ବଙ୍ଗୋପସାଗରରେ ଆସିବ ଉଚ୍ଚ ଜୁଆର Apr 22, 2018 ଭୁବନେଶ୍ୱର: ଆଜିଠୁ ୨୪ ତାରିଖ ପର୍ଯ୍ୟନ୍ତ ବଙ୍ଗୋପସାଗରରେ ଉଠିବ ଉଚ୍ଚ ଜୁଆର। ପ୍ରାୟ ୨ରୁ ୩ ମିଟର ଉଚ୍ଚର ଜୁଆର ଉଠିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…