ଶବ ବୁଲିଲା ସହର ସାରା Mar 16, 2018 ଭୁବନେଶ୍ୱର: ଭାଇର ମୃତଦେହର ସଂସ୍କାର ପାଇଁ ୮ ଘଣ୍ଟା ଧରି ଟ୍ରଲିରେ ବୁଲିଲା ଭାଇ। ମୃତଦେହ ପୋତିବାକୁ ନେଇ ତାଙ୍କୁ ହନ୍ତସନ୍ତ ହେବାକୁ ପଡିଥିଲା।…