ଆରମ୍ଭ ହେବ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ମରାମତି କାମ Apr 24, 2018 ପୁରୀ : ଆସନ୍ତା ମେ ୧ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାରର ମରାମତି କାମ। କାମ ସାରିବାକୁ ମାସେ ସମୟ ଲାଗିବ ବୋଲି ଏଏସଆଇ ପକ୍ଷରୁ କୋର୍ଟଙ୍କୁ…