• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Fire Breaks Out

Mahakal Temple Ujjain
ମହାକାଳ ମନ୍ଦିରରେ ଅଗ୍ନିକାଣ୍ଡ; ଭସ୍ମ ଆଳତି ବେଳେ ଗର୍ଭଗୃହରେ ଲାଗିଲା ନିଆଁ, ୧୩ ଆହତ

ଭସ୍ମ ଆଳତି ବେଳେ ଅବିର ପକାଯିବାରୁ ତତ୍‌କ୍ଷଣାତ ସେଥିରୁ ନିଆଁ ବ୍ୟାପିଥିବା କୁହାଯାଉଛି। ଆହତ ମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Mobile Blast
ମୋବାଇଲ୍ ଫାଟିବା ପରେ ଜଳିଗଲା ଘର...୪ଭାଇଭଉଣୀ ଜୀବନ୍ତ ଦଗ୍ଧ, ବାପା-ମା’ ଗୁରୁତର

ପ୍ରାଣ ହରାଇଥିବା ୪ଭାଇଭଉଣୀଙ୍କ ବୟସ ୧୦ବର୍ଷରୁ କମ୍। ସେମାନଙ୍କ ମଧ୍ୟରେ ଜଣେ ଶିଶୁ ରହିଛି।

Fire
ରାଜଧାନୀର ଏକ କର୍ପୋରେଟ୍ ବିଲ୍ଡିଂରେ ଅଗ୍ନିକାଣ୍ଡ, ବ୍ୟାଙ୍କ ଓ ଜୋତା ଷ୍ଟୋରରେ ଲାଗିଛି ନିଆଁ

କିଟ୍ ଛକରେ ଥିବା ଏକ କର୍ପୋରେଟ ବିଲଡିଂରେ ଅଗ୍ନିକାଣ୍ଡ ଘଟି କୋଟି କୋଟି ଟଙ୍କାର ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି।

Fire
ମାଗଣାରେ କାମ କରିବାକୁ ରାଜି ହେଲେନି ଶ୍ରମିକ, ଶୋଇଥିବା ବେଳେ ଘରେ ନିଆଁ ଲଗାଇ ଦେଲା ଠିକାଦାର

ଫ୍ରିରେ କାମ କରିବାକୁ ମନା କରିବାରୁ ଘର ଜାଳିଦେଲେ । ବିନା ପାରିଶ୍ରମିକରେ କାମ କରିବାକୁ କହୁଥିଲେ । କିନ୍ତୁ ଶ୍ରମିକମାନେ ମନା କରିଦେଲେ । ଫଳରେ ପ୍ରାୟ ୧୫ ଜଣ ଶ୍ରମିକଙ୍କର ବ୍ୟବହାର ସାମଗ୍ରୀରେ ନିଆଁ ଲଗାଇ ଦେଇଛନ୍ତି ଜଣେ ଠକାଦାର ।

Fire Mishap
କାନାଡ଼ାରେ ଜଳିଗଲେ ଭାରତୀୟ ଦମ୍ପତ୍ତି, ଆତ୍ମହତ୍ୟା ନା କିଏ କରିଛି ହତ୍ୟା ?

ମୃତକମାନେ ହେଲେ ୫୧ ବର୍ଷୀୟ ରାଜୀବ ୱାରିକୋ, ତାଙ୍କ ପତ୍ନୀ ୪୭ ବର୍ଷୀୟ ଶିଳ୍ପା କୋଥା ଏବଂ ସେମାନଙ୍କର ୧୬ ବର୍ଷର ଝିଅ ମହକ ୱାରିକୋ ।

Fire erupts in Madhya Pradesh secretariat building
ମଧ୍ୟପ୍ରଦେଶ ବଲ୍ଲଭ ଭବନରେ ଭୟଙ୍କର ଅଗ୍ନିକାଣ୍ଡ... ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ପାଉଁଶ

ବିଲ୍ଡିଂର ତୃତୀୟ ମହଲାରୁ ପ୍ରବଳ ଧୂଆଁ ବାହାରୁଥିଲା। ଏହି ଖବର ପ୍ରଚାରିତ ହେବା ପରେ ବିଲ୍ଡିଂରେ ଥିବା ସମସ୍ତ ଲୋକ ପ୍ରାଣ ବିକଳରେ ବାହାରକୁ ଚାଲି ଆସିଥିଲେ।

Fire
ଯିଏ ଶୁଣୁଛି ସିଏ କହୁଛି, ଏମିତି ଜୋଇଁ ସମସ୍ତଙ୍କୁ ମିଳୁ..

