• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Icse

Special story
ଆସନ୍ତାକାଲି ବାହାରିବ ICSE ଦଶମ ଶ୍ରେଣୀ ରେଜଲ୍ଟ

ଆସନ୍ତାକାଲି ଅପରାହ୍ନ ୫ଟାରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି

Supreme Court
CBSE, ICSE ଦଶମ ଓ ଦ୍ୱାଦଶ ଅଫ୍‌ଲାଇନ୍‌ ପରୀକ୍ଷା ବାତିଲ ଆବେଦନକୁ ସୁପ୍ରିମ୍‌କୋର୍ଟଙ୍କ ଖାରଜ

କର୍ତ୍ତୃପକ୍ଷ ପରୀକ୍ଷା ପ୍ରକ୍ରିୟାକୁ ନେଇ ଆଗକୁ ବଢ଼ନ୍ତୁ ବୋଲି କହିବା ସହ ଏହି ମାମଲାରେ କୌଣସି ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି କୋର୍ଟ । ଏଥିସହ ଆବେଦନକାରୀଙ୍କୁ ତାଗିଦ କରିଛନ୍ତି ଯେ, ଏଭଳି ଜନସ୍ୱାର୍ଥ ମାମଲା କରାଯିବା ଦ୍ୱାରା ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ବଢୁଛି ।

results
ପ୍ରକାଶ ପାଇଲା ICSE ରେଜଲ୍ଟ

ଭୁବନେଶ୍ୱର : ପ୍ରକାଶ ପାଇଲା ICSE ରେଜଲ୍ଟ। ଉଭୟ ଦଶମ ଓ ଦ୍ୱାଦଶ ପରୀକ୍ଷାର ଫଳାଫଳ ପ୍ରକାଶିତ ହୋଇଛି। ଦଶମରେ ପାସ୍ ହାର ୯୮.୫୧% ଥିବାବେଳେ, ଦ୍ୱାଦଶରେ ପାସ୍ ହାର ୯୬.୨୧ % ଥିବା ସୂଚନା ମିଳିଛି। ଅଫିସିଆଲ ୱେବସାଇଟ୍ cisce.orgରେ ଉପଲବଧ ହେଉଛି ରେଜଲ୍ଟ। SMS ରେ ମଧ୍ୟ ରେଜଲ୍ଟ ମିଳିପାରିବ। ଏ ବର୍ଷ ଦ୍ୱାଦଶ ଶ୍ରେଣୀରେ ପ୍ରାୟ ୧୧ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଦଶମ ଶ୍ରେଣୀରେ ୧୬ ଲକ୍ଷରୁ ଅଧିକ ପିଲା […]

result announced
ଆଜି ପ୍ରକାଶ ପାଇବ ICSE ଦଶମ ଓ ISC ଦ୍ୱାଦଶ ପରୀକ୍ଷାର ରେଜଲ୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ICSE ଦଶମ ଓ ISC ଦ୍ୱାଦଶ ପରୀକ୍ଷାର ଫଳାଫଳ। ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବ। ଅଫିସିଆଲ ୱେବସାଇଟ୍ http://www.cisce.org/ କିମ୍ବା http://www.results.nic.in/ ରେ ଦେଖିହେବ ଏହି ରେଜଲ୍ଟ। ଚଳିତବର୍ଷ ସାରା ଦେଶରେ ୧,୮୪,୨୫୩ ଜଣ ଛାତ୍ରଛାତ୍ରୀ ICSE ଦଶମ ଶ୍ରେଣୀରେ ପରୀକ୍ଷା ଦେଇଥିବାବେଳେ ISC ଦ୍ୱାଦଶ ପରୀକ୍ଷାରେ ୮୧,୭୫୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଓଡ଼ିଶାରୁ ପାଖାପାଖି ୧୦ ହଜାର ଛାତ୍ରଛାତ୍ରୀ ICSE ଦଶମ ଓ ISC ଦ୍ୱାଦଶ ପରୀକ୍ଷା ଦେଇଛନ୍ତି।