ମନ୍ତ୍ରୀଙ୍କ ଭାଇ ଉପରକୁ ଗୁଳିମାଡ଼ ଘଟଣା: ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର ଗିରଫ Mar 15, 2018 ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର ଗିରଫ। ବରଗଡ ସୋହେଲା ବନାବିରା ଗୁଳିକାଣ୍ଡ ମାମଲାରେ ପୋଲିସ ଜୟନାରାୟଣଙ୍କୁ ଗିରଫ କରିଥିବା ଜଣାପଡିଛି।…