• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Farmer Suicide

Farmer suicides are increasing in Odisha, when will the government take notice
ଆଖି ବୁଜୁଛନ୍ତି ଓଡ଼ିଶାର ଅନ୍ନଦାତା, କେବେ ପଡିବ ଦୃଷ୍ଟି…

ଓଡିଶାର ଅନ୍ନଦାତା ଜଣକ ପରେ ଜଣେ ଆଖିବୁଜୁଛନ୍ତି। ଏହା ଆମ ଦେଶ ତଥା ରାଜ୍ୟ ପାଇଁ ଚିନ୍ତା ଓ ଉଦବେଗର ବିଷୟ ନୁହେଁ କି? ରାଜ୍ୟ ସରକାର ଚାଷ ଓ ଚାଷୀମାନଙ୍କ ଉନ୍ନତି ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିଥିବା ଦାବି କରୁଥିବାବେଳେ ଏଭଳି ସ୍ଥିତି ଘଟୁଛି କାହିଁକି?

Farmers Death
ବର୍ଷା ଅଭାବ ! ଶ୍ରାବଣରେ ଜମି ଫାଟି ଆଁ, ଚିତ୍କାର କରୁଛି ଚାଷୀ

ମୃତକ ହେଲେ ଅଡ଼ବା ଥାନାର ପଟାଚାଞ୍ଛତା ଗାଂର ଗୌରଚନ୍ଦ୍ର କାର୍ଜି।

farmer
ଅଫିସ୍‌ ଡାକିନେଇ ନିର୍ଧୁମ ମାରିଲେ ! ବନ ବିଭାଗର ଅତ୍ୟାଚାର ସହିନପାରି ଜୀବନ ହାରିଲେ ଚାଷୀ

ଅସହ୍ୟ ହେଲା ବନ ବିଭାଗର ଅତ୍ୟାଚାର,ଆତ୍ମହତ୍ୟା କରିଛନ୍ତି ଅନୁଗୁଳର ଜଣେ ଚାଷୀ ।

BJP Team At Balangir
ମରୁଡ଼ିର ବାସ୍ତବ ସ୍ଥିତି ଅନୁଧ୍ୟାନ ପାଇଁ ଗ୍ରାଉଣ୍ଡ ଜିରୋରେ BJP

ରାଜ୍ୟରେ ବର୍ଷା ଅଭାବ । ଜମି ଫାଟି ଆଁ କଲାଣି । ଚାଷୀ ମୁଣ୍ଡରେ ହାତ ଦେଲେଣି । ମରୁଡ଼ି ଭୟରେ ଚାଷୀଙ୍କ ଆଖିରୁ ଲୁହ ଶୁଖୁନି । ସେପଟେ ଏମିତି ବି ଖବର ରହିଛି ଚାଷୀ ଚାଷରେ କ୍ଷତି ଯୋଗୁଁ ଜୀବନ ହାରିଲେଣି ।

farmer Suicide
ନିଅଣ୍ଟିଆ ବର୍ଷା ଦାଉରେ ମାଟି ଫାଟି ଆଁ, ଚାଷୀର ଭାତହାଣ୍ଡି ଶୁଖିଲା ପଡ଼ିଛି

ନିଅଣ୍ଟିଆ ବର୍ଷା ଦାଉରେ ମାଟି ଫାଟି ଆଁ । ଚାଷୀର ଭାତହାଣ୍ଡି ଆଜି ଶୁଖିଲା ପଡ଼ିଛି । କେଉଁଠି ଧାନଗଛ ହଳଦିଆ ପଡ଼ିଗଲାଣି ତ ଆଉ କେଉଁଠି ଗୋରୁ ଚରିଲେଣି ଧାନ କ୍ଷେତରେ । ଆସନ୍ନ ମରୁଡ଼ିର ଚିତ୍ର ବୟାନ କରୁଛି ବଲାଙ୍ଗିର ଜିଲ୍ଲାର ଅନେକ ଚାଷ ଜମି ।

Farmer Suicide
ବର୍ଷା ଅଭାବ, ଚାଷରେ କ୍ଷତି ! ବିଷ ପିଇ ଆତ୍ମହତ୍ୟା କଲେ ଚାଷୀ

ପୁଣି ଜଣେ ଚାଷୀଙ୍କ ଆତ୍ମହତ୍ୟା । ଚାଷରେ କ୍ଷତି ପାଇଁ ଜୀବନ ହାରିଲେ ଚାଷୀ । ବଲାଙ୍ଗିର ତୁରେଇକେଲା ବ୍ଲକ କାଦୋବେରା ଗାଁରୁ ଆସିଛି ଏଭଳି ଖବର । ଏହି ଗାଁର ଚାଷୀ ରେଚକା ବନ୍‌ଛୋର ଗତକାଲି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

Farmer Suicide
ମରୁଡି ହେଲା କି କାଳ! ଚାଷ କ୍ଷତି ସହି ନପାରି ଜୀବନ ହାରିଲେ ଚାଷୀ

ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ବର୍ଷା ଅଭାବ ଜନିତ ଚାଷ କ୍ଷତି ପାଇଁ ବିଷ ପିଇଥିବା ନେଇ ମୃତ ଚାଷୀଙ୍କ ପୁଅ କହିଛନ୍ତି।  

man killed 11
ଧାନ ବିକ୍ରି ସମସ୍ୟା ଓ ଚାଷ କ୍ଷତିକୁ ନେଇ ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ

ଧାନ ବିକ୍ରି ସମସ୍ୟା ଓ ଚାଷ କ୍ଷତିକୁ ନେଇ ସମ୍ବଲୁପର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ ଧନକଉଡ଼ା କୁଦଗୁଣ୍ଡେରପୁର ଗାଁର କୈବଲ୍ୟ ରୋହିଦାସ।