• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Governor

Odisha assembly
ଆଜିଠୁ ସରଗରମ ହେବ ବିଧାନସଭା; ଶୂନ୍ୟକାଳରେ ଉଠିପାରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ

ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ । କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଆସିପାରେ । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଗୃହରେ ଆଲୋଚନା ହେବ ।

Odisha Assembly Budget session begins with Governor’s address
ବିଧାନସଭାରେ ଅଭିଭାଷଣ ରଖିଲେ ରାଜ୍ୟପାଳ; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ କଲେ ପ୍ରଶଂସା

ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରି ରାଜ୍ୟପାଳ କହିଛନ୍ତି, ୮ ଶହ କୋଟିରେ ପରିକ୍ରମା ପ୍ରକଳ୍ପ ହୋଇଛି, ଏହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି ।

Governor
ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଲେ ରାଜ୍ୟପାଳ, ଜିଲ୍ଲାପାଳ-ବିଡିଓଙ୍କୁ କଲେ ତାଗିଦ୍

ନୀଳଗିରି ଗସ୍ତରେ ରାଜ୍ୟପାଳ । ମର୍ଦ୍ଦରାଜପୁର ଗାଁକୁ ଯାଇ ଗ୍ରାମବାସୀଙ୍କ ସୁବିଧା ଅସୁବିଧା ବିଷୟରେ ପଚାରି ବୁଝିଛନ୍ତି ରାଜ୍ୟପାଳ ରଘୁବର ଦାସ ।

Farmer Isuue
ରାଜ୍ୟପାଳଙ୍କ ନିକଟରେ ଚାଷୀଙ୍କ ଗୁହାରୀ, ଉଚିତ ମୂଲ୍ୟ ଦେବାକୁ ଅନୁରୋଧ

ରାଜ୍ୟପାଳଙ୍କ ଦରବାରରେ ଏଥର ଚାଷୀ ସମସ୍ୟା । ଚଷା ପୁଅ ବଖାଣିଲା ଧାନ ସଂଗ୍ରହର ଅବ୍ୟବସ୍ଥା । କିଭଳି ଧାନର ଅଭାବୀ ବିକ୍ରି ହେଉଛି ସେନେଇ ରାଜ୍ୟପାଳଙ୍କୁ ଅବଗତ କଲା ଚାଷୀ ।

Raghubar Das
ରାୟଗଡ଼ା ଗସ୍ତରେ ରାଜ୍ୟପାଳ; ଅସହାୟ ଲଳିତାଙ୍କୁ ଦେଲେ ୨୫ ହଜାର ଟଙ୍କା

ରାୟଗଡ଼ା ବ୍ଲକ୍ ହାଲୁଆରେ ଚାଷୀଙ୍କୁ ଭେଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ ରାଜ୍ୟପାଳ । ଚାଷୀଙ୍କୁ ରାସାୟନିକ ସାର ବଦଳରେ ପ୍ରାକୃତିକ ପଦ୍ଧତିରେ ଚାଷ କରିବାକୁ ପରାମର୍ଶ ଦେଇଥିଲେ ।

Raghubar Das
ରାଜ୍ୟ ବୁଲୁଛନ୍ତି ରାଜ୍ୟପାଳ; ଲୋକଙ୍କ ଦୁଃଖ ବୁଝୁଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଚିଠିରେ ଜଣାଉଛନ୍ତି..

ଜିଲ୍ଲା ବୁଲୁଛି ରାଜ୍ୟପାଳଙ୍କ ଦରବାର। ଲୋକଙ୍କଠୁ ଅଭିଯୋଗ ବି ସଂଗ୍ରହ ହେଉଛି ଓ ପ୍ରତିକାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ବି ଲେଖାଯାଉଛି। ଯାହାକୁ ନେଇ ରାଜ୍ୟ ସରକାରଙ୍କ ମାଳ ମାଳ ଯୋଜନାର ସଫଳ ରୂପାୟନ ନେଇ ଡିଣ୍ଡିମ ପିଟା ଉପରେ ଉଠିଛି ପ୍ରଶ୍ନ।

