• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Durga Idol Immersion

Durga Puja 2022
ଆରବର୍ଷକୁ ଅପେକ୍ଷା ରହିଲା ମାଆ

ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା‘ ଜଗତଜନନୀ । ମା’ଙ୍କୁ ବିଦାୟ ଦେବା ବେଳେ ଭକ୍ତଙ୍କ ଆଖି ଛଳଛଳ । ସରିଲା ମା’ଙ୍କ ନବଦିନାତ୍ମକ ଲୀଳା।

Attack With Crude Bombs
ଦୁର୍ଗା ମୂର୍ତ୍ତି ବିସର୍ଜନ ସାରି ଫେରୁଥିବା ବେଳେ ଲୋକଙ୍କ ଉପରକୁ ବୋମାମାଡ଼, ଗାଡ଼ି ଭଙ୍ଗାରୁଜା

ଦୁର୍ଗା ମୂର୍ତ୍ତି ବିସର୍ଜନ କରି ଘରକୁ ଫେରୁଥିବା ବେଳେ ଲୋକଙ୍କ ଉପରକୁ ଆକ୍ରମଣ ହୋଇଛି। ଆକ୍ରମଣକାରୀମାନେ ଦେଶୀ ବୋମା ଓ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାସହ ଘଟଣାସ୍ଥଳରେ ଥିବା ଗାଡ଼ିକୁ ଭଙ୍ଗାରୁଜା କରିବା ଅନେକ ଗାଡ଼ିର କାଚ ଭାଙ୍ଗି ଦେଇଥିଲେ। 

Car Accident
ଭସାଣ ଶୋଭାଯାତ୍ରା ବେଳେ ପୁଣି ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ଭିଡିଓ ଭାଇରାଲ୍‌

ଶନିବାର ରାତିରେ ଦୁର୍ଗା ମେଢ଼ ଭସାଣ ବେଳେ ଦ୍ରୁତ ଗତିରେ ଥିବା ଏକ କାର୍‌ ହଠାତ୍‌ ଲୋକଙ୍କ ଉପରେ ମାଡ଼ି ଯାଇଥିଲା। ଏଥିରେ ୩ ଜଣ ଯୁବକ ଆହତ ହୋଇଛନ୍ତି। ଏହି ଘଟଣାର ଦୃଶ୍ୟ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି।

durga puja
ମୂର୍ତ୍ତି ଉଚ୍ଚତା ବିବାଦ, ହାଇକୋର୍ଟରେ ଆବେଦନ ଖାରଜ

କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ରାୟ ଶୁଣାଇଛନ୍ତି ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବୃଦ୍ଧି ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ୪ ଫୁଟ ଉଚ୍ଚତାକୁ ନେଇ କଟକ ବାଲୁବଜାର ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।

bhartuhari mahatab
ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ୍‌

ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ପ୍ରତିକ୍ରିୟା। କହିଲେ ପୂଜା କମିଟି ଓ ଶାନ୍ତି କମିଟିର ନିଷ୍ପତ୍ତି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି। ମୂର୍ତ୍ତି ଉଚ୍ଚତା ସ୍ୱାଭାବିକ ଓ ପରଦା ନ ଢାଙ୍କି ପୂଜା ଅନୁମତି ପାଇଁ କୁହାଯାଇଛି।

durga puja
ମୂର୍ତ୍ତି ବିବାଦ ନେଇ କାଲି ରାୟ ଶୁଣାଇବ ହାଇକୋର୍ଟ

ମୂର୍ତ୍ତି ବିବାଦ ନେଇ କାଲି ରାୟ ଶୁଣାଇବ ହାଇକୋର୍ଟ୍। ହାଇକୋର୍ଟରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ରାୟ ଶୁଣାଇବେ ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବିବାଦ ନେଇ କଟକ ବାଲୁବଜାର ପୂଜା କମିଟି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା