ସୁସ୍ଥ ଏବଂ ପ୍ରାକୃତିକ ଉପାୟରେ ଚୁଟିର ବୃଦ୍ଧି କରିବାକୁ ଚାହୁଁଛନ୍ତି କି ? ଯଦି ଆପଣ କେଶର ସ୍ୱାସ୍ଥ୍ୟରେ ପ୍ରକୃତ ଉନ୍ନତି ଆଣିବାକୁ ଚାହାଁନ୍ତି, ତେବେ ଆମେ ଆପଣଙ୍କୁ ରସୁଣ ସହିତ କେଶର ଯତ୍ନ ନେବା ପାଇଁ କିଛି ଟିପ୍ସ କହିବୁ। ଜାଣନ୍ତୁ…
ଆମେ ଏହି ଲେଖା ମାଧ୍ୟମରେ ରସୁଣର ଏକ ଚମତ୍କାର ଟିପ୍ସ କହିବୁ। ରସୁଣର ଲାଭ ଏବଂ ଆପଣଙ୍କ ଖପୁରୀକୁ ପୋଷକ ଯୋଗାଇବା ପାଇଁ ରସୁଣ ତେଲ ତିଆରି କରିବାର ଏକ ଉପାୟ ମଧ୍ୟ କହିବୁ। ଏହାକୁ ନିଜେ ଘରେ କରି ମୁଣ୍ଡରେ ଲଗେଇଲେ ଚୁଟି ଝଡିବା ବନ୍ଦ ହେବ ଆଉ ଚୁଟି ଶୀଘ୍ର ବଢିବ।
ଲମ୍ବା, ମୋଟା ଏବଂ ଚକଚକିଆ ଚୁଟି କେବଳ ଆକର୍ଷଣ ପ୍ରଦାନ କରେନି, ବରଂ ଏହା ସ୍ୱାସ୍ଥ୍ୟର ପ୍ରତୀକ ମଧ୍ୟ। ଯଦି ଆପଣଙ୍କ ଚୁଟିରେ ପର୍ଯ୍ୟାପ୍ତ ପୋଷଣ ନାହିଁ, ଏହା ଦୁର୍ବଳ ହୋଇପାରେ ଏବଂ ଛିଡିବା ଆରମ୍ଭ କରିପାରେ। ତେଣୁ, ଚୁଟିର ଆବଶ୍ୟକତା ଅନୁଯାୟୀ ଉପଯୁକ୍ତ ଯତ୍ନ ନେବା ଏବଂ ପୋଷଣ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଅନେକ ଲୋକଙ୍କ ଚୁଟି ବହୁତ ଦୁର୍ବଳ, ପତଳା ଏବଂ କମଜୋର ହୋଇଥାଏ। ଏହା ସହିତ ବୟସ ବଢିବା ସହିତ ଚୁଟି ରଙ୍ଗ ମଧ୍ୟ କମିବା ଆରମ୍ଭ କରେ। ଯେଉଁମାନେ ଏଭଳି ସମସ୍ୟାରେ ପୀଡିତ, ସେମାନେ କିଛି ବିଶେଷ ଯୋଗାସନ ଜାଣିବା ଦରକାର, ଯାହାକୁ ଦୈନନ୍ଦିନ କରିବା ଦ୍ୱାରା ଚୁଟି ଝଡିବା ବନ୍ଦ ହେବା ସହିତ ଚୁଟି ମୋଟା ହେବା ଆରମ୍ଭ ହେବ।
କୁହାଯାଏ ଯେତେବେଳେ ହେୟାର ଫୋଲିକଲ୍ସ ପିଗମେଣ୍ଟ କୋଷ ମାଧ୍ୟମରେ ଆବଶ୍ୟକୀୟ ପରିମାଣର ମେଲାନିନ ଉତ୍ପାଦନ କରେ ନାହିଁ, ସେତେବେଳେ କେଶର ରଙ୍ଗ ଧଳା ହୋଇଥାଏ ।
ଆଜିକାଲି ପ୍ରାୟ ସମସ୍ତେ ଚୁଟି ସମସ୍ୟା ଦେଇ ଗତି କରୁଛନ୍ତି। ଆପଣ ଯଦି ଏହି ସମସ୍ୟା ଦେଇ ଗତି କରୁଛନ୍ତି ତେବେ ଆଜିଠାରୁ ଚିନ୍ତା ଛାଡିଦିଅନ୍ତୁ। ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ କେତେକ ଜରୁରୀ ପନିପରିବା ଆପଣଙ୍କ ଖାଦ୍ୟରେ ସାମିଲ କରନ୍ତୁ।
