• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Data Breach

CoWIN
ସାଂଘାତିକ ଖବର ! କୋଭିଡ୍‌ ଟିକା ନେଇଥିବା ଲୋକଙ୍କ ବ୍ୟକ୍ତିଗତ ଡାଟା ଲିକ୍‌, ସ୍ପଷ୍ଟୀକରଣ ରଖିଲେ ସରକାର

Cowin Data Leak : ସତରେ କ’ଣ କୋୱିନ୍‌ ପୋର୍ଟାଲରୁ ତଥ୍ୟ ଲିକ୍‌ ହୋଇଛି ? କ’ଣ କହୁଛନ୍ତି ସରକାର .. .

DRDO
‌DRDO ତଥ୍ୟ ଲିକ୍‌ ମାମଲାରେ NIA କିମ୍ବା CBI ତଦନ୍ତ ପାଇଁ ହୋଇକୋର୍ଟଙ୍କ ନିର୍ଦେଶ

ଗୁପ୍ତଚରୀ ଘଟଣାର ସିବିଆଇ କିମ୍ବା ଏନ୍ଆଇଏ ତଦନ୍ତ କରାଇବା ଲାଗି ଦାବି କରି ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆ ହାଇକୋର୍ଟରେ ଆବେଦନ କରିଥିଲେ । ହାଇକୋର୍ଟ ଏହାକୁ ଗ୍ରହଣ କରି ନୋଟିସ ଜାରି କରିଛନ୍ତି । 

mysterious woman
ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ୍‌ ! ସାମ୍ନାକୁ ଆସିଲା ନୂଆ ତଥ୍ୟ

ଓଡ଼ିଶା ପରେ ରାଜସ୍ଥାନରେ ରହସ୍ୟମୟୀଙ୍କ ହନିଟ୍ରାପ୍‌ ଘଟଣା ଏବେ ସାମ୍ନାକୁ ଆସିଛି। ଚାନ୍ଦିପୁର ମାମଲାରେ ସମ୍ପୃକ୍ତ ରହସ୍ୟମୟୀ ମହିଳା ରାଜସ୍ଥାନ ଯୋଧପୁର ମିଲିଟାରୀ ଇଞ୍ଜିନିୟରିଂ ସର୍ଭିସର ଜଣେ କର୍ମଚାରୀଙ୍କୁ ହନିଟ୍ରାପ୍‌ କରିଥିବା ସୂଚନା ମିଳିଛି। 

DRDO Espionage Pakistan link surfaces
ପାକିସ୍ତାନରୁ ଅପରେଟ୍‌ ହେଉଥିଲା ୪ଟି ଫେସ୍‌ବୁକ୍‌ ଆକାଉଣ୍ଟ, ଏବେ ବି ଚାଲିଛି ରହସ୍ୟମୟୀଙ୍କ ଚାଟିଂ!

DRDO ଗୁପ୍ତଚରୀ ମାମଲାରେ ପାକିସ୍ତାନ ଲିଙ୍କ୍ ମିଳିଛି। ରହସ୍ୟମୟୀଙ୍କ ଫେସ୍‌ବୁକ୍‌ ଆକାଉଣ୍ଟରୁ ପାକିସ୍ତାନ ଲିଙ୍କ୍ ମିଳିଥିବା ଜଣାପଡ଼ିଛି। ଏବେ ବି କିଛି ଲୋକଙ୍କ ସହ ରହସ୍ୟମୟୀ ଯୁବତୀ ଚାଟିଂ କରୁଥିବା ଜଣାପଡ଼ିଛି।

DRDO Espionage Case
DRDO କର୍ମଚାରୀଙ୍କୁ ହନିଟ୍ରାପ୍‌ରେ ପକାଉଥିବା ରହସ୍ୟମୟୀ ସମ୍ପର୍କରେ ମିଳିଲା ଚାଞ୍ଚଲ୍ୟକର ତଥ୍ୟ

ଚାନ୍ଦିପୁର DRDOରୁ ତଥ୍ୟ ଲିକ୍ ମାମଲା ଦିନକୁ ଦିନ ବିବାଦୀୟ ରୂପ ନେଉଛି। ତଦନ୍ତକାରୀ ଟିମ୍‌ ଯେତେ ଖୋଳୁଛି,  ସେତେ ନୂଆ ତଥ୍ୟ ହାତରେ ଲାଗୁଛି। ଏହି ଘଟଣାରେ  ଗିରଫ ୫ ଅଭିଯୁକ୍ତଙ୍କୁ ଚାଲିଛି ଜେରା ।

arrested
DRDO ସେଣ୍ଟରରୁ ତଥ୍ୟ ଲିକ୍: ପୁଣି ଜଣଙ୍କୁ ଗିରଫ କଲା ପୋଲିସ୍‌

ସୂଚନା ଅନୁସାରେ, ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ ତଥ୍ୟ ଲିକ୍ ଅଭିଯୋଗକୁ ନେଇ ପୁଣି ହଇଚଇ ସୃଷ୍ଟି ହୋଇଛି। ପାକିସ୍ତାନ ISIକୁ କେଇଟା ଟଙ୍କା ପାଇଁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ପୋଲିସ୍ ସେପ୍ଟେମ୍ବର ୧୪ରେ ୪ ଜଣଙ୍କୁ ଗିରଫ କରିଥିଲା