• translate

Tag: Indian Cricket Team

Virat Kohli
T20 World Cup: ୧୧ ବର୍ଷ ବିତିଗଲାଣି, ଏଥର ବିରାଟଙ୍କ ଲକ୍ଷ୍ୟ ପୂରଣ ହେବ ତ ?

ବର୍ତ୍ତମାନ ସମୟରେ ବିରାଟ କୋହଲି ସବୁଠାରୁ ବଡ଼ ବ୍ୟାଟ୍ସମ୍ୟାନ୍‌ । ଟେଷ୍ଟ କ୍ରିକେଟ୍‌ଠାରୁ ଆରମ୍ଭ କରି ଦିନିକିଆ ଓ ଟି-ଟ୍ୱେଣ୍ଟିରେ ବି ବିରାଟଙ୍କ ଦବଦବା । ସେ ଅନ୍ତରାଷ୍ଟ୍ରୀୟ ସ୍ତରରେ ଏବେ ସୁଦ୍ଧା ୨୩ ହଜାର ରନ୍‌ ପୁରା କରିସାରିଲେଣି ।

MS Dhoni
ଭାରତୀୟ କ୍ରିକେଟ୍‌ ଟିମ୍‌ରେ ଧୋନୀଙ୍କୁ ଜବରଦସ୍ତ ସ୍ୱାଗତ କଲା BCCI

ଦୁଇ ବର୍ଷର ଲମ୍ବା ବ୍ୟବଧାନ ପରେ ପୁଣି ଥରେ ମହେନ୍ଦ୍ର ସିଂହ ଧୋନୀ ଭାରତୀୟ କ୍ରିକେଟ୍‌ ଟିମ୍‌ ସହ ଯୋଡ଼ି ହୋଇଛନ୍ତି । ସେ ଏଥର ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ବିରାଟ୍ ବାହିନୀର ମେଣ୍ଟର ଭାବେ କାମ କରିବେ ।

Rahul Dravid
ଟ୍ରେଣ୍ଡରେ ରାହୁଲ ଦ୍ରାବିଡ, ସବୁ ଦଳକୁ ସତର୍କବାଣୀ ଦେଲେ ବରିଷ୍ଟ ଇଂଲିସ କ୍ରିକେଟର

ପୂର୍ବତନ ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ ଟିମ୍‌ ଇଣ୍ଡିଆର ନୂଆ କୋଚ୍‌ ହେବା ନେଇ ଖବର ପ୍ରକାଶ ପରେ ପୁରା କ୍ରିକେଟ୍‌ ଜଗତରେ ହଇଚଇ ସୃଷ୍ଟି ହୋଇଛି । ସୂଚନା ରହିଛି ଯେ, ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ପରେ ଦ୍ରାବିଡ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ଗ୍ରହଣ କରିବେ ।

Cheteswar Pujara
Ind vs Eng: ୨୦୧୨ ଇତିହାସ ରିପିଟ୍‌ କରିବେ ଚେତେଶ୍ୱର ପୂଜାରା !

କିଛ ଦିନ ହେବ ଭାରତୀୟ ବ୍ୟାଟ୍ସ ମ୍ୟାନ୍‌ ଚେତେଶ୍ୱର ପୂଜାରା ଭଲ ଫର୍ମରେ ନଥିଲେ । ହେଲେ ଲିଡ୍‌ସରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଦ୍ୱିଶତକ ହାସଲ କରିବାର ସମ୍ବାବନା ରହିଛି ।

Virat Kohli
IND vs ENG: ଲର୍ଡସ ଟେଷ୍ଟ ବିଜୟ ପରେ ବିରାଟଙ୍କ ନାଁରେ ନୂଆ ରେକର୍ଡ

ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି, ଏବେ ଆଉ ଏକ ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି । ବିଶ୍ୱରେ ସୁବଠାରୁ ଅଧିକ ଟେଷ୍ଟ ମ୍ୟାଚ୍‌ ଜିତିଥିବା ଅଧିନାୟକଙ୍କ ତାଲିକାର ସେ ଚତୁର୍ଥ ନମ୍ବରରେ ପହଞ୍ଚିଛନ୍ତି ।

Indian Cricket Team
ରିପୋର୍ଟ ନେଗେଟିଭ୍‌ ଆସିଲେ ଖେଳାଯିବ ମ୍ୟାଚ୍‌

ଭାରତ-ଶ୍ରୀଲଙ୍କା ଟି-ଟ୍ୱେଣ୍ଟି ସିରିଜ ଘୁଞ୍ଚିଲା । ଭାରତୀୟ ଅଲରାଉଣ୍ଡର କ୍ରୁଣାଲ୍ ପାଣ୍ଡ୍ୟା କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ଏହି ନିଷ୍ପତି ନିଆଯାଇଛି । ଦ୍ୱିିତୀୟ ମ୍ୟାଚକୁ ଘୁଞ୍ଚାଇ ଦିଆଯାଇଛି । କ୍ରୁଣାଲ ପଜିଟିଭି ବାହାରିବା ପରେ ଉଭୟ ଟିମ୍‌ର ଅନ୍ୟ ସମସ୍ତ ଖେଳାଳି ଏବେ ଆଇସୋଲେସନରେ ରହିଛନ୍ତି ।

