• translate

Tag: Helicopter Crash

America Helicopter Plane Collision At Arizona Airport America
ଆକାଶ ମାର୍ଗରେ ପ୍ଲେନ୍‌ ସହ ହେଲିକପ୍ଟର ମୁହାଁମୁହିଁ ଧକ୍କା; ଦୁଇ ମୃତ

ପ୍ଲେନ୍‌ ସହ ମୁହାଁମୁହିଁ ଧକ୍କା ହେଲା ହେଲିକପ୍ଟର । ଆମେରିକାରେ ଘଟିଛି ଏହି ଲୋମହର୍ଷଣକାରୀ ଘଟଣା । ଆମେରିକାର ଆରିଜୋନା ବିମାନବନ୍ଦରର ନିକଟସ୍ଥ ଆକାଶମାର୍ଗରେ ଏକ ବିମାନ ଏବଂ ହେଲିକପ୍ଟର ମୁହାଁମୁହିଁ ଧକ୍କା ହୋଇଛି ।ଏହି ଦୁର୍ଘଟଣା ଫଳରେରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବାବେଳେ ହେଲିକପ୍ଟରଟି ଛିଟ୍‌କି ଏକ ପଡିଆରେ ପଡିଯାଇଥିଲା ।

jammu-and-kashmir-helicopter-crashes-in-udhampur-district
ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଜମ୍ମୁ-କଶ୍ମୀରର ଉଦ୍ଧମ ପୁର ଜିଲ୍ଲାରେ ସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧମପୁର ରେଞ୍ଜର ଡିଆଇଜି ସୁଲେମାନ ଚୌଧୁରୀ ମଙ୍ଗଳବାର ଏ ନେଇ  ସୂଚନା ଦେଇଛନ୍ତି।

helicopter-crash
ହେଲିକପ୍ଟର ତିଆରି କରିଥିଲେ ଅଷ୍ଟମ ପାସ୍ ମେକାନିକ୍, ଉଡ଼ାଣ ପରୀକ୍ଷଣ ବେଳେ କ୍ରାସ ହୋଇ ଚାଲିଗଲା ଜୀବନ

ଉଡାଣ ପରୀକ୍ଷଣ ସମୟରେ ବାଟ ଓଗାଳିଲା ମୃତ୍ୟୁ । ମହାରାଷ୍ଟ୍ରର ୟବତମାଲରେ ରହୁଥିବା ଜଣେ ୩୪ ବର୍ଷ ବୟସ୍କ ବ୍ୟକ୍ତି ହେଲିକପ୍ଟର ତିଆରି କରିବାକୁ ଗତ ଦୁଇ ବର୍ଷ ଧରି ଲଗାତାର ଚେଷ୍ଟା କରୁଥିଲେ । କଠିନ ପରିଶ୍ରମ କରିବା ପରେ ଧୀରେ ଧୀରେ ସେ ସଫଳତା ଆଡକୁ ଗତି କରୁଥିଲେ ।