• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Job Fraud

Sub Inspector Arrested
ପୋଲିସ ପରୀକ୍ଷାର ଟପ୍ପର୍‌ ଏବେ ପୋଲିସ ହାଜତରେ..

ମାଙ୍କଡ଼ ହାତରେ ଶାଳଗ୍ରାମ। ଯାହାକୁ ଗର୍ବରେ ମୁଣ୍ତରେ ମୁକୁଟ ପିନ୍ଧାଇ ହିରୋ ଭାବେ ବସାଇଥିଲେ। ସେ ହିଁ ବାହାରିଲା ଠକ। ପୋଲିସ ପରୀକ୍ଷାରେ ଟପ୍‌ କରିଥିବା ଯୁବକ ଏବେ ଜେଲ୍‌ କୋଠରୀରେ ଦିନ କାଟୁଛି।

Job
ବିଦେଶରେ ଚାକିରି...ବଡ଼ ଆଶା, ବଡ଼ ସ୍ୱପ୍ନ ଦେଖାଇ ଠକେଇ

ବିଦେଶରେ ବଡ଼ ଚାକିରି କରାଇ ଦେବାର ଆଶା ଦେଖାଇ ଶତାଧିକ ଲୋକଙ୍କୁ ଠକେଇ । ଗଞ୍ଜାମ ଜିଲ୍ଲାର ୧୦୦ରୁ ଅଧିକ ଲୋକଙ୍କୁ ଚୂନ ଲଗାଇ ପ୍ରାୟ ୧୦ ଲକ୍ଷ ଟଙ୍କା ଠକି ନେଇଛନ୍ତି ୩ ଠକ ।

Odisha Job Scam
ଓଡ଼ିଶାରେ ଚାଲିଛି କି ଜବ୍ ସ୍କାମ୍ ? ଚାଲିଛି କି ‘ଟଙ୍କା ଦିଅ ଚାକିରି ନିଅ’ ସ୍କିମ୍ ?

ରାଜ୍ୟ ସରକାରଙ୍କୁ କାଠଗଡ଼ାକୁ ଟାଣିଛନ୍ତି ବିରୋଧୀ । ଟଙ୍କା ଦିଅ, ଚାକିରି ନିଅ ସ୍କିମରେ ନିର୍ବାଚନୀ ପାଣ୍ଠି ଯୋଗାଡ଼ କହିଲେ ବିରୋଧୀ ।

Job fraud
ନିରୀହଙ୍କ ସହ ଧୋକ୍କା : ଜାଲ ନିଯୁକ୍ତି ପତ୍ର ଦେଇ ହଜାର ହଜାର ଟଙ୍କାର ଠକେଇ

ସୁନ୍ଦରଗଡ ସରକାରୀ ମେଡିକାଲ କଲେଜ ନାଁରେ ଠକେଇ କରାଯାଇଛି ।

 arrest job fraud racket’s
ଚାକିରି ଦେବା ନାଁରେ କୋଟି କୋଟି ଟଙ୍କା ଚଳୁ କରୁଥିଲା, ଏବେ ବନ୍ଧାହେଲା

ଓଡ଼ିଶାରେ ଲମ୍ବିଛି ଜବ୍ ଫ୍ରଡର ମାୟାଜାଲ। ନକଲି ୱେବସାଇଟ୍ କରି ହଜାର ହଜାର ଚାକିରି ଆଶାୟୀଙ୍କୁ କୋଟି କୋଟି ଟଙ୍କାର ଚୁନା ଲଗାଉଛନ୍ତି ଠକ। କେବେ ସରକାରୀ ଢାଞ୍ଚାରେ ଅନଲାଇନରେ ବିଜ୍ଞାପନ ଦେଇ ତ କେବେ ଓଡ଼ିଆ ଖବର କାଗଜରେ ନିଯୁକ୍ତି ସୂଚନା ଦେଇ ଲୁଟିଛନ୍ତି ଯୁବକ ଯୁବତୀଙ୍କୁ।

A robber arrested who loot crores of rupees in the name of job
ଚାକିରି ଦେବା ନାଁରେ କୋଟି କୋଟି ଟଙ୍କା ଚଳୁ କରୁଥିଲା, ଏବେ ବନ୍ଧାହେଲା

ଓଡ଼ିଶାରେ ଲମ୍ବିଛି ଜବ୍ ଫ୍ରଡର ମାୟାଜାଲ। ନକଲି ୱେବସାଇଟ୍ କରି ହଜାର ହଜାର ଚାକିରି ଆଶାୟୀଙ୍କୁ କୋଟି କୋଟି ଟଙ୍କାର ଚୁନା ଲଗାଉଛନ୍ତି ଠକ। କେବେ ସରକାରୀ ଢାଞ୍ଚାରେ ଅନଲାଇନରେ ବିଜ୍ଞାପନ ଦେଇ ତ କେବେ ଓଡ଼ିଆ ଖବର କାଗଜରେ ନିଯୁକ୍ତି ସୂଚନା ଦେଇ ଲୁଟିଛନ୍ତି ଯୁବକ ଯୁବତୀଙ୍କୁ।

Imposter posing as doctor, police duped people on the promise of jobs; arrested
ଏମିତି ଲୋକଙ୍କୁ ସାବଧାନ ! ବେଶ ବଦଳାଇ ଲୋକଙ୍କୁ ଚୂନ ଲଗାଉ ଥିଲେ, ଠକେଇ ଟଙ୍କାରେ ଗଢ଼ିଥିଲେ ଯାତ୍ରା ପାର୍ଟି...

