ଗତ ୧୨ ତାରିଖରୁ ଲୋୟର୍ ପିଏମଜିରେ ସଂଗଠନ ପକ୍ଷରୁ ସତ୍ୟାଗ୍ରହ ଓ ଅନଶନ ଚାଲୁ ରହିଥିଲେ ବି ଏଯାଏଁ କେହିବି ଆଲୋଚନାକୁ ନ ଡାକିବାରୁ ବିଧାନସଭା ଘେରାଉ ପାଇଁ ସଂଗଠନ ନିଷ୍ପତ୍ତି ନେଇଛି।
ତେବେ ଏ ନେଇ ସରକାରଙ୍କ ପ୍ରତିକ୍ରିୟା ମିଳିନାହିଁ।