ହୋଟେଲ୍ ରୁମ୍ ବୁକ୍ କରିବା ପାଇଁ ବଲିଉଡ଼ ଅଭିନେତ୍ରୀଙ୍କ ନାଁରେ ନକଲି ଆଧାର କାର୍ଡ଼ Mar 30, 2018 ମୁମ୍ବାଇ: ନକଲି ଆଧାର କାର୍ଡ଼ ବ୍ୟବହାର କରି ହୋଟେଲରେ ରୁମ୍ ବୁକ୍ କରିବା ମହଙ୍ଗା ପଡ଼ିଲା। ବଲିଉଡ଼ ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ ନାଁରେ ନକଲି ଆଧାର…