• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Honey Trap

Honey Trap
ବୁଖାରୀକୁ ଜେରା କରିବ କାଶ୍ମୀର ପୋଲିସ; ସାମ୍ନାକୁ ଆସିଲା ସାଂଘାତିକ ଷଡ଼ଯନ୍ତ୍ର !

ଯେଉଁମାନେ ନ୍ୟୁଡ କଲରେ ସାମିଲ ହେଉଥିଲେ ତାଙ୍କ ଠାରୁ ମୋଟା ଅଙ୍କର କମିଶନ ନେଉଥିଲା । ଓଡ଼ିଶାର ଦୁଇ ଜଣଙ୍କ ସହ ତାର ଥିଲା ସମ୍ପର୍କ । ୯ଟି ବ୍ୟାଙ୍କରେ ତାର ଆକାଉଣ୍ଟ ରହିଛି । ଇଣ୍ଡସ ଇଣ୍ଡ ବ୍ୟାଙ୍କ୍, IDBI Bank, ଏସବିଆଇ, Axis Bank, Central Bank, IDFC, ବ୍ୟାଙ୍କ୍ ଅଫ୍ ବରୋଦାରେ ରହିଛି ଆକାଉଣ୍ଟ ।

Archana Nag
ମିଛ କେସ୍‌ରେ ଫସାଇ ପୁଣି ଜେଲ୍‌ ପଠାଇବାକୁ ଅର୍ଚ୍ଚନାଙ୍କୁ ଧମକ..!

ସମୟ ଆସିଲେ ସବୁ କହିବି, ମହିଳାଙ୍କୁ ଅସମ୍ମାନ ଠିକ୍ ନୁହେଁ । ଏହା ରାଜ୍ୟକୁ ଶୋଭା ଦେଉନାହିଁ ।

Lady Blackmailer Archana Nag
ଜେଲରୁ ବାହାରି ଅର୍ଚ୍ଚନାଙ୍କ ବିଷୋଦଗାର, କହିଲେ ଅପେକ୍ଷା କରନ୍ତୁ ସମସ୍ତଙ୍କ ମୁଖା ଖୋଲିବି

ଜେଲରୁ ବାହାରିଲେ ବହୁ ଚର୍ଚ୍ଚିତ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ । ଜେଲରୁ ବାହାରି ଅର୍ଚ୍ଚନାଙ୍କ ବିଷୋଦଗାର, ସମସ୍ତଙ୍କ ମୁଖା ଖୋଲିଦେବାକୁ ଧମକ ଦେଲେ । ଓକିଲ ଗେଟଅପରେ LAW ପରୀକ୍ଷା ଦେଲେ। କହିଲେ ଯେଉଁମାନେ ମୋ ପାଇଁ କଣ୍ଟା ବୁଣିଥିଲେ, ସେସବୁ ଫୁଲ ପାଲଟିଛି ।

Archana Nag
ଜେଲ୍‌ରୁ ବାହାରିଲେ ଅର୍ଚ୍ଚନା, କେଉଁ ସର୍ତ୍ତ ରଖିଲେ କୋର୍ଟ..?

ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ତାଙ୍କ ନାଁରେ ମାମଲା ଚାଲୁ ରହିଛି। ଅର୍ଚ୍ଚନାଙ୍କ ସ୍ୱାମୀଙ୍କ ନାଁରେ ବି ମାମଲା ଚାଲିଥିବା ବେଳେ ସେ ପୂର୍ବରୁ ଜାମିନରେ ଆସିଛନ୍ତି।

Honey Trap
ହନିଟ୍ରାପ୍‌ ! ହାତରେ କୁକୁଡ଼ା ରକ୍ତ ପକାଇ ବ୍ୟବସାୟୀଙ୍କଠାରୁ ଲୁଟିଲେ ୩ କୋଟି...

