• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Electricity

Electricity
'ଅ'ରେ ଅରଟ, 'ଆ'ରେ ଆତ ନାଁ... 'ଅ'ରେ ଅନ୍ଧାର, 'ଆ'ରେ ଆଉଟୁପାଉଟୁ

ଚାରିଆଡ଼େ କିଟି କିଟି ଅନ୍ଧାର... ଦୀପ ଜାଳି ମିଞ୍ଜି ମିଞ୍ଜି ଆଲୁଅରେ ଅକ୍ଷର ଚିହ୍ନୁଛନ୍ତି କୁନିକୁନି ପିଲା । ବହିରେ ସିନା 'ଅ'ରେ ଅରଟ, 'ଆ'ରେ ଆତ... ହେଲେ ୩ ମାସ ହେଲା ବିନା ବିଜୁଳିରେ ଚଳୁଥିବା ବସ୍ତିର ପିଲାଙ୍କ ପାଇଁ 'ଅ'ରେ ଅନ୍ଧାର... 'ଆ'ରେ ଆଉଟୁପାଉଟୁ ।

Electricity tariff cut in Odisha
କମିଲା ବିଜୁଳି ଦର, ୧୦ ପଇସାରୁ ୧୦ ଟଙ୍କା ପର୍ଯ୍ୟନ୍ତ ହ୍ରାସ କଲେ ସରକାର

ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ହ୍ରାସ କଲେ ଓଇଆର୍‌ସି । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଗଲା ।

electricity Problem
ସାବତ ପୁଅ କି ସାଗର ସାହି ? ଗାଁକୁ ନାହିଁ ବିଜୁଳି, ମିଳୁନି ମୌଳିକ ସୁବିଧା

ଚାରିଆଡ଼େ ଜଙ୍ଗଲ । ଆଉ ଏହାରି ଭିତରେ ବସବାସ କରୁଛନ୍ତି ଆଦିବାସୀ ସମ୍ପ୍ରଦାୟ ଲୋକେ । ୪୦ ପରିବାରର ପ୍ରାୟ ୨ଶହ ଲୋକ ଏଠି ବସବାସ କରନ୍ତି । ହେଲେ ଏମାନଙ୍କ ପାଇଁ ନାହିଁ ସରକାରଙ୍କ କୌଣସି ସୁବିଧା ।

How long will the poor tribals remain in the dark?
ମନ୍ତ୍ରୀଙ୍କ ଅଞ୍ଚଳରେ ନାହିଁ ବିଜୁଳି; ଗରିବ ଆଦିବାସୀ ଅନ୍ଧାରରେ ଆଉ କେତେଦିନ ?

ସନ୍ଧ୍ୟା ହେଲେ ଅନ୍ଧାର ରାଜ୍ । ରାୟଗଡ଼ା ଜିଲ୍ଲାରେ ଆଜି ବି ଲୋକ ବିଜୁଳି ଯୋଗାଣ ଭଳି ମୌଳିକ ସୁବିଧାରୁ ବଞ୍ଚିତ । କୌଣସି ଉପାନ୍ତ ଅଞ୍ଚଳ ନୁହେଁ , ଆଦିବାସୀ କଲ୍ୟାଣମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ବାସଭବନ ଠାରୁ ମାତ୍ର ୨ କିଲୋମିଟର ଦୂରରେ ଥିବା ଚାଞ୍ଚଡ଼ାମୁଣ୍ଡୀ ଗାଁରେ ଦେଖିବାକୁ ମିଳିଛି ଏପରି ଦୃଶ୍ୟ । ବେଳ ଥାଉ ଥାଉ ଏଠାକାର ଲୋକେ ରନ୍ଧା ବଢା ସାରି ଦିଅନ୍ତି ।

Koraput Kolab Reserve
ବର୍ଷା ନାହିଁ, ଡ୍ୟାମ୍‌ରେ ପାଣି ନାହିଁ... ଘାରିବ ବିଦ୍ୟୁତ ସମସ୍ୟା...