ନିଆଁ ସିନା ସବୁ ଜାଳିପୋଡ଼ି ସାରିଦେଲା... କିନ୍ତୁ ସଂପର୍କର ବନ୍ଧନ ସାତ ଜନ୍ମ ପାଇଁ ସାଥୀ ହେବାକୁ କଥା ଦେଇଥିବା ମଣିଷ, ବଦଳିଲାନି... କେବଳ ଶାଢୀ ଖଣ୍ଡିଏରେ ସବୁଦିନ ପାଇଁ ହୀରାମଣିଙ୍କୁ ବୋହୂ କରି ନେବେ ବୋଲି ଦେଇଛନ୍ତି ପ୍ରତିଶ୍ରୁତି। ଆଉ ଏ କଥା ଯିଏ ଶୁଣୁଛି ସିଏ କହୁଛି, ଏମିତି ଜୋଇଁ ସମସ୍ତଙ୍କୁ ମିଳୁ।

fire
ପାଉଁଶ ପାଲଟିଗଲା ଝିଅ ବାହାଘର ସ୍ୱପ୍ନ..

ଥିଲା ଘରବାଲା ବି ଝିଅଟିକୁ ବାହା ଦେବେ ବୋଲି କେତେ କଣ ସାଇତିଥାନ୍ତି..ଆଉ ଗରିବ ଲୋକର ଅଳପ ଧନ ବିକଳ ମନ.. ପେଟରୁ କାଟି କାଟି ଅର୍ଥ ଯୋଡ଼ିଥାଏ ଝିଅଟିକୁ ବାହାଦେବ ବୋଲି.. ହେଲେ ସେତକ ବି ଛଡେଇନେଲା ବିଧାତା.. ନିଆଁ ଲାଗି ସବୁକିଛି ଛାରଖାର ହେଇଗଲା..

Fire breaks out
ଆଶ୍ଚର୍ଯ୍ୟ ! ଘରେ ଆପେ ଆପେ ଲାଗିଯାଉଛି ନିଆଁ..

ଗୋଟିଏ ଜାଗାରେ ନିଆଁ ଲିଭାଇଲେ ଅନ୍ୟ ଜାଗାରେ ଜଳୁଛି..ପୂରା ଗାଁ ଆତଙ୍କିତ.

fire
ଅଗ୍ନିକାଣ୍ଡରେ ଜଳିଗଲା ୧୫ଟି ଦୋକାନ,ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ

ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ହଠାତ୍ ଇରମ୍ ପଞ୍ଚାୟତର ରଥପଦା ମାର୍କେଟରେ ଥିବା ଦୋକାନରେ ନିଆଁ ଲାଗିଯାଇଥିଲା….

Fire breaks out in garment shop in Nayagarh; crores of assets burned into ashes
ଖଣ୍ଡପଡ଼ା ରୋଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ବସ୍ତ୍ରାଳୟ

କୋଟିଏରୁ ଅଧିକ ଟଙ୍କାର ସଂପତ୍ତି ନଷ୍ଟ ଅଭିଯୋଗ....ଦୀର୍ଘ ୪ ଘଣ୍ଟା ପରେ ନିଆଁ ଆୟତ୍ତ...ସର୍ଟସର୍କିଟରୁ ଅଗ୍ନିକାଣ୍ଡ ସନ୍ଦେହ....

Fire In Night Club
ସ୍ପେନର ମୁର୍ସିଆ ସହରରେ ଭୟଙ୍କର ଅଗ୍ନିକାଣ୍ଡ, ନାଇଟ୍ କ୍ଲବରେ ନିଆଁ ଲାଗି ଚାଲିଗଲା ୧୩ ଜଣଙ୍କ ଜୀବନ

ସକାଳ ପ୍ରାୟ ୬ଟା ବେଳେ ଦୁଇ ମହଲା ବିଶିଷ୍ଟ ନାଇଟ୍ କ୍ଲବରେ ନିଆଁ ଲାଗିଥିଲା । ପ୍ରଥମେ ୪ ଜଣଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିଲା। ପରବର୍ତ୍ତି ସମୟରେ ଆଉ ୨ ଜଣଙ୍କ ମୃତଦେହ ମିଳିଥିଲା।