ମୁମ୍ବାଇର ଏକ ଫାଇଭ୍ ଷ୍ଟାର ହୋଟେଲ୍‌ରେ ଜଣେ ୬୪ ବର୍ଷିୟ ଚାଇନିଜ୍‌ ବ୍ୟବସାୟୀ ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ମହିଳା ଜଣକ ନିଜେ ଏହି ଅଭିଯୋଗ କରିଥିଲେ।

Accused DRDO officer sent to 4-day police remand
ପୋଲିସ୍‌ ରିମାଣ୍ଡରେ ‘ପାକିସ୍ତାନୀ ଗୁପ୍ତଚର’, ପାକ୍‌ ଯୁବତୀଙ୍କ ହନିଟ୍ରାପ୍‌ରେ ପଡ଼ି ତଥ୍ୟ ଲିକ୍‌ କରିଥିବା ଅଭିଯୋଗ

ହନିଟ୍ରାପ୍‌ରେ ପଡ଼ି ଚାନ୍ଦିପୁର ITR ରୁ ତଥ୍ୟ ଲିକ୍ ମାମଲାରେ ଅଭିଯୁକ୍ତ ବାବୁରାମଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଛି ପୋଲିସ। ହନିଟ୍ରାପ୍‌ରେ ପଡ଼ି ପାକିସ୍ତାନର ଜଣେ ମହିଳାଙ୍କୁ ବାବୁରାମ ଚାନ୍ଦିପୁର ଆଇଟିଆର୍ ତଥ୍ୟ ଦେଇଥିବାର ଅଭିଯୋଗ ହୋଇଥିଲା।

Honey Trap
ପୁଣି ହନିଟ୍ରାପ.. ପୁଣି ମନିଟ୍ରାପ୍.. ମହଙ୍ଗା ପଡ଼ିଲା ପାକିସ୍ତାନୀ ଯୁବତୀଙ୍କ ମାୟାଜାଲ

ରାୱଲପିଣ୍ଡିର ଯୁବତୀଙ୍କ ମାୟାଜାଲରେ ପଡି ଡିଆରଡିଓରୁ ତଥ୍ୟ ଲିକ୍ କରିଥିବା ଆଶଙ୍କା କରାଯାଉଛି ।

Honey Trap
ପୁଣି ଚାନ୍ଦିପୁର ITRରେ ହନିଟ୍ରାପ୍, ପାକିସ୍ତାନ ସୁନ୍ଦରୀଙ୍କ ମାୟାରେ ପଡ଼ିଲେ କର୍ମଚାରୀ

ହନି ସହ ମନି ଟ୍ରାପରେ ପଡ଼ି ଦେଇଦେଲେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ବରିଷ୍ଠ ଟେକ୍ନିକାଲ୍ ଅଫିସର ଗିରଫ ।

Honey Trap
ଅଶ୍ଳୀଳ ଭିଡିଓ ଦେଖାଇ ଚାନ୍ଦିପୁରରୁ ଗୁପ୍ତ ତଥ୍ୟ ହାସଲ କରୁଥିଲେ ପାକ୍ ଏଜେଣ୍ଟ

ଘଟଣାରେ ଆଉ କେତେକଙ୍କ ସଂପୃକ୍ତି ଥିବା ମଧ୍ୟ ପୋଲିସ ସନ୍ଦେହ କରୁଛି ।

Indian Army Honey Trapped
ହନିଟ୍ରାପ୍‌ରେ ପୁଣି ଜଣେ ଭାରତୀୟ ଯବାନ

ପୋଲିସ ଅନୁମାନ କରୁଛି ଯେ, ଭାରତୀୟ ସେନା ବାହିନୀର ସାମରିକ ଶକ୍ତି ତଥା ଗୋପନୀୟ ତଥ୍ୟ ଗୁଡ଼ିକୁ ସେ ଏହି ମହିଳା ଆଇଏସ୍‌ଆଇ ଏଜେଣ୍ଟଙ୍କୁ ଦେଇଥାଇପାରନ୍ତି ।