ପୋଲିସ ହାତରେ ଠକ-୪୨୦। କେତେବେଳେ ନିଜକୁ କ୍ରାଇମବ୍ରାଞ୍ଚ ଅଧିକାରୀ ତ ଆଉ କେତେବେଳେ ଡାକ୍ତର ପୁଣି କେତେବେଳେ ଥାନା ଅଧିକାରୀର ପରିଚୟ ଦେଇ ଲୋକଙ୍କଠୁ ଲୁଟ୍‌ କରିଥିଲେ।

Duping Money On Pretext Of Providing Govt Jobs
ଏ ସଂସ୍ଥା ଏଡ଼େ ଠକ ? ଚାକିରି ଲୋଭ ଦେଖାଇ ଖାଇଗଲେ ଲକ୍ଷାଧିକ ଟଙ୍କା...

ଯୁବକ, ଯୁବତୀଙ୍କୁ ଚାକିରି ଦେବା ନାଁରେ ଏକ ପ୍ଲେସ୍‌ମେଣ୍ଟ୍‌ ଏଜେନ୍ସି ଲକ୍ଷାଧିକ ଟଙ୍କା ଠକିଥିବା ଅଭିଯୋଗ ହୋଇଛି। 

FIR Against Actress Varsha Priyadarshini
ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ ମାମଲା

ଭୁବନେଶ୍ୱରରେ ରହୁଥିବା ଜଣେ ମହିଳା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସୁନା ଦୋକାନରେ ଚାକିରି ଦେବାକୁ କହି ବର୍ଷା ଓ ତାଙ୍କର ଜଣେ ସହଯୋଗୀ ଆୟୁଷି ତାଙ୍କ ଠାରୁ ୩୦ ହଜାର ଟଙ୍କା ନେଇଥିବା ସେ ଅଭିଯୋଗ କରିଛନ୍ତି।

Fake IT company trapped Indians
ଚୀନର ସାଂଘାତିକ ଠକେଇ; ବନ୍ଧୁକ ମୁନରେ ଭାରତୀୟଙ୍କୁ ବେନାମୀ ଆଇଟି କମ୍ପାନୀରେ ଖଟଉଛି

ସାମ୍ନାକୁ ଆସିଲା ଚୀନର ଆଉ ଏକ ସାଂଘାତିକ ଠକେଇ। ଭାରତୀୟ ଯୁବକଙ୍କ ଚାକିରୀ ନାଁରେ କିପରି ଶୋଷଣ କରୁଛି ତାହାର ଲୋମଟାଙ୍କୁରା କାହାଣୀ ଏବେ ପଦାକୁ ଆସିଛି। ଦାଦନ ଶ୍ରମିକଙ୍କ ପରି ନିର୍ଯାତନା ଦେଇ ଦେଶଦ୍ରୋହ କାମରେ ଲଗାଉଛି। ଭାରତୀୟ ଯୁବଗୋଷ୍ଠୀଙ୍କୁ ପ୍ରଲୋଭନ ଦେଖାଇ ଫସାଇବା ପାଇଁ ଚୀନର ଏକ ରାକେଟ କାମ କରୁଛି। ଏହି ରାକେଟ ବିଭିନ୍ନ ଦେଶରେ ବୁଲୁଛନ୍ତି। ଚାକିରୀ ନାଁରେ ଏମାନେ ବେକାର ଭାରତୀୟ ଯୁବକଙ୍କୁ ଏକ ପ୍ରକାର ବନ୍ଧକ ରଖୁଛନ୍ତି। ଏମାନଙ୍କ କବଳରୁ ଖସି ଆସିଥିବା ଜଣେ ଯୁବକ ବଖାଣିଛନ୍ତି ନିଜର ଅଙ୍ଗେନିଭା କାହାଣୀ ।

Job Fraud
କାମ ଦେଲାନି ଚାଲାକି, ଧରାପଡ଼ିଗଲେ ପୋଲିସ୍‌ ହାତରେ

ଚାକିରି ଦେବାର ଆଳ ଦେଖାଇ କିଛି ଲାଭଖୋର ବ୍ୟକ୍ତି ବିଭିନ୍ନ ସଂସ୍ଥା ଖୋଲି ନିଯୁକ୍ତି ସୁଯୋଗ ଦେବା ନାଁରେ ଯୁବକଙ୍କ ଠାରୁ ହଜାର ହଜାର ଟଙ୍କା ଠକି ନେଉଛନ୍ତି। ଚାକିରି ପାଇବା ଆଶାରେ ଶେଷରେ ଯୁବକ, ଯୁବତୀ ଠକାମିର ଶିକାର ହେଉଛନ୍ତି।

AKASH PATHAK
ଆଜି ଜେରା ହେବେ ଆକାଶ ପାଠକ

ଆକାଶ ପାଠକଙ୍କୁ ଜେଲରେ ଜେରା କରିବ ଇଡି। ଚାକିରି କରାଇବା ନାଁରେ ଠକେଇ ନେଇ ହୋଇଥିଲା ଅଭିଯୋଗ। ଆକାଶ ପାଠକଙ୍କୁ ଆଜି ହେବ ଜେରା।