• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Driver

Driver
ଚାକିରିରୁ ବାହାର କରିଦେଲେ ମାଲିକ; ଘରେ ପଶି କାର୍‌-ବାଇକ୍‌ ଜାଳିଦେଲା ଡ୍ରାଇଭର

କୁହାଯାଉଛି କି, ପ୍ରତିଶୋଧ ପରାୟଣ ହୋଇ ଘରେ ପଶି କାର ଏବଂ ବାଇକ୍ ଜାଳିଦେଇଛି ଡ୍ରାଇଭର । ଭୁବନେଶ୍ୱର ଖଣ୍ଡଗିରିରୁ ଏଭଳି ଅଭିଯୋଗ ଆସିଥିବାବେଳେ ଡ୍ରାଇଭରର ସମସ୍ତ କାରନାମା ସିସିଟିଭିରେ କଏଦ ହୋଇଛି ।

Bus Accident
ଚାଲୁଥିଲା ବସ, ଆସିଲା ହାର୍ଟ ଆଟାକ...ତଥାପି ଭୁଲିଲେନି କର୍ତ୍ତବ୍ୟ, ବଞ୍ଚାଇଲେ ୫୦ ଜୀବନ

ସେ ମୃତ୍ୟୁର ଗନ୍ଧ ବାରି ସାରିଥିଲେ । କିନ୍ତୁ ତାଙ୍କ ଉପରେ ନ୍ୟସ୍ତ ଥିଲା ୫୦ରୁ ଅଧିକ ଜୀବନ । କେମିତି ବା ମୃତ୍ୟୁ କବଳରେ ପଡ଼ି ଥାଆନ୍ତେ । ନିଜେ ଚାଲିଯିବା ଆଗରୁ ବଞ୍ଚାଇ ଦେଇଗଲେ ୫୦ରୁ ଜୀବନ ।

Crime
୧୦ ଲକ୍ଷ ଦେ, ସ୍ୱାମୀକୁ ନେ; ରାଜଧାନୀରେ ଅପହରଣ

ରାଜଧାନୀରେ ଅପହରଣ ପରେ ମୁଣ୍ଡ ଜାମିନ ରଖି ମାଗିଲେ ୧୦ ଲକ୍ଷ ଟଙ୍କା । ଭୁବନେଶ୍ବର ପାତ୍ରପଡ଼ା ଅଞ୍ଚଳର ଜଣେ କ୍ୟାବ୍ ଡ୍ରାଇଭରଙ୍କୁ ଅପହରଣ ପରେ ତାଙ୍କ ପତ୍ନୀଙ୍କୁ ଫୋନ କରି ୧୦ ଲକ୍ଷ ଟଙ୍କା ଅପହରଣକାରୀ ମାଗିଥିବା ଅଭିଯୋଗ ହୋଇଛି ।

Odisha Drivers Mahasangh Launches Protest
ନିଆରା ଢ଼ଙ୍ଗରେ ଡ୍ରାଇଭର ସଙ୍ଘର ପ୍ରତିବାଦ; କେଉଁଠି ଫୁଲମାଳ ତ କେଉଁଠି ଚନ୍ଦନ ଟିକା..

ଗାଡ଼ି ଛାଡ଼ି ଗର୍ଜନ, ହଲ୍ଲାବୋଲ୍ ଏବଂ ହଳଦିଆ ନମ୍ବରପ୍ଲେଟ୍ ଗାଡ଼ିକୁ ଟାର୍ଗେଟ୍ । ୧୦ ଦଫା ଦାବିରେ ସାରା ରାଜ୍ୟରେ ଆଜି ଏମିତି ଢଙ୍ଗରେ ଆନ୍ଦୋଳନକୁ ଓହ୍ଲାଇ ପ୍ରତିବାଦ କରିଛି ଓଡ଼ିଶା ଡ୍ରାଇଭର ମହାସଂଘ ।

'Only In India'
ଭିଡ଼ରାସ୍ତାରେ ଏମିତି ଟ୍ରାକ୍ଟର ଚଳାଇଲେ ଡ୍ରାଇଭର; ଭାଇରାଲ ହେଲା ଭିଡିଓ

ଟ୍ରାକ୍ଟରଟି ଏକ ଉଠାଣି ରାସ୍ତାରେ ଉଠିବାକୁ ଚେଷ୍ଟା କରୁଛି । ଟ୍ରାକ୍ଟରଟିକୁ ଚଳାଉଥିବା ଡ୍ରାଇଭର ଜଣକ ଧୀରେ ଧୀରେ ଟ୍ରାକ୍ଟରଟିକୁ ଉପରକୁ ଉଠାଉଛନ୍ତି ।

Ambulance
ମୂଲ-ଚାଲ ହୋଇପାରିଲାନି ! ଅଧାବାଟରେ ଶବକୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ଛବି ମହାନ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।

Iron-Ore Laden Truck Falls Off Bridge In Kamakhyanagar, Driver Dies
ଚକା ଫାଟି ବ୍ରାହ୍ମଣୀକୁ ଖସିଲା ଟ୍ରକ...

କାମାକ୍ଷାନଗର ନଦୀକୁ ଖସିଲା ଆଇରନବୋଝେଇ ଟ୍ରକ୍ । ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ ।ଟ୍ରକର ଚକା ଫାଟିବାରୁ ଦୁର୍ଘଟଣା ଘଟିଥିବା ସୂଚନା

driver
ଲଟେରି ବଦଳେଇଦେଲା ଭାଗ୍ୟ : ଡ୍ରାଇଭରରୁ ପାଲଟିଗଲେ କୋଟିପତି

ନୂଆଦିଲ୍ଲୀ: ବେଳେବେଳେ ମଣିଷ ଯାହା ଭାବି ନଥାଏ, ତାହା ହୋଇଯାଏ। ଏହା ସମସ୍ତଙ୍କୁ ଚକିତ କରେ। ଯାହାକୁ କହନ୍ତି କପାଳ ଲିଖନ। ଏମିତି ଏକ ଘଟଣାକୁ ନେଇ ଏବେ ଚର୍ଚ୍ଚା। ଦୁବାଇରେ ରହୁଥିବା ଜଣେ ପ୍ରବାସୀ ଭାରତୀୟ ନିଜର ଭାଗ୍ୟ ବଳରେ ଡ୍ରାଇଭରରୁ ପାଲଟିଯାଇଛନ୍ତି କୋଟିପତି । ଆପଣ ନିଶ୍ଚୟ ଜାଣିବାକୁ ଇଚ୍ଛା କରୁଥିବେ ଏହା କିପରି ସମ୍ଭବ ହେଲା। ଦୁବାଇରେ ଏକ ଘରୋଇ ସଂସ୍ଥାରେ ଜଣେ ଡ୍ରାଇଭର ଭାବେ କାମ କରନ୍ତି ଜନ୍ ବର୍ଗିସ । […]