Honey Trap
କଟକରେ ହନିଟ୍ରାପ୍‌ ! ଦେହ ବ୍ୟବସାୟ ଲୋଭ ଦେଖାଇ ଲୁଟ୍‌-ବ୍ଲାକ୍‌ମେଲିଂ

ଗିରଫଙ୍କ ମଧ୍ୟରେ ଏକ ପ୍ରତିଷ୍ଠିତ କଲେଜର ଜଣେ ୪ର୍ଥ ଶ୍ରେଣୀ କର୍ମଚାରୀ । ଅଭିଯୁକ୍ତଙ୍କ ଠାରୁ ୨୫ ହଜାର, ୩ଟି ମୋବାଇଲ, ୧ଟି ଏଟିଏମ୍ କାର୍ଡ ଜବତ । ଦେହ ବ୍ୟବସାୟର ଲୋଭ ଦେଖାଇ ଜଣେ ଯୁବକଙ୍କୁ ଫୋନ୍‌ରେ ଡାକିଥିଲେ ।

Honey Trap
DRDO ହନିଟ୍ରାପ୍‌ ଘଟଣାରେ ଆସିଲା ନୂଆ ଟ୍ୱିଷ୍ଟ...

ମୁମ୍ବାଇର ୨ ଯୁବକଙ୍କ ୨ଟି ଆକାଉଣ୍ଟ ନମ୍ବର ଦେଇ ମାଗିଥିଲେ ୪୦ ହଜାର ଟଙ୍କା । ସେହି ଅନୁସାରେ ଅଭିଯୁକ୍ତ ଜଣକ ୨୦୨୧ ଏପ୍ରିିଲ୍ ୧୮ରେ ୨ଟି କିସ୍ତିରେ ଅନଲାଇନ୍ ପେମେଣ୍ଟ କରିଥିଲା ।

ITR Honey Trap
ମାୟାବିନୀର ଫୋନ୍ ହ୍ୟାକିଂ ଖେଳ, ITR ତଥ୍ୟ ହାସଲ ପାଇଁ ବିଦେଶରୁ ହନିଟ୍ରାପ୍‌

ମାୟାବିନୀର ଫୋନ୍ ହ୍ୟାକିଂ ଖେଳ । ITR ତଥ୍ୟ ହାସଲ ପାଇଁ ବିଦେଶରୁ ପଡୁଥିଲା ହନିଟ୍ରାପ୍‌ର ଫାଶ । ୫ ଅଭିଯୁକ୍ତଙ୍କୁ ରୂପଲାବଣ୍ୟରେ ବଶ କରି କଣ୍ଢେଇ ଭଳି ନଚାଉଥିବା ରହସ୍ୟମୟୀ, ମୋବାଇଲ୍ ହ୍ୟାକିଂରେ ବି ମାହିର ଥିବାର ପ୍ରମାଣ ପାଇଛି ତଦନ୍ତକାରୀ ଟିମ୍ ।

Angel Piu
ଫେସ୍‌ବୁକ୍‌ର ଆଞ୍ଜେଲ ପିୟୁ ଗିରଫ, ଯୁବକଙ୍କୁ ପ୍ରସାଦ ଦେଇ ଘରୁ କରିଥିଲା ଲୁଟ୍‌

ପୋଲିସ କବ୍‌ଜାରେ ଆଞ୍ଜେଲ ପିୟୁ । ଫେସ୍‌ବୁକ୍‌ରେ ଜାଲ ବିଛାଇ ଯୁବକଙ୍କ ଘରୁ ଲୁଟ୍ ଘଟଣାରେ ଜଣେ ବଙ୍ଗୀୟ ଯୁବତୀଙ୍କୁ ଗିରଫ କରିଛି ପୋଲିସ । ଭୁବନେଶ୍ୱର ସହିଦ ନଗର ଥାନା ପୋଲିସ୍ ଉକ୍ତ ଯୁବତୀଙ୍କୁ ଗିରଫ କରିଛି ।

DRDO 'Intel Leak' Case
DRDOରୁ ତଥ୍ୟ ଲିକ୍ ମାମଲା: ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପାଇଁ ମିଳିଲା ଅନୁମତି

