ଅଫିସିଆଲ ୱେବସାଇଟ୍ cisce.orgରେ ଉପଲବଧ ହେଉଛି ରେଜଲ୍ଟ। SMS ରେ ମଧ୍ୟ ରେଜଲ୍ଟ ମିଳିପାରିବ। ଏ ବର୍ଷ ଦ୍ୱାଦଶ ଶ୍ରେଣୀରେ ପ୍ରାୟ ୧୧ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଦଶମ ଶ୍ରେଣୀରେ ୧୬ ଲକ୍ଷରୁ ଅଧିକ ପିଲା ପରୀକ୍ଷା ଦେଇଛନ୍ତି।