ଡ୍ୟାମର କାର୍ଯ୍ୟନିର୍ବାହୀ ଇଂଜିନିୟର କହିଛନ୍ତି, ଆଗାମୀ ଦିନରେ ଲଘୁଚାପ ବର୍ଷା ସମ୍ଭାବନା ଥିବାରୁ ସ୍ଥିତି ସୁଧୁରିବାର ଆଶା ରହିଛି।

Electricity
ତାଳଚେରରୁ ଉତ୍ପାଦନ କିନ୍ତୁ ଓଡ଼ିଶାରେ ମହଙ୍ଗା, ନିଜ ଲୋକଙ୍କୁ ଏମିତି ଶୋଷୁଛି ବିଦ୍ୟୁତ ବିଭାଗ !

ୟୁନିଟ୍ ପିଛା ୩୦ପଇସା ଶସ୍ତାରେ ବିଜୁଳି କିଣୁଛି ତାମିଲନାଡୁ । ଓଇଆରସିର କାର୍ଯ୍ୟକଳାପକୁ ନେଇ ପ୍ରଶ୍ନ ।

Smart Phone
ନୂଆ ଟେକ୍ନୋଲୋଜି ! ଚାଲିଲେ ବାହାରିବ ବିଦ୍ୟୁତ, ଆପେ ଚାର୍ଜ ହେବ ବିଦ୍ୟୁତ ଉପକରଣ

ଛୋଟଛୋଟ ଇଲେକ୍ଟ୍ରୋନିକ୍‌ ଡିଭାଇସ ବ୍ୟବହାର କରିବା ପାଇଁ ଏହି ଶକ୍ତି ଯଥେଷ୍ଟ ବୋଲି ବିଶେଷଜ୍ଞ ଯୋଶିମୁରା କହିଛନ୍ତି । 

Footpath Electricity
ଏମିତି ରାସ୍ତା ଯେଉଁଥିରେ ଚାଲିଲେ ଉତ୍ପାଦନ ହେଉଛି ବିଦ୍ୟୁତ ଶକ୍ତି ! ଦେଖନ୍ତୁ ଭିଡିଓ..

ବର୍ତ୍ତମାନେ ସମୟରେ ଏହା ନିଶ୍ଚିତ ଭାବେ ଆଶ୍ଚର୍ଯ୍ୟ ଜନକ ।

Electricity
ଡିବିରି ଆଲୁଅରେ ବିତୁଛି ଜୀବନ; ସାତ ସପନ ହୋଇପଡ଼ିଛି ବିଜୁଳିବତୀ

କେଉଁଠି ଲୋକଙ୍କ ପାଇଁ ବିଜୁଳି ଆଲୁଅ ସାତ ସପନ ତ ପୁଣି କେଉଁଠି ଘରେ ମିଟର ବସାଇ ବିଦ୍ୟୁତ୍ ବିଭାଗ ଉଭାନ୍ । ଆଉ କେଉଁଠି ଉପଭୋକ୍ତାଙ୍କୁ ତ୍ରୁଟିଯୁକ୍ତ ବିଦ୍ୟୁତ୍ ବିଲ୍ ଦେବା ପରେ ୨ବର୍ଷ ହେଲାଣି ଲାଇନ୍ କାଟି ବେଧଡକ୍ ବସିଛି ବିଦ୍ୟୁତ ବିଭାଗ ।

Orissa High Court
କୋଇଲା ଅଭାବରୁ ନାଲକୋରେ ଅଚଳବସ୍ଥା, ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନାଲକୋର ଅଚଳବସ୍ଥା କିପରି ଦୂର କରାଯାଇପାରିବ ସେନେଇ ବୈଠକରେ ଆଲୋଚନା କରାଯିବ । ବୈଠକରେ ହୋଇଥିବା ନିଷ୍ପତ୍ତି ସଂପର୍କରେ କୋର୍ଟଙ୍କୁ ପରବର୍ତ୍ତୀ ଶୁଣାଣିରେ ଜଣାଇବାକୁ ନିର୍ଦ୍ଦେଶ ରହିଛି । 

