• translate

Tag: Ips

jalad kumar tripathy
ଜଳଦ କୁମାର ତ୍ରିପାଠୀ ହେବେ ନୂଆ ସୂଚନା କମିଶନର୍

ରାଜ୍ୟର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ସୂଚନା କମିଶନର ଶପଥ ଗ୍ରହଣ କରିଥିଲେ ।

UPSC
UPSC Results: ଦେଶରେ ଶୁଭମ୍ ଓଡ଼ିଶାରେ ଜୁବିନ ମହାପାତ୍ର ଟପ୍ପର

୨୦୨୦ ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଶୁଭମ୍ କୁମାର ଟପ୍ପର । ୟୁପିଏସି ଦ୍ୱାରା ପରିଚାଳିତ ୨୦୨୦ର ସିଭିଲ୍ ସର୍ଭିସ୍ ରେଜଲ୍ଟ ଆଜି ପ୍ରକାଶ ପାଇଛି ।

Jalad Tripathi
ଜଳଦ ତ୍ରୀପାଠୀ ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର

ଜଳଦ ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର । ସୁନିଲ ମିଶ୍ରଙ୍କ କାର୍ଯ୍ୟକାଳ ଶେଷ ପରେ ଖାଲିଥିଲା ପଦବୀ । ଏହି ପଦବୀ ପାଇଁ ଜଳଦ ତ୍ରିପାଠୀଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ତାମିଲନାଡୁର ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଥିଲେ ଜଳଦ ତ୍ରିପାଠୀ ।

IPS Reshuffle In Odisha
IPS ସ୍ତରରେ ଅଦଳବଦଳ

IPS ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।ଅଖିଳେଶ୍ୱର ସିଂହଙ୍କୁ ଜଗତସିଂହପୁର ଏସପି ଭାବେ ନିଯୁକ୍ତ କରାଯାଇଥିବାବେଳେ ନବରଙ୍ଗପୁର ଏସପି ହୋଇଛନ୍ତି ପି.ଏସ୍. ପରଶୋତ୍ତମ ଦାସ। ସେହିପରି ରାହୁଲ ଜୈନ୍ ହୋଇଛନ୍ତି ବରଗଡ଼ ଜିଲ୍ଲାର ନୂଆ ଏସପି

ips
ରାଜ୍ୟରେ IPS ସ୍ତରରେ ଅଦଳବଦଳ, ଦୀପ୍ତେଶ ପଟ୍ଟନାୟକ ଏବେ ଜେଲ୍ ବିଭାଗ IG

ଭୁବନେଶ୍ୱର: ରାଜ୍ୟର ଆଇପିଏସ୍ ସ୍ତରରେ ଅଦଳବଦଳ । ଏନେଇ ବୁଧବାର ସନ୍ଧ୍ୟାରେ ତାଲିକା ପ୍ରକାଶ କରିଛନ୍ତି ରାଜ୍ୟ ସରକାର । ଆଇପିଏସ୍ ଦୀପ୍ତେଶ ପଟ୍ଟନାୟକଙ୍କୁ ଜେଲ୍ ବିଭାଗ ଆଇଜି ଭାବେ ରାଜ୍ୟ ସରକାର ଅବସ୍ଥାପିତ କରିଥିବା ବେଳେ କେନ୍ଦ୍ରାଞ୍ଚଳ ଆଇଜି ଭାବେ…