ଘରୋଇ, କୃଷି, ଶିଳ୍ପ ଆଦି ସମସ୍ତ କ୍ଷେତ୍ରପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିବ।
ସେହିଭଳି ଡିଜିଟାଲ ପେମେଣ୍ଟ କଲେ ୧% ରିହାତି ମଧ୍ୟ ମିଳିବ। ଗୋଟିଏ ଆର୍ଥିକ ବର୍ଷରେ ୧୧ ମାସ ପର୍ଯ୍ୟନ୍ତ ରିହାତି ଅବଧିରେ ବିଲ୍ ଦେଲେ ଶେଷ ମାସକୁ ରିହାତିରେ ଡବଲ ଛାଡ ମିଳିବ ବୋଲି କହିଛନ୍ତି OERC ନିର୍ଦ୍ଦେଶକ।