• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Dibyashankar Mishra

Ex-minister Captain Dibyashankar Mishra
ମମିତା ମେହେର୍ ହତ୍ୟାକାଣ୍ଡକୁ ନେଇ ଚର୍ଚ୍ଚାରେ ଥିଲେ, ଏବେ ଦ୍ୱିତୀୟ ବିବାହକୁ ନେଇ ପୁଣି ଚର୍ଚ୍ଚାରେ !

ପୂର୍ବତନ୍ତ୍ର ମନ୍ତ୍ରୀଙ୍କ ବାହାଘର ହେବା ନେଇ ସୋସିଆଲ ମିଡିଆରେ ଭାରି ଚର୍ଚ୍ଚା ହେଉଥିବା ବେଳେ ଖୋଦ୍‌ ବିଧାୟକ ଏଇ କଥାକୁ ସ୍ୱୀକାର କରିଥିବା କୁହାଯାଉଛି। ଦିବ୍ୟଶଙ୍କର ନିଜ ନିର୍ବାଚନମଣ୍ଡଳୀ ଜୁନାଗଡ ଅନ୍ତର୍ଗତ ଗୋଲାମୁଣ୍ଡା ବ୍ଲକ୍ ଦେକୋଟ ଗାଁର ଜଣେ ଯୁବତୀଙ୍କୁ ବିବାହ କରିବାକୁ ଯାଉଛନ୍ତି

Dibyashankar Mishra
ଦ୍ୱିତୀୟ ବିବାହ କରିବେ ବିଧାୟକ ଦିବ୍ୟଶଙ୍କର ମିଶ୍ର !

ଫେବୃୟାରୀ ଶେଷ ସପ୍ତାହରେ ତଥା ୨୫ ତାରିଖରେ ପୁରୀରେ ସେ ବିବାହ କରିବେ ବୋଲି ସୂଚନା ମିଳିଛି ।

Mamita Meher Murder Case
ଚିନ୍ତା ବଢ଼ାଇଲାଣି ମମିତା ହତ୍ୟା ମାମଲା, ଧୂଳିସାତ୍‌ ହୋଇଯିବ କି BJDର ପଶ୍ଚିମ ଓଡ଼ିଶା ଦଖଲ ସ୍ୱପ୍ନ ?

ମମିତା ମେହେର ମାମଲା, ବିଜେଡିର ପଶ୍ଚିମ ଓଡ଼ିଶା ଗଣିତକୁ ଓଲଟପାଲଟ କରିବ କି ?  ୨୦୧୭ ପଂଚାୟତ ନିର୍ବାଚନ ହେଉ କି ୧୯ ସାଧାରଣ ନିର୍ବାଚନର ଲୋକସଭା ଭୋଟ୍, ସବୁଠି ବିଜେଡିକୁ ଝଟ୍‌କା ଲାଗିଥିଲା ।

Mamita Meher Case
ଗୋବିନ୍ଦଙ୍କ ଗୋଲକଧନ୍ଧା ଭିତରେ ମମିତା ହତ୍ୟାର ଗୁମର ଫିଟିବ କେବେ ? ନିଇତି ଆସୁଛି ନୂଆ କାହାଣୀ..

ଗୋବିନ୍ଦଙ୍କ ଗୋଲକଧନ୍ଧା ଭିତରେ ମମିତା ହତ୍ୟାର ଗୁମର ଫିଟିବ କେବେ ? ନିଇତି ନୂଆ କାହାଣୀ ଆସୁଛି ସାମ୍ନାକୁ । ବରିଷ୍ଠ ନେତା ବିଜୟ ମହାପାତ୍ର ଓ ନରସିଂହ ମିଶ୍ରଙ୍କ ମନ୍ତବ୍ୟ ପରେ ଏବେ ଚର୍ଚ୍ଚାରେ ମନ୍ତ୍ରୀଙ୍କ ରାୟପୁର ଘର ।

Sambalpur  Bandh
ଜୋର ଧରୁଛି ମମିତା ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବି,୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଜୋର ଧରୁଛି ରାଜନୀତି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆନ୍ଦୋଳନକୁ ଜୋର କରିଛି ବିଜେପି। ଗତକାଲି ମୟୂରଭଞ୍ଜ ବନ୍ଦ ପରେ ଆଜି ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି।

Mamita Meher Case
ମମିତା ମେହେର ହତ୍ୟା ଘଟଣାକୁ ନେଇ ରାଜ୍ୟରେ ରାଜନୈତିକ ଝଡ଼, ବଢ଼ୁଛି ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଅଡ଼ୁଆ

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ ନେଇ ରାଜ୍ୟରେ ରାଜନୈତିକ ଝଡ଼ । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବିଜେପି ଓ କଂଗ୍ରେସର ରାଜ୍ୟ ବ୍ୟାପୀ ବିକ୍ଷୋଭ, ରାସ୍ତାରୋକ ଓ କଳାପତାକା ପ୍ରଦର୍ଶନ ।