• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Jee Main 2021

JEE Main 2021 | Odisha Topper Gautam Das Shares His Secrets Of Success
ଜେଇଇମେନରେ ଓଡ଼ିଶାରେ ୧ନମ୍ବର ଗୌତମ ଦାସ

ଜେଇଇ ମେନରେ ଓଡିଶାର ଏକ ନମ୍ବର ହୋଇଛନ୍ତି ଗୌତମ ଦାସ । ସେ ୯୯.୯୯ ପରସେଣ୍ଟ ରଖି ସାରା ଦେଶରେ ୨୮ତମ ରାଙ୍କରେ ରହିଛନ୍ତି ।

zee main result
ପ୍ରକାଶ ପାଇଲା ଜେଇଇ ମେନ ରେଜଲ୍ଟ; ପ୍ରଥମ ରାଙ୍କରେ ମିଳିତ ଭାବେ ୧୮ ପରୀକ୍ଷାର୍ଥୀ

ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି  JEE (ମେନ୍)-୨୦୨୧ ଫଳାଫଳ। ୪୪ ପରୀକ୍ଷାର୍ଥୀ  ୧୦୦% ମାର୍କ ହାସଲ କରିଛନ୍ତି। ପ୍ରଥମ ରାଙ୍କରେ ମିଳିତ ଭାବେ ସ୍ଥାନ ପାଇଛନ୍ତି ୧୮ ପରୀକ୍ଷାର୍ଥୀ।

ANMOL
୧୦୦ ରୁ ୧୦୦ % ମାର୍କ ରଖିଛନ୍ତି କିନ୍ତୁ IIT ରେ ପଢିବାକୁ ଇଚ୍ଛା କରୁନାହାନ୍ତି

ଜାତୀୟ ଗଣାମାଧ୍ୟମ ଇଣ୍ଡିଆ ଟୁଡ଼େକୁ ଏକ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି ଯେ, ମୁଁ ଇଞ୍ଜିନିୟରିଂ କରିବା ପାଇଁ ଇଚ୍ଛା କରୁନାହିଁ ବରଂ ଅନୁସନ୍ଧାନ ସମ୍ପର୍କିତ ପାଠ୍ୟକ୍ରମ ପାଇଁ ମୋର ଅଧିକ ଆଗ୍ରହ ରହିଛି। ଏହାସହ IISc ବେଙ୍ଗାଲୁରୁରେ ଗଣିତ ଉପରେ ଅଧ୍ୟୟନ କରିବା ପାଇଁ ମୋର ଇଚ୍ଛା ରହିଛି ଏବଂ ସେଥିଲାଗି ମୁଁ ପ୍ରସ୍ତୁତି ମଧ୍ୟ କରୁଛି।

jee-main-exam
ଆଜିଠୁ JEE Main 2021; ସାରା ଦେଶରେ ୨୨ ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ Joint Entrance Examination(JEE Main 2021)। ଚଳିତବର୍ଷ ସାରା ଦେଶରୁ ପ୍ରାୟ ୨୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଥିବାବେଳେ ୪ଟି sessionsରେ ପରୀକ୍ଷା ହେବ। ପ୍ରଥମ ସେସନ୍‌ ଆଜିଠୁ ଅର୍ଥାତ୍‌ ଫେବୃଆରୀ ୨୩ରୁ ଆରମ୍ଭ ହେଉଥିବା ବେଳେ ମାର୍ଚ୍ଚ, ଏପ୍ରିଲ ଓ ମେ’ ମାସରେ ମଧ୍ୟ ପରୀକ୍ଷା ହେବ। ୪ଟି ସେସନ୍ ପାଇଁ ଚଳିତ ଥର ଦେଶରୁ ମୋଟ ୨୨ ଲକ୍ଷ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ବେଷ୍ଟ ରାଙ୍କ୍‌ ଆଧାରରେ […]