ଚାନ୍ଦିପୁର DRDOରୁ ତଥ୍ୟ ଲିକ୍ ଅଭିଯୋଗ ମାମଲାରେ ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍। ସମସ୍ତ ଅଭିଯୁକ୍ତଙ୍କୁ ୭ ଦିନିଆ ରିମାଣ୍ଡରେ ନେବାକୁ ହୋଇଥିବା ଆବେଦନକୁ ବାଲେଶ୍ୱର SDJM କୋର୍ଟ ଅନୁମତି ଦେଇଛନ୍ତି।

Honey Trap
ଗୁଇନ୍ଦାଗିରିରେ ସୀମିତ ନାହିଁ ହନି ଟ୍ରାପ୍; ଚୋରି, ଠକେଇରେ ବ୍ୟବହୃତ

ଆଗରୁ କେବଳ ଗୁଇନ୍ଦାଗିରିରେ ସୀମିତ ଥିଲା ହନି ଟ୍ରାପ୍। ଏବେ ଚୋରି, ଠକେଇ ଏବଂ ଅନ୍ୟ ଅପରାଧ ପାଇଁ ବ୍ୟବହାର ହେଲାଣି ଏହି ଟ୍ରିକ୍। ଘରେ ବସି ସୁନ୍ଦରୀ ଯୁବତୀଙ୍କ ସହାୟତାରେ କୋଟି କୋଟି ଟଙ୍କା ଚୂନ ଲଗାଇବାରେ ହନି ଟ୍ରାପକୁ ବହୁଳ ବ୍ୟବହାର ସାମ୍ନାକୁ ଆସୁଛି। ଯାହା ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ ପୋଲିସ ପାଇଁ ସାଜିବାକୁ ଯାଉଛି ବଡ଼ ଚ୍ୟାଲେଞ୍ଜ୍।

DRDO info leak case
କେଉଁ ଲାଳସାରେ ବିକିଥିଲେ ଦେଶର ଗୁପ୍ତ ତଥ୍ୟ?

ଚାନ୍ଦିପୁର ITRରେ କିଏ ୧୦ ବର୍ଷ ଧରି କାମ କରୁଥିଲା, ତ ଆଉ କିଏ ୨୦ ବର୍ଷ ଧରି। ସ୍ଥାନୀୟ ଅଞ୍ଚଳର ଏତେ ପୁରୁଣା ଠିକା କର୍ମଚାରୀ ହେବା ସତ୍ତ୍ୱେ, ଏମାନେ କେମିତି ପଛାଇନଥିଲେ ଦେଶଦ୍ରୋହ ଭଳି ସଂଗୀନ ଅପରାଧ କରିବାକୁ? କେଉଁ ଲାଳସା ବାଧ୍ୟ କରିଥିଲା ଶତ୍ରୁରାଷ୍ଟ୍ର ଆଗରେ ନିଜ ଇମାନ୍ଦାରୀ ସହ ଦେଶର ଗୁପ୍ତ ତଥ୍ୟ ବିକିଦେବାକୁ?

Honey Trap
କାହିଁକି ଟାଣିଲା ହନି ଟ୍ରାପ୍‌ ମୋହ ? ସିକ୍ରେଟ୍‌ ତଥ୍ୟ ଦେଇଦେଲେ DRDOର ଠିକା କର୍ମଚାରୀ !

DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି। ଏହି ମହିଳା ଜଣକ ପାକିସ୍ତାନୀ ଏଜେଣ୍ଟ ବୋଲି ସୂଚନା ମିଳିଛି। 

Contractual Staff Of DRDO Arrested
ହନି ଟ୍ରାପ୍‌ରେ ପଡ଼ି ତଥ୍ୟ ଦେଇଥିଲେ DRDOର ଠିକା କର୍ମଚାରୀ !

ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍ ଘଟଣାରେ ମିଳିଛି ହନି ଟ୍ରାପ୍ ଲିଙ୍କ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି।