• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Encounter In Jammu And Kashmir

Odia jawan martyred in Poonch terror attack
ଦିନକ ପରେ ବିବାହ ବାର୍ଷିକୀ ପାଳନ କରିଥାନ୍ତେ, ହେଲେ ତା’ପୂର୍ବରୁ ଦେଶ ପାଇଁ ସହିଦ ହୋଇଗଲେ ଓଡ଼ିଆ ଯବାନ

ଗତକାଲି ଆତଙ୍କବାଦୀମାନେ ସେନା ବାହିନୀର ଗାଡ଼ିକୁ ଗ୍ରେନେଡ୍ ମାଡ଼ କରିଥିଲେ। ସହିଦ ୫ ଯବାନଙ୍କ ମଧ୍ୟରେ ଓଡ଼ିଆ ଯବାନ ଲାନ୍ସ ନାଏକ ଦେବାଶିଷ ବିଶ୍ୱାଳ ଅଛନ୍ତି। ଦେବାଶିଷଙ୍କ ବିୟୋଗ ଖବର ପାଇବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। 

Encounter in Jammu
ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ସଫା

ପୁଣି ଆଉ ଏକ ଷଡ଼ଯନ୍ତ୍ର ପଣ୍ଡ । ସିଧରାରେ ଲୁଚି ରହିଥିବା ତିନି ଆତଙ୍କବାଦୀଙ୍କୁ ନିପାତ କଲା ସେନା ।

J&K: Terrorist killed in overnight encounter in Pulwama
ସୁରକ୍ଷାକର୍ମୀଙ୍କ ଗୁଳିରେ ପୁଣି ୨ ଆତଙ୍କବାଦୀ ନିପାତ

ଜମ୍ମୁ ଓ କାଶ୍ମୀର ପୁଲଓ୍ବାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା...

CCTV footage of the terrorist attack on the  bus carrying CISF personnel in Jammu early yesterday
ଆତଙ୍କବାଦୀଙ୍କ ବର୍ବର କାଣ୍ଡର ଭିଜୁଆଲ: ଦେଖନ୍ତୁ ସେହି ସମୟର ହୃଦୟବିଦାରକ ଦୃଶ୍ୟ

ସାମ୍ନାକୁ ଆସିଲା ଜାମ୍ମୁ ଓ କାଶ୍ମୀରର ସୁଞ୍ଜଓ୍ୱାନା କ୍ୟାଣ୍ଟନମେଣ୍ଟ ରାସ୍ତାରେ ଆତଙ୍କବାଦୀଙ୍କ ବର୍ବର କାଣ୍ଡର ଭିଜୁଆଲ । ରାତି ଅଧରେ କିଭଳି ଆତଙ୍କବାଦୀମାନେ ସିଆଇଏସ୍ଏଫ୍ ଯବାନଙ୍କ ଗାଡ଼ିକୁ ଅଟକାଇ ଟାର୍ଗେଟ କରି ଆଖିବୁଜା ଗୁଳିମାଡ଼ କଲେ ସେହି ଆକ୍ରମଣର ପୁରା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି ।

Encounter In Jammu
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଜମ୍ମୁରେ ଆତଙ୍କବାଦୀ ହମ୍‌ଲା: ଜଣେ ଯବାନ ସହିଦ, ଓଡ଼ିଆ ଯବାନ ଆହତ

ଜାମ୍ମୁ କାଶ୍ମୀରର ସୁଞ୍ଜଓ୍ୱାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାତୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି।

army-officer-and-a-soldier-have-been-critically-injured-in-a-counter-terror-operation-in-jammu-kashm
ଜାମ୍ମୁ କାଶ୍ମୀରରେ ଏନ୍‌କାଉଣ୍ଟର; ୨ ଯବାନ ସହିଦ

ଏନ୍‌କାଉଣ୍ଟରେ ସହିଦ୍‌ ହେଲେ ୨ ଯବାନ୍‌ । ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲା ଅନ୍ତର୍ଗତ ମେନ୍ଧାର ସବ ଡିଭିଜନର ନାର ଖାସ ଜଙ୍ଗଲରେ ଚାଲିଥିବା ଏକ ଆତଙ୍କବାଦୀ ବିରୋଧୀ ଅଭିଯାନ ବେଳେ ୨ଜଣ ଯବାନ ସହିଦ୍‌ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।

jammu-and-kashmir-3-lashkar-e-taiba-trf-terrorists-killed-in-shopian-encounter
ଶୋପିଆନ୍ ଏନକାଉଣ୍ଟରରେ ଟଳିଲେ ଲସ୍କର-ଇ-ତୋଏବାର ୩ ଦୁର୍ଦ୍ଦାନ୍ତ ଆତଙ୍କବାଦୀ

ଏନକାଉଣ୍ଟରରେ ୩ ଜଣ ଦୁର୍ଦ୍ଦାନ୍ତ ଆତଙ୍କବାଦୀ ନିହତ ହୋଇଛନ୍ତି । ଜାମ୍ମୁ କାଶ୍ମୀର ଶୋପିଆନ୍‌ରେ ଆଜି ସକାଳେ ଏକ ଏନ୍‌କାଉଣ୍ଟର ହୋଇଥିଲା । ସୁରକ୍ଷା କର୍ମୀଙ୍କ ଦ୍ୱାରା କରାଯାଇଥିବା ଏହି ଏନକାଉଣ୍ଟରରେ ଲଶ୍କର-ଇ-ତାଇବାର ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

encounter at jammu and kashmir
ଏନକାଉଣ୍ଟରରେ ୨ ଆତଙ୍କୀ ନିପାତ

ଜମ୍ମୁ-କାଶ୍ମୀର ବାରମୁଳା ଜିଲ୍ଲାର ସୋପାରରେ ଆଜି ସେନା-ଆତଙ୍କୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଆତଙ୍କୀଙ୍କ ମୁଣ୍ଡ ଗଡ଼ାଇଛନ୍ତି ସୁରକ୍ଷାକମୀ

terrorists killed in encounter
ସକାଳୁ ସକାଳୁ ୩ ଆତଙ୍କବାଦୀ ନିପାତ

ଜମ୍ମୁ-କାଶ୍ମୀରର ପୁଲ୍‌ୱାମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କ ମଧ୍ୟର ଲସ୍କର-ଇ-ତୋଇବା କମାଣ୍ଡର ଅବୁ ହୁରାଇରା ଓ ଆଉ ୨ ଜଣ ଆତଙ୍କବାଦୀ ଅଛନ୍ତି।

encounter at pulwama
ପୁଲଓ୍ୱାମାରେ ଏନକାଉଣ୍ଟର: ୨୪ ଘଣ୍ଟାରେ ୫ ଆତଙ୍କୀ ନିପାତ

ଜାମ୍ମୁ-କାଶ୍ମୀରର ପୁଲଓ୍ୱାମା ପୁଚାଲ ଅଞ୍ଚଳରେ ହୋଇଛି ଏନ୍‌କାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।