• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Fake Notes Seized

Fakenote
ଲକ୍ଷାଧିକ ଟଙ୍କାର ନକଲି ନୋଟ୍ ଜବତ; ୨ ଗିରଫ

ଏମାନେ ଦୀର୍ଘଦିନ ହେବ ଜାଲ ନୋଟ କାରବାରରେ ଲିପ୍ତ ଥିଲେ। ପୋଲିସ ସେମାନଙ୍କ ଠାରୁ ୨୭୪ଟି ୫୦୦ ଟଙ୍କିଆ ନୋଟ ଜବତ କରିଛି, ଯାହାର ମୂଲ୍ୟ ୧ ଲକ୍ଷ ୩୭ ହଜାର ଟଙ୍କା ହେବ।

Fake Notes Seized
ଜେଲ୍‌ରୁ ଶିଖିଲେ ପ୍ରିଣ୍ଟିଂ କୌଶଳ; ଖଲାସ ପରେ ଛାପିଲେ ଜାଲି ନୋଟ୍‌

ଜେଲ୍‌ ଯାଇଥିଲେ ଭଲ ମଣିଷ ହେବେ ବୋଲି। ମିଳିଥିଲା ଧନ୍ଦାମୂଳକ ପ୍ରଶିକ୍ଷଣ। ହେଲେ ତାହାକୁ ଭୁଲ ବାଟରେ ଲଗାଇ ଏବେ ପୁଣି ଜେଲ୍‌ ଗଲେ।

Fake Notes Seized
ବିଡ଼ା ବିଡ଼ା ୨୦୦ ଟଙ୍କିଆ ନୋଟ୍‌, ହେଲେ ସବୁ ଜାଲ୍‌...

ରାଜଧାନୀ ଭୁବନେଶ୍ୱରରେ ୭ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଜବତ ହୋଇଛି। ଖାରବେଳ ନଗର ଅଞ୍ଚଳରୁ ପୋଲିସ୍‌ ଏହିସବୁ ଜାଲ୍‌ ନୋଟ୍‌ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। 

fake note
୧୧୨ ଖଣ୍ଡ ଜାଲ ୧୦୦ ଟଙ୍କିଆ ନୋଟ୍ ଜବତ, ୫ଜଣ ଗିରଫ

ନୂଆପଡା : ନୂଆପଡା ଜିଲ୍ଲା ଖରିଆର ଥାନା ପୋଲିସ୍‌ ଚଢାଉ କରି ୧୧୨ ଖଣ୍ଡ ଜାଲ ୧୦୦ ଟଙ୍କିଆ ନୋଟ୍ ଜବତ କରିଛି। ଗିରଫ ହୋଇଛନ୍ତି ୫ଜଣ ଅଭିଯୁକ୍ତ। ପ୍ରଥମେ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୋଲିସ ଖରିଆର ଥାନାର ଚାଲାଣପଡାରେ ଚଢାଉ କରିଥିଲା। ଚଢାଉ ବେଳେ ୪୫ଟି ଜାଲ ୧୦୦ ଟଙ୍କିଆ ନୋଟ୍ ଜବତ କରିଥିଲା। ଏହାପରେ ଗିରଫ ୨ ଅଭିଯୁକ୍ତଙ୍କ ସୂଚନା ଆଧାରରେ ପୁଣିଥରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡାର ଚିଚିଆ ଓ ତେମେରି […]