• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Dmet Director Cbk Mohanty

DMET
ପର୍ବପର୍ବାଣୀରେ ସଂକ୍ରମଣ ବଢିବାର ଆଶଙ୍କା

ପାର୍ବଣରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା ଓ ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ସୃଷ୍ଟି ହୋଇଥିବା ବିବାଦକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ଉପସ୍ଥାପନ କରାଯାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧି ବା କମ୍ ସହ କରୋନା ସଂକ୍ରମଣର ସିଧାସଳଖ କୌଣସି ସମ୍ପର୍କ ନାହିଁ। ହେଲେ ମୂର୍ତ୍ତିର ଉଚ୍ଚତା ଅଧିକ ହେଲେ, ଲୋକେ ଆକର୍ଷିତ ହେବେ ଓ ମଣ୍ଡପରେ ଭିଡ଼ ହେବାର ସମ୍ଭାବନା ରହିଛି।

Corona Virus
'୧୮ବର୍ଷରୁ କମ୍ ବୟସ୍କଙ୍କୁ ସଂକ୍ରମଣ ଆଶଙ୍କା ସବୁଠୁ ବେଶୀ'

ଶିକ୍ଷାନୁଷ୍ଠାନରେ ଶିକ୍ଷକ ଓ କର୍ମଚାରୀ ଟିକାର ଦୁଇଟି ଯାକ ଡୋଜ୍ ନେବା ସହ ସଠିକ୍ କୋଭିଡ୍ ନିୟମ ମାନିବାକୁ ପଡ଼ିବ। ସେପଟେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି- ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁମାନେ ଅଧିକ ସଂକ୍ରମିତ ହେବା ଆଶଙ୍କା ଦେଖି ରାଜ୍ୟ ସରକାର ଆଗୁଆ ପଦକ୍ଷେପ ନେଇଛନ୍ତି।

Vaccine double dose
ଉଭୟ ଡୋଜ୍ ଟିକା ନେଇ ବି କରୋନାରେ ସଂକ୍ରମିତ

ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଡବଲ୍ ଡୋଜ୍ ପରେ ସଂକ୍ରମିତ ହୋଇଥିବା ଲୋକଙ୍କ ମଧ୍ୟରୁ ୭ ହଜାର ୯୨୪ ଜଣ ଦ୍ୱିତୀୟ ଡୋଜ୍ ନେବାର ୧୪ ଦିନ ପରେ ପଜିଟିଭ ବାହାରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଓ ଡିଏମ୍ଇଟିଙ୍କ କହିବା କଥା- ଟିକା ଶତ ପ୍ରତିଶତ ସୁରକ୍ଷା ଦେଇପାରିବନି କିନ୍ତୁ ଟିକା ନେବା ପରେ ସଂକ୍ରମିତ ହେଉଥିବା ଲୋକଙ୍କ ସଂଖ୍ୟା ନଗଣ୍ୟ ଓ ଖୁବ୍ କମ୍ ରୋଗୀ ଗୁରୁତର ହେଉଛନ୍ତି। 

DMET Chief CBK Mohanty
କେରଳ, ମହାରାଷ୍ଟ୍ରରେ କରୋନା ଉପର ମୁହାଁ, ଏହା ତୃତୀୟ ଲହର ସଂକେତ: DMET

ଶିଶୁଙ୍କୁ ଅଧିକ ସଂକ୍ରମଣ ଭୟ ଥିବାରୁ ସ୍ୱତନ୍ତ୍ର ବେଡ୍ ବ୍ୟବସ୍ଥା କରାଯାଇଛି। ଆମ ରାଜ୍ୟରେ ଡେଲ୍ଟା ଭାଇରସ୍ ସଂଖ୍ୟା ଅଧିକ ଥିଲେ ବି ସଂକ୍ରମଣ ହେଉନି ବୋଲି ସେ କହିଛନ୍ତି।

Dmet Chief CBK Mohanty
ଓଡ଼ିଶାରେ କାହିଁକି କମୁଛି ସଂକ୍ରମଣ? କାରଣ କହିଲେ DMET

ତେବେ ଏହା ବର୍ତ୍ତମାନର ସ୍ଥିତି ନୁହେଁ, ପୂର୍ବର ଲଗ୍‌କୁ କ୍ଲିୟର କରାଯାଉଛି। ଏବେ ପ୍ରକାଶିତ ହେଉଥିବା ମୃତ୍ୟୁ ସଂଖ୍ୟା ଅଡିଟେଡ୍ ଓଲ୍ଡ ରେକର୍ଡ। ଆଉ ୧୦ରୁ ୧୫ ଦିନ ଭିତରେ ଏହାର ଅଡିଟ ସରିଯିବ ବୋଲି ସେ କହିଛନ୍ତି।