• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Fake Currency

Fake Note - Fake Currency
ଜାଲ୍‌ ନୋଟକୁ ନେଇ ବ୍ୟବସାୟୀ ଓ ଗ୍ରାହକଙ୍କ ମଧ୍ୟରେ ଖେଳିଯାଇଛି କୋକୁଆ ଭୟ

ଛୋଟ ଦୋକାନ ଓ ସାପ୍ତାହିକ ହାଟର ଭିଡ଼ରେ ପଶି ଅତି ସହଜରେ ଚଳାଇ ନେଇଛନ୍ତି ହଜାର ହଜାର ଟଙ୍କାର ନକଲି ନୋଟ୍ । ହେଲେ ଧରା ପଡିଯାଇଛନ୍ତି ବିଦେଶୀ ମଦ କାଉଣ୍ଟରରେ ।

Fake Note - Fake Currency
ଜାଲ୍‌ ନୋଟ୍‌ ଚଳାଇବାକୁ ଛୋଟ ଦୋକାନୀଙ୍କୁ ଚାରା କରୁଛନ୍ତି ଦଲାଲ

ବଡ଼ କଥା ହେଉଛି ଯେ, ଜବତ ଜାଲ୍ ନୋଟ୍ ଭିତରେ ୫ ଶହ ସମେତ ଶହେ ଏବଂ ଦୁଇ ଶହର ନୋଟ୍ ବି ରହିଛି । ଯାହାକୁ ନେଇ ବ୍ୟବସାୟୀ ଓ ଗ୍ରାହକଙ୍କ ମଧ୍ୟରେ ଖେଳିଯାଇଛି କୋକୁଆ ଭୟ ।

Fake Currency
ପୋଲିସକୁ ସଫଳତା ! ଧରାପଡ଼ିଲା ଜାଲ ନୋଟ, ଦୁଇ ଗିରଫ

ଲୋକେ ୫ଶହ, ଦୁଇ ଶହ ଓ ଶହେ ଟଙ୍କିଆ ନୋଟ୍ ପରଖି ନେବାକୁ ଏସପି ସଚେତନ କରିଛନ୍ତି ।

fake-1
୧ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଜାଲ୍ ନୋଟ୍ ଜବତ

ବୌଦ୍ଧ : ବୌଦ୍ଧରେ ଜାଲ୍ ନୋଟ୍ ରାକେଟ୍‌ର ପର୍ଦ୍ଦାଫାସ୍। ଜାଲ ନୋଟ୍ କାରବାର କରୁଥିବା ଅଭିଯୋଗରେ ପୋଲିସ ୪ ଜଣକୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧ ଲକ୍ଷ ୬ ହଜାର ଟଙ୍କାର ଜାଲ୍ ନୋଟ୍ ଜବତ କରିଛି ପୋଲିସ। ଏଥିସହ ପ୍ରିଣ୍ଟର, ଲାପଟପ୍‌ ଓ ଏକ କାର ଜବତ କରାଯାଇଛି। ଅଭିଯୁକ୍ତମାନେ ବରଗଡ଼, ବୌଦ୍ଧ ଓ ସୋନପୁର ଜିଲ୍ଲାର ବୋଲି ଜଣା ପଡ଼ିଛି। ବୌଦ୍ଧ ଜିଲ୍ଲାରୁ ସାରା ଓଡ଼ିଶାକୁ ଜାଲ ନୋଟ କାରବାର ବ୍ୟାପିଥିବା ସୁରାକ […]

vlcsnap-error214
ଜ୍ୟୋତିଷଙ୍କ ଘରୁ ଜବତ ହେଲା ୧୮ କୋଟି ଟଙ୍କାର ନକଲି ନୋଟ୍

ଜ୍ୟୋତିଷଙ୍କ ଘରୁ ଜବତ ହେଲା ୧୮ କୋଟି ଟଙ୍କାର ନକଲି ନୋଟ୍ । ତାପୁଣି ବିଡ଼ା ବିଡ଼ା, ଥାକ ଥାକ ୨ ହଜାର ଟଙ୍କିଆ ନକଲି ନୋଟ୍ । ଘଟଣା ଘଟିଛି ତେଲେଙ୍ଗାନା ହାଇଦ୍ରାବାଦ ସହରର ଏଲ୍.ବି.ନଗର ଅଞ୍ଚଳରେ । ସଂପୃକ୍ତ…