ୍କ ଚିନ୍ତା ନାହିଁ, ରାଜସ୍ୱ ବିଭାଗ ଫେଲ’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବାତ୍ୟା ପରିଚାଳନା ନେଇ ପ୍ରଶ୍ନ ଉଠାଇଲା ବିଜେପି । ବାତ୍ୟା ପରିଚାଳନାରେ ସରକାର ବିଫଳ ହୋଇଥିବା ନେଇ ଅଭିଯୋଗ କରିଛନ୍ତି ପୂର୍ବତନ ରାଜସ୍ୱ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମନମୋହନ ସାମଲ । ଗୁରୁବାର ଏକ…

Untitled-1
ବୈତରଣୀ ଜଳସ୍ତର କମୁଛି : ଜ୍ୟୋତିର୍ମୟ ରଥ

ଭୁବନେଶ୍ୱର : ବାତ୍ୟା ୟାସ୍ ପରେ ହୋଇଥିବା ପ୍ରବଳ ବର୍ଷା ଫଳରେ ତଳ ଭାଗରେ ବନ୍ୟା ପରିସ୍ଥିତି ଉପୁଜିଛି । ହେଲେ ଏହାଦ୍ୱାରା ବିଶେଷ କ୍ଷୟକ୍ଷତି ହେବନି । କେନ୍ଦୁଝର, ଯାଜପୁର ଜିଲ୍ଲାରେ ନଦୀରେ ଜଳସ୍ତର କମିଛି। ବିଶେଷଭାବେ ବୈତରଣୀ ବିପଦ…

Modi
ବାତ୍ୟା ପାଇଁ ଓଡ଼ିଶାକୁ ୫୦୦ କୋଟିର ପ୍ୟାକେଜ୍‌ ଘୋଷଣା କଲା କେନ୍ଦ୍ର

ଓଡ଼ିଶାକୁ ୫୦୦ କୋଟି ଟଙ୍କାର ବାତ୍ୟା ସହାୟତା ଘୋଷଣା। ବାତ୍ୟା ପାଇଁ ମୋଟ ହଜାରେ କୋଟିର ସହାୟତା ଘୋଷଣା କଲା କେନ୍ଦ୍ର। ବାକି ୫୦୦ କୋଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା ହୋଇଛି। ଏହାସହ ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ମିଳିବା ସହ  ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା ଘୋଷଣା ହୋଇଛି

cm naveen patnaik
କାହିଁକି ତତ୍କାଳ ସହାୟତା ମାଗିଲାନି ଓଡ଼ିଶା? ଟ୍ୱିଟ୍‌ କରି ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ

ବାତ୍ୟା ୟାସ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ପାଇଁ ତତ୍କାଳ ସହାୟତା ମାଗିଲାନି ଓଡ଼ିଶା। ଦେଶ କରୋନା ମହାମାରୀରେ ଯୁଝି ହେଉଥିବାରୁ ବର୍ତ୍ତମାନ ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୌଣସି ସହାୟତା ମଗା ଯାଇନି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଜଣାଇଛନ୍ତି।

flood
ବିପଦ ସଙ୍କେତ ଉପରେ ବୈତରଣୀ: ମଲ୍ଲିକାପୁରରେ ଘାଇ

ବୈତରଣୀ ନଦୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେବା ପରେ ଦେଖାଦେଇଛି ବନ୍ୟା ସ୍ଥିତି। ବୈତରଣୀ ଏବଂ ଶାଖା ନଦୀର ଜଳସ୍ତର ବଢ଼ିବା ଫଳରେ କୋରେଇ, ଯାଜପୁର, ଦଶରଥପୁର ସମେତ ୩ ଟି ବ୍ଲକରେ ବନ୍ୟା ଜଳ ପ୍ରବେଶ କରିଛି

pratap sarangi
ସନ୍ଧ୍ୟା ସୁଦ୍ଧା ବାତ୍ୟା ସହାୟତା ରାଶି ଘୋଷଣା କରିବ କେନ୍ଦ୍ର: ପ୍ରତାପ

ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା ବୈଠକ ପରେ ଏରିଏଲ ସର୍ଭେରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ବୈଠକକୁ ନେଇ ବଡ଼ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

Naveen
ବାତ୍ୟାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପାଖରେ କୌଣସି ସହାୟତା ଦାବି କଲା ନାହିଁ ଓଡ଼ିଶା

ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ମୁଖ୍ୟ ଶାସନ ସଚିବ, SRC ଓ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ।