Indian Cricket
ଇଂଲଣ୍ଡ  ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ କରୋନା ଭୟ

ଇଂଲଣ୍ଡ  ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ କରୋନା ଭୟ । ପ୍ରଥମେ ଓ୍ୱିକେଟ କିପର ଋଷଭ ପନ୍ତ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଏବେ ଦଳର ଆଉ ଜଣେ ସଦସ୍ୟଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି ।

sach
କ୍ୟାପଟେନ୍ସିରେ କାହିଁକି ଫ୍ଲପ୍ ହେଲେ ସଚିନ?

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ସଚିନ୍ ତେନ୍ଦୁଲକରଙ୍କ ବ୍ୟାଟିଂ ପାଇଁ ସବୁ ପାଗଳ। ନିଜର ୨୪ ବର୍ଷର ଲମ୍ବା ଅନ୍ତର୍ଜାତୀୟ କ୍ୟାରିୟରରେ ସଚିନ ଟେଷ୍ଟ ଓ ଦିନିକିଆରେ ଏକାଧିକ ରେକର୍ଡ କରିଛନ୍ତି, ଯାହା ଆଜି ପର୍ଯ୍ୟନ୍ତ ଅତୁଟ ରହିଛି। ବ୍ୟାଟିଂରେ ତ ସଚିନ ସଫଳତାର ଶିଖର ଛୁଇଁଲେ, କିନ୍ତୁ କ୍ୟାପଟେନ୍ସିରେ ସେ ଏହାର ସମ୍ପୂର୍ଣ୍ଣ ଓଲଟା। ସଚିନ ୧୯୯୬ରୁ ୨୦୦୦ ମଧ୍ୟରେ ୭୬ଟି ଦିନିକିଆ ଓ ୨୫ଟି ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ବ ନେଇଥିଲେ। ତାଙ୍କ […]

irafn
ସୁଶାନ୍ତ ବିୟୋଗରେ ସ୍ତବ୍ଧ କ୍ରିକେଟ୍ ଜଗତ: ଏହି କ୍ରିକେଟର୍‌ଙ୍କୁ କହିଥିଲେ 'ଭାଇ ମୋ ଫିଲ୍ମ ଦେଖିବ'

ମୁମ୍ୱାଇ: ବଲିଉଡ୍‌ ଷ୍ଟାର ସୁଶାନ୍ତ ସିଂହ ରାଜପୁତଙ୍କ ବିୟୋଗରେ କେବଳ ବଲିଉଡ୍ ନୁହେଁ ଭାରତୀୟ କ୍ରିକେଟ୍‌ ଜଗତ ବି ଅବାକ୍ ହୋଇଯାଇଛି। ତାଙ୍କ ଆତ୍ମହତ୍ୟା ଖବର ଶୁଣି ବହୁ ବଡ଼ ବଡ଼ କ୍ରିକେଟ୍ ଷ୍ଟାର୍‌ ଶୋକ ପ୍ରକାଶ କରିଛନ୍ତି। ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଇର୍‌ଫାନ ପଠାନ ଟ୍ୱିଟ୍‌ କରି ଲେଖିଛନ୍ତି, ” ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ତାଙ୍କ ପରିବାରକୁ ମୋର ସମବେଦନା। ମୁଁ ଶେଷଥର ପାଇଁ ସୁଶାନ୍ତଙ୍କ ସହ […]

nidahas trophy final
ନିଦାହାସ୍ କପ୍ ଟି-ଟ୍ୱେଣ୍ଟିରେ ଭାରତ ଚାମ୍ପିଅନ୍: ବାଂଲାଦେଶ ୪ ଓ୍ୱିକେଟରେ ପରାସ୍ତ

କଲମ୍ବୋ: ନିଦାହାସ୍ କପ୍ ଟି-ଟ୍ୱେଣ୍ଟିରେ ଚାମ୍ପିଅନ ହୋଇଛି ଟିମ୍ ଇଣ୍ଡିଆ। ଫାଇନାଲରେ ବାଂଲାଦେଶକୁ ୪ ଓ୍ୱିକେଟରେ ହରାଇ ଏହି ବିଜୟ ହାସଲ କରିଛି।  ଭାରତ ଆଗରେ ୧୬୭ ରନର ଟାର୍ଗେଟ ଥିଲା। ରୋମାଞ୍ଚକର ମୁକାବିଲାରେ ଶେଷ ବଲରେ ଦିନେଶ କାର୍ତ୍ତିକ ଛକା ମାରି ଦଳକୁ ଚାମ୍ପିଅନ କରାଇଛନ୍ତି।  ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ୱିକେଟ ହରାଇ ୧୬୬ ରନ୍ କରିଥିଲା।   ବାଂଲାଦେଶ ପକ୍ଷରୁ ସବୀର ରହମାନ ସର୍ବାଧିକ ୭୭ ରନ୍  କରିଥିଲେ। […]