ପାର୍ସଲ ବୋମା ବିସ୍ଫୋରଣ ମାମଲା : ଘଟଣାର ଏକାଧିକ ଦିଗକୁ ନେଇ ତଦନ୍ତ ଜାରି କହିଲେ କ୍ରାଇମ୍ବ୍ରାଞ୍ଚ ଏସ୍ପି Mar 22, 2018 ବଲାଙ୍ଗିର : ବଲାଙ୍ଗିର ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ପୁରା ତଦନ୍ତ ପୋଲିସ କରୁଛି। କ୍ରାଇମବ୍ରାଞ୍ଚ କେବଳ ସାଇବର୍ ସମ୍ବନ୍ଧୀୟ ସହଯୋଗ କରୁଛି।…