ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୩ ସଦସ୍ୟଙ୍କ ଜୀବନ Apr 16, 2018 ଢେଙ୍କାନାଳ: ଢେଙ୍କାନାଳ ମୋଟଙ୍ଗାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୋଟିଏ ପରିବାରର ୩ ସଦସ୍ୟଙ୍କ ଅକାଳ ବିୟୋଗ। ଆଜି ଭୋରରୁ ୫୫ ନମ୍ବର ଜାତୀୟ ରାଜପଥର…