• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Indian Hockey

College students to hear history & success stories of Indian Hockey
କଲେଜ ଛାତ୍ରଛାତ୍ରୀ ଶୁଣିବେ ଭାରତୀୟ ହକିର ଇତିହାସ ଓ ସଫଳତାର ଗାଥା

କଲେଜ ପିଲା ଶୁଣିବେ 'ହକି'ର ଗାଥା…ପ୍ରତି ସୋମବାର ପିଲାଙ୍କୁ କଲେଜରେ ଏକାଠି କରି ବାର୍ତ୍ତା ଦିଆଯିବ…ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

Ind Vs Pak
ଭାରତ-ପାକ୍‌ ହାଇଭୋଲଟେଜ୍‌ ମ୍ୟାଚ୍‌; ବନ୍ଦେ ମାତରମ୍‌ ଧ୍ୱନିରେ କମ୍ପିଲା ଷ୍ଟାଡିୟମ

ଭାରତ-ପାକିସ୍ତାନ ଭଳି ହାଇଭୋଲଟେଜ୍‌ ମ୍ୟାଚ୍‌ରେ ଦର୍ଶକଙ୍କ କୋଳାହଳ ତ ସାଧାରଣ କଥା । ଶେଷ ଲିଗ୍‌ ମ୍ୟାଚ୍‌ରେ ପାକିସ୍ତାନକୁ ଏକତରଫା ଭାବେ ଧୂଳି ଚଟାଇଛି ଭାରତୀୟ ହକି ଟିମ। ବନ୍ଦେ ମାତରମ୍‌ ଗୀତରେ କମ୍ପିଲା ଚେନ୍ନାଇର ମେୟର ରାଧାକ୍ରିଷ୍ଣନ ଷ୍ଟାଡିୟମ । 

hocky
ହଜାରେ ବର୍ଷର ସହରକୁ ହକି ଫିଭର୍ : ନାଚଗୀତ ଭିତରେ ସେଲିବ୍ରେସନ

ସାରା ରାଜ୍ୟରେ ହକି ମାନିଆ । ଗାଁରୁ ସହର, ସବୁଠି ଉତ୍ସବ ମୁଖର ପରିବେଶ ।

Hope in Hockey
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ହକିରୁ ସ୍ୱର୍ଣ୍ଣିମ ଆଶା

ଟୋକିଓ ଅଲିମ୍ପିକ୍ସରେ ଐତିହାସିକ କାଂସ୍ୟ ଜିତିବା ପରେ ଭାରତୀୟ ପୁରୁଷ ହକି ଟିମ୍ ଚଳିତ ସିଜନ୍‌ର ଏଫ୍ଆଇଏଚ୍ ପ୍ରୋ ଲିଗ୍‌ରେ ତୃତୀୟ ସ୍ଥାନରେ ରହିଥିଲା। ଯଦି ଭାରତୀୟ ଖେଳାଳି ପୂର୍ଣ୍ଣ ସାମର୍ଥ୍ୟ ସହ ଖେଳନ୍ତି, ତା’ହେଲେ ବର୍ମିଂହାମ୍ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କୁ ସ୍ୱର୍ଣ୍ଣ ଜିତିବାରୁ କେହି ଅଟକାଇ ପାରିବେନି।

rupinder pal singh
ହକିରୁ ସନ୍ନ୍ୟାସ ନେଲେ ରୂପିନ୍ଦର

ଟୋକିଓ ଅଲିମ୍ପିକ୍ସରେ ଆମ ସମସ୍ତଙ୍କର ଯେଉଁ ସ୍ୱପ୍ନ ସାକାର ହୋଇଛି, ତାହା ସମସ୍ତଙ୍କ ମନରେ ଖୁସି ଦେଇଛି। ବିଶ୍ୱ ହକିରେ ଏତେ ପ୍ରତିଭାଶାଳୀ ହକି ଖେଳାଳିଙ୍କ ସହ ଖେଳିବା ମୋ ପାଇଁ ସବୁଠାରୁ ବଡ଼ ମୁହୂର୍ତ୍ତ। ଆଉ ଏହି ସ୍ମରଣୀୟ ମୁହୂର୍ତ୍ତ ସହ ହକିକୁ ଅଲବିଦା କହୁଛି।

Award Ceremony of Indian Hockey Team
୧୦ ବର୍ଷ ପାଇଁ ଭାରତୀୟ ହକି ଦଳର ପ୍ରାୟୋଜକ ହେବ ଓଡିଶା

ମୁଖ୍ୟମନ୍ତ୍ରୀ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧନା ଅବସରରେ ଓଡିଆ ମହିଳା ହକି ଖେଳାଳି ଦୀପଗ୍ରେସ ଏକ୍କାଙ୍କୁ ଶ୍ରେଷ୍ଠ ଡିଫେଣ୍ଡର ପୁରସ୍କାର ଦିଆଯାଇଛି ତାଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଅନ୍ତର୍ଜାତୀୟ ଖେଳାଳି
ଦାଦନ ଖଟୁଛନ୍ତି ଅନ୍ତର୍ଜାତୀୟ ଖେଳାଳି

ଦିନେ ହାତରେ ହକିଷ୍ଟିକ୍ ଧରି ନିଜର ପଡ଼ିଆରେ ନିଜର ଯାଦୁ ଦେଖାଉଥିବା ସନ୍ତୋଷ ଏବେ ଘରେ ଚାଷବାସ କରୁଛନ୍ତି। ଚାଷ କାମ ସରିଲେ ଗୋଆ ଯାଇ ଦାଦନ ଖଟୁଛନ୍ତି। ବଡ଼ କଥା ହେଉଛି ଇଗ୍ନେଶ, ପ୍ରବୋଧ ଓ ଦୀପଗ୍ରେସଙ୍କ ଭଳି ୧୦ରୁ ଅଧିକ ହକି ଖେଳାଳି ସନ୍ତୋଷଙ୍କ ଗାଁରୁ ବାହାରିଛନ୍ତି। ମାତ୍ର ସନ୍ତୋଷ ସରକାରଙ୍କ ନଜର ଆଢୁଆଳରେ ରହିଯାଇଛନ୍ତି।

India Hockey Tema
ଅଲିମ୍ପିକ୍ସ ସେମି ଫାଇନାଲରେ ଭାରତୀୟ ପୁରୁଷ ହକି ଦଳ

ଏହା ପୂର୍ବରୁ ୧୯୮୦ ଅଲିମ୍ପିକ୍ସରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଥିଲା। ତେବେ ଏହା ପରଠାରୁ ଭାରତ ଥରେ ବି ସେମିକୁ ଉତ୍ତୀର୍ଣ୍ଣ ହୋଇପାରିନାହିଁ। ଅନ୍ୟପକ୍ଷରେ ଭାରତୀୟ ମହିଳା ଟିମ୍ ଆସନ୍ତାକାଲି କ୍ୱାର୍ଟର୍ ଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ।