ମେ ୧୨ରେ କର୍ଣ୍ଣାଟକର ସମସ୍ତ ୨୨୪ଟି ବିଧାନସଭା କ୍ଷେତ୍ର ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ମେ ୧୫ରେ ସମସ୍ତ ଆସନ ପାଇଁ ଭୋଟ ଗଣତି ହେବ।
ତେବେ ଏହାପୂର୍ବରୁ ନାମାଙ୍କନ ଦାଖଲ ପାଇଁ ଏପ୍ରିଲ ୨୪ ଶେଷ ତାରିଖ ରହିଛି। ସମସ୍ତ ବୁଥରେ EVM ସହ VVPAT ମେସିନ ବ୍ୟବହାର ହେବ।
ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା ୨୮ ଲକ୍ଷ ଟଙ୍କା ରଖାଯାଇଥିବା ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି। ରାଜ୍ୟରେ ମୋଟ ୪ କୋଟି ୯୬ ଲକ୍ଷ ଭୋଟର ଅଛନ୍ତି।
]]>