Governor
ରାଜ୍ୟପାଳଙ୍କୁ କୁଳାଧିପଦରୁ ହଟାଇବା ପାଇଁ କେରଳ ସରକାରଙ୍କ ବଡ଼ ପଦକ୍ଷେପ

କେରଳ ସରକାରଙ୍କ ସମସ୍ତ କାର୍ଯ୍ୟରେ ରାଜ୍ୟପାଳ ଖାନ ହସ୍ତକ୍ଷେପ କରୁଥିବାରୁ ତାଙ୍କ ବିରୋଧରେ ବଡ଼ ପଦକ୍ଷେକ୍ଷ ନେଇଛନ୍ତି ରାଜ୍ୟ ସରକାର।

Mahila Adhikar Abhiyan
ବଢ଼ୁଛି ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଅଡ଼ୁଆ, ରାଜ୍ୟପାଳଙ୍କ ପାଖରେ ପହଞ୍ଚିଲା ମମିତା ହତ୍ୟା ଘଟଣା

ବିଜେପି ପକ୍ଷରୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ ଆରମ୍ଭ ହୋଇଛି, ଦସ୍ତଖତ ଅଭିଯାନ । ଯାହାକୁ ଦେଖିବା ପରେ ଏବେ ସ୍ପଷ୍ଟ ହେଉଛି ଯେ, ମନ୍ତ୍ରୀଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରରେ ଲାଗିଛି ।

karnatak
କାହାକୁ ଡାକିବେ ରାଜ୍ୟପାଳ ତା ଉପରେ ନଜର

ବେଙ୍ଗାଲୁରୁ : ବିଖଣ୍ଡିତ ଜନାଦେଶକୁ ନେଇ କର୍ଣ୍ଣାଟକରେ ରାଜନୈତିକ ଛକାପଞ୍ଛା। କାହା ହାତକୁ ଯିବ କର୍ଣ୍ଣାଟକ ଶାସନ କ୍ଷମତାର ଡୋରି, ତାକୁ ନେଇ ଏବେବି ଲାଗି ରହିଛି ସସ୍‌ପେନ୍ସ। ରାଜ୍ୟ ବିଧାନସଭା ନିର୍ବାଚନରେ କୌଣସି ଦଳକୁ ସଂଖ୍ୟା ଗରିଷ୍ଠତା ନମିଳିବା ପରେ ସରକାର ଗଠନ ଲାଗି ଚାଲିଛି ଘମାସାନ୍। କଂଗ୍ରେସ ଓ ଜେଡିଏସ ମେଣ୍ଟ ସରକାର ଗଠନ ଲାଗି ଆଜି ରାଜ୍ୟପାଳଙ୍କୁ ଭେଟି ଦାବି ଜଣାଇବ। ସେପଟେ ବିଜେପି ମଧ୍ୟ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ […]

governor
ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଜ୍ୟପାଳ

ପୁରୀ: ଓଡ଼ିଶା ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଗତକାଲି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି।  ଅପରାହ୍ନ ପ୍ରାୟ ୫ଟା ୫୫ମିନିଟରେ ରାଜ୍ୟପାଳ ରାଜଭବନରୁ ବାହାରି ସିଂହଦ୍ୱାର ଚକଡାରେ ପହଞ୍ଚିଥିଲେ। ଛତିଶା ନିଯୋଗ ମହାନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ରାଜ୍ୟପାଳଙ୍କୁ ଖଣ୍ଡୁଆ ପାଟ ପ୍ରଦାନ କରି ସ୍ୱାଗତ କରିଥିଲେ। ଏହାପରେ ରାଜ୍ୟପାଳଙ୍କୁ ମନ୍ଦିର ଭିତରକୁ ପାଛୋଟି ନିଆଯାଇଥିଲା। ରାଜ୍ୟପାଳ ପ୍ରଭୁଙ୍କ ଆଶିଷ ଭିକ୍ଷା କରି ଫେରିଆସିଥିଲେ।