Cuttack Fire
ପାର୍ବଣ ଭିଡ଼ ଆଗରୁ କଟକରେ ଭୟଙ୍କର ଅଗ୍ନିକାଣ୍ଡ, ନାକେଦମ କଲା ଚୌଧୁରୀ ବଜାରର ନିଆଁ

ଆଗକୁ ପାର୍ବଣ ପାଇଁ ସୋରୁମରେ ଭରା ମାଲ ରଖିଥିଲେ ମାଲିକ। ସୋ ରୁମର ପ୍ରଥମ ଓ ଦ୍ବିତୀୟ ମହଲାରେ ଶାଢୀ ଓ ଡ୍ରେସ୍ ମ୍ୟାଟେରିଆଲ ଥିବା ବେଳେ ତୃତୀୟ ମହଲା କପଡ଼ା ଓ ଅନ୍ୟାନ୍ୟ ସାମଗ୍ରୀ ଭରି ରହିଥିଲା। ଆଉ ଏପଟେ ବିଜୁଳି ବେଗରେ ନିଆଁ ଲାଗିବାରୁ ସାମଗ୍ରୀ ଉଦ୍ଧାର କରିବାକୁ ଉପାୟ ନଥିଲା।

fire breaks out
ମୃତ୍ୟୁ ଆସିଲା ଏମିତି ! ଆପାର୍ଟମେଣ୍ଟରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୫୦ଜଣ

ଭିଏତନାମର ରାଜଧାନୀ ହାନୋଇର ଏକ ୯ତାଲା ବିଶିଷ୍ଟ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟି ୫୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି

Fire breaks out
ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ମେଡିସିନ୍ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ : ଚାହୁଁଚାହୁଁ ଜଳିଗଲା ପୂରା ଗୋଦାମ ଘର

ନିଆଁ ସମ୍ପର୍କରେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇବା ପରେ ଅଗ୍ନିଶମ ବିଭାଗ ପହଂଚି ଥିଲା । ହେଲେ ସେତେବେଳକୁ ଔଷଧ ଗୋଦାମଟି ସମ୍ପୂର୍ଣ୍ଣ  ଜଳିଯାଇଛି । ପ୍ରାୟ ୫ ଅଗ୍ନିଶମ ଗାଡି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଥିବାବେଳେ ବର୍ତ୍ତମାନ ସୁଦ୍ଧା ନିଆଁ ଲିଭା ଜାରି ରହିଛି ।

Puri shopping complex fire mishap
କାହିଁକି ଲିଭୁନି ପୁରୀ ମାର୍କେଟ କମ୍ପ୍ଲେକ୍ସ୍‌ ନିଆଁ ? କହିଲେ ଅଗ୍ନିଶମ ଡିଜି...

ରାତିରେ ଭିଜିବିଲିଟି କମ୍ ଯୋଗୁଁ ନିଆଁ ଲିଭାଇବାରେ ବିଳମ୍ବ ହୋଇଛି ।

Fire at vending zone
ଭେଣ୍ଡିଂ ଜୋନରେ ଲାଗିଲା ନିଆଁ : ହୁତୁ ହୁତୁ ଜଳିଲା ୫ ଦୋକାନ

ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ ପଛପଟ ଥିବା ୫ଟି ଦୋକାନରେ ଏହି ନିଆଁ ଲାଗିଛି

Alcohlic man set fire to his house, and the whole village burnt
ମଦ ନିଶାରେ ନିଜ ଘରେ ନିଆଁ ଲଗାଇଦେଲା, ପୋଡ଼ିଗଲା ସାରା ଗାଁ

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଥର ଖମ୍ବ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୦ ରୁ ଅଧିକ ବଖରା ଘର ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଜାଣିଲେ ଆପଣ ତାଜୁବ ହେବେ।

