• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Fake Medicine

Medicine
ନକଲି ଔଷଧ କାରବାର, ବିଦେଶ ପର୍ଯ୍ୟନ୍ତ ଚେର; ୧୦୦ ଟଙ୍କାର ମେଡିସିନକୁ ଦୁଇ ଲକ୍ଷ ଟଙ୍କାରେ ବିକ୍ରି !

ଔଷଧର ଦାମ ମାତ୍ର ଶହେ ଟଙ୍କା । କିନ୍ତୁ ବିକ୍ରି ହୋଇଛି ଦୁଇ ଲକ୍ଷ ଟଙ୍କାରେ । ସାମାନ୍ୟ ଫଙ୍ଗସ ମେଡିସିନକୁ କ୍ୟାନସର ମେଡିସିନ କହି ଲକ୍ଷାଧିକ ଟଙ୍କାରେ ବିକ୍ରି କରାଯାଇଛି । ଏପରି ଏକ ଘଟଣାର ପର୍ଦାଫାସ କରିଛି ଦିଲ୍ଲୀ ପୋଲିସ ।

Fake Medicine
ପେନ୍‌କିଲର ବଦଳରେ ସିରିଞ୍ଜ୍‌ରେ ଟ୍ୟାପ୍‌ ପାଣି ପୂରାଇ ଦେଲେ ରୋଗୀଙ୍କୁ, ଚାଲିଗଲା ୧୦ ଜୀବନ

ଡାକ୍ତରଖାନାରେ ସଂକ୍ରମଣ ହେତୁ ୯ ରୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି।

Fake medicine seizure in Cuttack
କଟକରେ ଥମୁନି ନକଲି କାରବାର; ପୁଣି ଜବତ ହେଲା ୨ ଲକ୍ଷ ଟଙ୍କାର ନକଲି ମେଡିସିନ୍

ପୁରୀଘାଟ ଥାନା ଟାଉନ ହଲ୍ ରୋଡ୍ ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ପାଖରୁ ଏହି ମେଡିସିନ ଜବତ ହୋଇଥିବା ଜଣାପଡ଼ିଛି । ଡିଷ୍ଟ୍ରିବ୍ୟୁଟର ମାଲିକ ବିଜୟ ଅଗ୍ରୱାଲଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଛି । ଡ୍ରଗ୍ସ କଣ୍ଟ୍ରୋଲ ଓ ପୁରୀଘାଟ ପୋଲିସ ପକ୍ଷରୁ ମିଳିତ ଭାବେ ରେଡ୍ ବେଳେ ୨ ଲକ୍ଷ ଟଙ୍କାର ନକଲି ମେଡିସିନ୍ ଜବତ ହୋଇଛି ।

Fake Medicine
ଓଡିଶାରେ କେମିତି ପଶୁଛି ନକଲି ମେଡିସିନ୍ ? ସତ ସାମ୍ନାକୁ ଆଣିଲେ ଡ୍ରଗ୍ସ କଣ୍ଟ୍ରୋଲର

ମୁନାଫାଖୋର ବ୍ୟବସାୟୀଙ୍କ ପାଇଁ ବଢୁଛି ନକଲି ମେଡିସିନ କାରବାର । ଟେଲ୍ମା-୪୦ ପରେ କ୍ଲାଭାମ୍-୬୨୫ର ନକଲି ମେଡିସିନ୍‌କୁ ନେଇ ଚିନ୍ତା ।

Corona Vaccine
ନକଲି କୋଭିସିଲ୍ଡ ଟିକା ପ୍ରତି ନଜର ରଖ: ଏସିଏସ୍

ଟିକା ବ୍ୟବହାର ପୂର୍ବରୁ ଉତ୍ପାଦ ଓ ସପ୍ଲାଇ ଚେନ୍ ପ୍ରତି ସତର୍କ ଦୃଷ୍ଟି ଦେବାକୁ କୁହାଯାଇଛି। ଘରୋଇ ହସ୍ପିଟାଲର ପାଖରେ ଟିକାକରଣ ଅଭିଯାନ ପ୍ରତି ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏମିତି କିଛି ନଜରକୁ ଆସିଲେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ACS ନିର୍ଦ୍ଦେଶ ଦେଇଛନ୍ତି।

siba
କଟକରୁ ନକଲି ଫାଭିପିରାଭିର ଜବତ ଘଟଣା, ୬୫ ଟଙ୍କାରେ କିଣି ୧୨୯୦ ଟଙ୍କାରେ ଥିଲା ବିକ୍ରି ଯୋଜନା !

ଭୂବନେଶ୍ୱର: ଫିଟିଲା ନକଲି ଔଷଧର ଗୁମର । ବନ୍ଧା ହେଲେ ଭେଜାଲ୍ ଔଷଧ କାରବାରର କାର୍ପଟଦାର । କଟକ ମେଡିଲଏଡ୍ ମେଡିକେମେଣ୍ଟ ପ୍ରାଇଭେଟ୍ ଲିମିଟେଡ୍‌ର ଜଣେ ନିର୍ଦ୍ଦେଶିକାଙ୍କ ସମେତ ୩ ଜଣଙ୍କୁ ଜେଲ୍ ପଠାଇଛି କ୍ରାଇମବ୍ରାଞ୍ଚ୍ । ଏମାନେ ମାତ୍ର ୬୫…