Modi
ବାତ୍ୟା କ୍ଷୟକ୍ଷତିର ସମୀକ୍ଷା ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାତ୍ୟା ସମୀକ୍ଷା କରିବାକୁ ଓଡ଼ିଶା ଗସ୍ତରେ ଆସିଛନ୍ତି ମୋଦି। ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ଏୟାରପୋର୍ଟରେ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଉପସ୍ଥିତ ଅଛନ୍ତି। ବାତ୍ୟାକୁ ନେଇ ଏରିଏଲ ସର୍ଭେ କରିବେ ମୋଦି।

river
ବିପଦ ସଙ୍କେତ ଟପିଲା ସୁବର୍ଣ୍ଣରେଖା

ଭୁବନେଶ୍ୱର: ବାତ୍ୟା ‘ୟାସ୍’ ଜନିତ ବର୍ଷା ପାଇଁ ଉଛୁଳୁଛି ସୁବର୍ଣ୍ଣରେଖା ନଦୀ। ବାଲେଶ୍ୱର ଜିଲ୍ଲା ଜାମଶୋଳାଘାଟ ଠାରେ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ଟପିଛି। ଜାମଶୋଳାଘାଟରେ ବିପଦ ସଙ୍କେତ ୪୯.୧୬ ମିଟର ଥିବା ବେଳେ ଏବେ ୫୦.୮୮ ମିଟର ଦେଇ ଜଳ…

naveen
"ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଶେଷ କର"

ବାତ୍ୟା ୟାସ କ୍ଷୟକ୍ଷତିର ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଶେଷ କର। ସପ୍ତାହକ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କର। ଆଜି ରାଜ୍ୟର ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Waterlogging
ଗାଁ କୁ ମାଡ଼ି ଆସିଲା ଜୁଆର ପାଣି

ଅଣଚାଷ ପବନ ସହ ତୁହାକୁ ତୁହା ବର୍ଷା, ଆଉ ତାସାଙ୍ଗକୁ ପୁଣି ପୂର୍ଣ୍ଣିମା ତିଥି ଥିବାରୁ ସମୁଦ୍ରରେ ଉଠିଥିଲା ଉତ୍ତାଳ ଢେଉ, ଆଉ ବାତ୍ୟା ୟାସର ପ୍ରଭାବରେ ଜନବସତି ଆଡ଼କୁ ଧସେଇ ପଶିଥିଲା ଲୁଣି ପାଣିର ଜୁଆର। ଆଉ ତାର ଭୟଙ୍କର ପରିଣତି ଯିଏ ଦେଖିଛି ସିଏ ଜାଣିଛି

Cyclone-impact
ଆସିଲା, ଚାଲିଗଲା....ହେଲେ ସବୁ କିଛି ଛାରଖାର୍‌ କରିଦେଇଗଲା...

ବାତ୍ୟା ଚାଲିଯାଇଛି ସତ, ହେଲେ ଛାଡ଼ିଯାଇଛି ପ୍ରଳୟର ପଦଚିହ୍ନ। ମାଟିରେ ମିଶିଯାଇଛି ଗରିବଙ୍କ ଚୁଲି-ଚାଳ । ଉଜୁଡ଼ି ଯାଇଛି ଚାଷ ବାସ । ବାଲେଶ୍ୱର ହେଉ କି ଭଦ୍ରକ, ୟାସର ତାଣ୍ଡବରେ ଛିନଛତ୍ର ଗ୍ରାମୀଣ ଇଲାକା

Balasore
ପିଲାଙ୍କ ବହି ଓଦା, ମୋ ପିଲା ପାଠ ପଢିବେ କେମିତି?

ବାତ୍ୟା ଆସିଲା ସବୁ କିଛି ଭସାଇ ନେଇଗଲା। ବେକେ ପାଣିରେ ମୁଁ ପହଁରି ପହଁରି ଗଲି। ଚାହୁଁ ଚାହୁଁ ଘରେ ପାଣି ପଶିଗଲା, ଆମେ କିଛି ବି ବଂଚାଇ ପାରିଲୁନାହିଁ। ସବୁ କିଛି ଭାସିଗଲା।

baijayant-Panda
କେନ୍ଦ୍ରାପଡା ଜିଲ୍ଲାର ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବୈଜୟନ୍ତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି କେନ୍ଦ୍ରାପଡାର ପୂର୍ବତନ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ବୈଜୟନ୍ତ ଆଜି ସକାଳେ କେନ୍ଦ୍ରାପଡ଼ାରେ ପହଞ୍ଚି ପ୍ରଥମେ ରାଜନଗର ବ୍ଲକ ଗସ୍ତ କରିଥିଲେ। ୟାସରେ କ୍ଷତିଗ୍ରସ୍ତ ହୋଇଥିବା…