ଭୃସଙ୍ଗ ପତ୍ରକୁ ତରକାରୀରେ ବ୍ୟବହାର କରିବ ସମସ୍ତେ ଜାଣନ୍ତି। କିନ୍ତୁ, ଆପଣ ଜାଣନ୍ତି କି ଏହି ପତ୍ରର ସ୍ୱାଦ ସହିତ ଏହାର ଔଷଧୀୟ ଗୁଣ ମଧ୍ୟ ଅଛି? ଏହି ପତ୍ରକୁ ନଡିଆ ତେଲ ସହିତ ମିଶ୍ରଣ କରି ଏକ ସ୍ୱତନ୍ତ୍ର ତେଲ ପ୍ରସ୍ତୁତ କରାଯାଏ, ଯାହା ଚୁଟିରେ ଲଗାଇବା ପରେ ଚୁଟି କଳା, ମୋଟା ଏବଂ ଲମ୍ବା ହୋଇଥାଏ।
ଶୀତଋତୁରେ ଚର୍ମ ଏବଂ କେଶ ଶୁଷ୍କ ଓ ରୁକ୍ଷ ହୋଇ କୁଣ୍ଡାଇ ହେବା, ଫାଟିବା, କେଶ ଝଡିବା ଓ ରୁପିହେବା ଆଦି ସମସ୍ୟା ଦେଖାଯାଏ। ଆମର ଦୈନନ୍ଦିନ ଜୀବନଶୈଳୀରେ କେତୋଟି ଅତି ସାଧାରଣ ପରିବର୍ତ୍ତନ ଆମକୁ ଏସବୁ ସମସ୍ୟାରୁ ରକ୍ଷା କରିପାରିବ। ଆସନ୍ତୁ ଜାଣିବା…
ସିଧା ଚୁଟି ଦେଖିବାକୁ ସୁନ୍ଦର ଲାଗେ, ଷ୍ଟାଇଲିଷ୍ଟ ବି ଲାଗେ । ହେଲେ ସବୁବେଳେ ଚୁଟି ଷ୍ଟ୍ରେଟ୍ନିଂ କରିବା ସମସ୍ତଙ୍କ ପକ୍ଷେ ସମ୍ଭବ ନୁହେଁ। ତା ଛଡ଼ା ଏହାର ସାଇଡ୍ ଇଫେକ୍ଟ ବି ରହିଛି। ତେବେ ଘରେ ବସି କେମିତି ପାଇବେ ସିନ୍ଦ ଆଉ ସୁନ୍ଦର ଚୁଟି ? ଜାଣନ୍ତୁ ୮ଟି ଉପାୟ।
ଆପଣ ହେୟାର ଷ୍ଟ୍ରେଟନିଙ୍ଗ କରିବାକୁ ମନସ୍ଥ କରିଛନ୍ତି କି? ତେବେ ଆପଣଙ୍କୁ କେତେକ ସମସ୍ୟା ଭୋଗିବାକୁ ପଡିପାରେ। ଜାଣନ୍ତୁ ଏହିସବୁ ସମସ୍ୟାଗୁଡିକ କ’ଣ।
ଋତୁ ପରିବର୍ତ୍ତନ ଆମ କେଶ ଓ ଚର୍ମ ଉପରେ ମଧ୍ୟ ପ୍ରଭାବ ପକାଏ। ସବୁ ଋତୁରେ ଚର୍ମ ଓ କେଶର ଯତ୍ନ ଅଲଗା ହୋଇଥାଏ। ତେବେ ଚାଲନ୍ତୁ ଜାଣିବା, ବର୍ଷା ଋତୁରେ ଚର୍ମ ଓ କେଶର ଯତ୍ନର ସହଜ ଉପାୟ କ'ଣ।
ଚାରି ଟଙ୍କାରେ ଚୁଟି କାଟିଥିଲେ, ଅଢେଇ ଟଙ୍କାରେ ଦାଢି। ବାପାଙ୍କ ସେଲୁନରୁ କାମ ଆରମ୍ଭ କରି ଏବେ ବଲିଉଡ୍ ଷ୍ଟାରଙ୍କ ପର୍ସନାଲ୍ ହେୟାର୍ ଡ୍ରେସ୍ ଆର୍ଟିଷ୍ଟ୍ ହୋଇ ପାରିଛନ୍ତି।