ଫଳରେ ୪ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଏବେ ସୁଦ୍ଧା ଜାରି ରହିଛି। ବହୁ ସଂଖ୍ୟାରେ ଲୋକେ ଫୁଟ୍ ଓଭର ବ୍ରିଜ୍ ତଳେ ଦବି ରହିଥିବା ସନ୍ଦେହ କରାଯାଉଛି।
ସନ୍ଧାନୀ କୁକୁର ଏବଂ ସ୍ୱତନ୍ତ୍ର ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି। ମିଳିଥିବା ସୂଚନା ଅନୁସାରେ ବ୍ରିଜରେ ନିର୍ମାଣ କାର୍ଯ୍ୟ ଜାରି ରହିଥିଲା। ତେବେ କେଉଁ କାରଣ ପାଇଁ ବ୍ରିଜଟି ଭୁସୁଡ଼ି ପଡ଼ିଛି ତାକୁ ନେଇ ତଦନ୍ତ ଆରମ୍ଭ ହୋଇଛି।
]]>