Fire
ଚାଇନାରେ ଭୟଙ୍କର ଅଗ୍ନିକାଣ୍ତ; ୧୦ମୃତ, ୯ ଆହତ

ଗୁରୁବାର ରାତିରେ ଆଞ୍ଚଳିକ ରାଜଧାନୀ ଉରୁମ୍‌କିରେ ଏହି ଅଗ୍ନିକାଣ୍ଡ ଘଟିଛି ।

fire
ହୋଟେଲ ବୃନ୍ଦାବନ ଗାର୍ଡେନରେ ଭୀଷଣ ଅଗ୍ନିକାଣ୍ଡ ! ଜୀବନ୍ତ ଜଳିଗଲେ ୨କର୍ମଚାରୀ

କିଏ ଜାଣିଥିଲା ସକାଳ ହେଉ ହେଉମାଡ଼ି ଆସିବ ମୃତ୍ୟୁ । ହୋଟେଲରେ ନିଆଁ ଲାଗି ଦୁଇ ଜଣ କର୍ମଚାରୀଙ୍କ ଜୀବନ ଚାଲିଗଲା ।

Fire breaks out
ଭୟଙ୍କର ଅଗ୍ନିକାଣ୍ଡ : ଜୀବନ ବଞ୍ଚାଇବା ପାଇଁ ଝରକା ଭାଙ୍ଗି ଡେଇଁଲେ ଲୋକେ

ଶନିବାର ଅପରାହ୍ନରେ ମୁମ୍ବାଇର ନ୍ୟୁ ତିଲକ ନଗର ଅଞ୍ଚଳର ଏକ ଆବାସିକ କୋଠାରେ ଅଗ୍ନିକାଣ୍ଡ ଘଟିଛି ।

Fire breaks out at LIC office in Mumbai’s Vile Parle; no casualty reported
ମୁମ୍ୱାଇ LIC ଅଫିସ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୮ଟି ଦମଦଳ ଗାଡ଼ି ନିୟୋଜିତ

ମୁମ୍ବାଇର ଭିଲେ ପାର୍ଲେ ସ୍ଥିତ ଏସ୍‌ଭି ରୋଡ ଏଲ୍ଆଇସିର ମୁଖ୍ୟ ଅଫିସରେ ଭୟଙ୍କର ଅଗ୍ନିକାଣ୍ଡ ।

Seven members of migrant bihari family burnt to death due to fire in slum in Ludhiana punjab
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲେ ଗୋଟିଏ ପରିବାରର ୭ ସଦସ୍ୟ

ନିଆଁରେ ଜୀଅନ୍ତା ଜଳିଗଲେ ଗୋଟିଏ ପରିବାରର ୭ ସଦସ୍ୟ । ପଞ୍ଜାବ ଲୁଧିଆନା ଟିବା ରୋଡ୍ ନିକଟରେ ହୋଇଥିବା ଭୟଙ୍କର ଅଗ୍ନିକାଣ୍ଡରେ ଗୋଟିଏ ପରିବାରର ୭ ଜଣଙ୍କର ମୃତ୍ୟୁ ହୋଇଛି ।

Fire In Delhi
ଘରେ ଶୋଇଥିବା ବେଳେ ନିଆଁ ଲାଗି ୪ ମୃତ

ନିଆଁ ଲାଗି ୪ ମୃତ। ଘରେ ଶୋଇଥିବା ବେଳେ ନିଆଁ ଲାଗିଯିବା ଫଳରେ ଅକାଳରେ ୪ ଜଣଙ୍କ ଜୀବନ ଚାଲି ଯାଇଛି। ଆଜି ଭୋର ସମୟରେ ଦିଲ୍ଲୀରେ ଏହି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। 

Fire On Residential Tower In Mumbai
ଜୀବନ ବଞ୍ଚାଇବାକୁ ଯାଇ ୧୯ ମହଲାରୁ ତଳକୁ ଡେଇଁ ପଡ଼ିଲେ, ଭିଡିଓ ଭାଇରାଲ୍‌

ଆଜି ଅପରାହ୍ଣରେ ବିଲ୍ଡିଂର ୧୯ ମହଲାରେ ପ୍ରଥମେ ନିଆଁ ଲାଗି ଯାଇଥିଲା। ଧୀରେ ଧୀରେ ଏହା ୨୦ ମହଲାକୁ ବ୍ୟାପି ଥିଲା। ଏହି ସମୟରେ ନିଆଁ କବଳରୁ ନିଜକୁ ବଞ୍ଚାଇବା ପାଇଁ ଜଣେ ବ୍ୟକ୍ତି ୧୯ ମହଲାରୁ ତଳକୁ ଡେଇଁ ପଡ଼ିଥିଲେ।