Electricity
ଷ୍ଟକ୍‌ରେ ନାହିଁ କୋଇଲା, ଏଥର ଘନ ଘନ ବିଜୁଳି କାଟ ! ଖାଉଟିଙ୍କ ମନରେ ଅସନ୍ତୋଷ

ବିଜୁଳି ବଳକା ରାଜ୍ୟ ଓଡ଼ିଶାରେ ବିଜୁଳି କାଟକୁ ନେଇ ପ୍ରଶ୍ନ ଉଠାଇଲେଣି ଉପଭୋକ୍ତା ଓ ବିଶେଷଜ୍ଞ । ପାୱାର ଆନାଲିସିଷ୍ଟଙ୍କ ମତରେ, ରାଜ୍ୟରେ ପିକ୍ ଓ ଅଫ୍-ପିକ୍ ବିଜୁଳି ଚାହିଦାରେ ବଡ଼ ପାର୍ଥକ୍ୟ ରହୁଛି ।

electrict
ଦେଶରେ ଏବେଠୁ ହେଲାଣି ଘନ ଘନ ବିଜୁଳି କାଟ; ଆଗକୁ ସ୍ଥିତି ଆହୁରି ବିଗିଡ଼ିବ !

ଦେଶରେ ଦିନକୁ ଦିନ ଶକ୍ତି ସଂକଟ ଉତ୍କଟ ହେବାରେ ଲାଗିଛି । ଉତ୍ତରପ୍ରଦେଶ, ରାଜସ୍ଥାନ ପରେ କେରଳ ଏବେ ଶକ୍ତି ସଂକଟର ସାମନା କରିଛି । ବିଜୁଳି ଉତ୍ପାଦନ ବାଧାପ୍ରାପ୍ତ ହୋଇଥିବାରୁ ରାଜସ୍ଥାନର ସହରାଞ୍ଚଳରେ ୨ ଘଣ୍ଟା ଓ ଗ୍ରାମାଞ୍ଚଳରେ ୪ ଘଣ୍ଟା ପାଇଁ ବିଜୁଳି କାଟ କରାଯାଉଛି ବୋଲି ରାଜ୍ୟ ଶକ୍ତି ସଚିବ କହିଛନ୍ତି ।

Tata Power
ହିସାବ ମିଳୁନି ! ୩୭ ହଜାର କୋଟି ଖର୍ଚ୍ଚ ହେଲାଣି, ତଥାପି ଟାଟା କହୁଛି ନିମ୍ନମାନର କାମ

ଉତ୍ତମ ମାନର ବିଜୁଳି ପାଇଁ ପାଣି ଭଳି ଖର୍ଚ୍ଚ ହୋଇଛି ଟଙ୍କା । ବିଧାନସଭା ଷ୍ଟାଣ୍ଡିଂ କମିଟି ତଥ୍ୟ ଅନୁସାରେ ଏ ପର୍ଯ୍ୟନ୍ତ ବିଭିନ୍ନ ଯୋଜନାରେ ପ୍ରାୟ ୩୭ ହଜାର କୋଟି ଖର୍ଚ୍ଚ ହେଲାଣି ।

electricity
ବଢ଼ିବନି ବିଦ୍ୟୁତ ଦର

ଭୁବନେଶ୍ୱର: ଏବର୍ଷ ରାଜ୍ୟରେ ବଢ଼ିବନି ବିଦ୍ୟୁତ ଦର।  ଗତବର୍ଷ ଭଳି ଏବର୍ଷ ବି ଶୁଳ୍କ ଅପରିବର୍ତ୍ତିତ ରହିବ ବୋଲି OERC ନିର୍ଦ୍ଦେଶକ ପ୍ରିୟବ୍ରତ ପଟ୍ଟନାୟକ ସୂଚନା ଦେଇଛନ୍ତି। ଘରୋଇ, କୃଷି, ଶିଳ୍ପ ଆଦି ସମସ୍ତ କ୍ଷେତ୍ରପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିବ। ସେହିଭଳି ଡିଜିଟାଲ ପେମେଣ୍ଟ କଲେ ୧% ରିହାତି ମଧ୍ୟ ମିଳିବ। ଗୋଟିଏ ଆର୍ଥିକ ବର୍ଷରେ ୧୧ ମାସ  ପର୍ଯ୍ୟନ୍ତ ରିହାତି ଅବଧିରେ ବିଲ୍ ଦେଲେ ଶେଷ ମାସକୁ ରିହାତିରେ ଡବଲ ଛାଡ ମିଳିବ ବୋଲି […]