• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: India S 100 Crore Vaccination

Vaccine Celebration
ସାରା ଦେଶରେ ଟିକା ସେଲିବ୍ରେସନ୍

କରୋନା ଟିକାକରଣରେ ଭାରତର ଐତିହାସିକ ମାଇଲଖୁଣ୍ଟ। ଆଜି ଦେଶରେ ୧୦୦ କୋଟି ଡୋଜ୍ ଟିକାକରଣ ପୂରଣ ହୋଇଛି। ଏଥିପାଇଁ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ୧୦୦ କୋଟି ଡୋଜ ଟିକାକରଣ ଅବସରରେ ଭାରତର ଐତିହାସିକ କୋଠାଗୁଡ଼ିକ ତିରଙ୍ଗା ରଙ୍ଗରେ ରଙ୍ଗାଯାଇଛି ।

Spice jet
ଶହେ କୋଟି ଟିକାକରଣ ନେଇ ସ୍ପେଇସ୍‌ଜେଟ୍‌ର ସେଲିବ୍ରେସନ୍‌

ଦେଶରେ ୧୦୦ କୋଟି ଟିକାକରଣକୁ ନେଇ ସେଲିବ୍ରେସନ୍ କରିଛି ସ୍ପାଇସଜେଟ ଏୟାରଲାଇନ୍ସ । ବିମାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ଫଟୋ ଲଗାଯାଇଛି ।