• translate

Tag: Journalist

Journalists Unhappy Over Restrictions
ସାମ୍ବାଦିକଙ୍କୁ ଲୋକସେବା ଭବନ ମନା କାହିଁକି?

ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ହେଲେ ଚତୁର୍ଥ ସ୍ତମ୍ଭ ପ୍ରତି ସରକାରଙ୍କ ଏଭଳି ପାତରଅନ୍ତର ଗଣତନ୍ତ୍ର ପ୍ରତି କେତେ ଶୁଭଙ୍କର ତାହା ଏବେ ବଡ଼ ପ୍ରଶ୍ନ।

Journalist satya Sundar Bhanja
ରାଜଧାନୀରେ ଉପରମୁହାଁ ହେଲେଣି ଅପରାଧୀ

ଆଗକୁ ପାର୍ବଣ ଥିବା ବେଳେ ରାଜଧାନୀରେ ଉପରମୁହାଁ ହେଲେଣି ଅପରାଧୀ। ଯାହାକୁ ନେଇ ପୋଲିସ ପାଇଁ ବଢ଼ିଛି ଚିନ୍ତା।  ଅପରାଧ ନିୟନ୍ତ୍ରଣ ପାଇଁ ହୋଇଥିବା ମିଟିଂରେ ଏସିପି ଏବଂ ଇନ୍ସପେକ୍ଟରମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିସିପି। ଅପରାଧୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯାଉଥିବା ଡିସିପି କହିଛନ୍ତି।

OTV chief Reporter Arindam Das
ଅରିନ୍ଦମଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲା ଓଟିଭି

ଆଉ ଜଣେ ଅରିନ୍ଦମ କେବେ ବି ସୃଷ୍ଟି ହୋଇପାରିବେ ନାହିଁ, କୌଣସି ଆର୍ଥିକ ସହାୟତା ଏ ଅପୂରଣୟ କ୍ଷତି ଭରଣା କରିପାରିବନି। ଅରିନ୍ଦମଙ୍କ ପରିବାର ଏବେ ଆମ ପରିବାର ତାଙ୍କ ପରିବାରର ସମସ୍ତ ଦାୟିତ୍ୱ ଏବେ ଆମର ବୋଲି କହିଛନ୍ତି ଓଟିଭି ଏମ୍‌ଡି ଜଗି ମଙ୍ଗତ।

OTV Chief Reporter Arindam Das
'ଅରିନ୍ଦମ'ଙ୍କୁ ହରାଇ ସାରା ଓଡ଼ିଶା ସ୍ତବ୍ଧ: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ ପ୍ରକାଶ

ଅସମୟରେ ତାଙ୍କର ପରଲୋକ ସମସ୍ତଙ୍କୁ ମର୍ମାହତ କରିଛି। କେବଳ ସାମ୍ବାଦିକ ଜଗତ ନୁହେଁ, ସାଧାରଣ ଜୀବନରେ ମଧ୍ୟ ତାଙ୍କର ସରଳ ଅମାୟିକ ବ୍ୟବହାର, ହସମିଜାଜର ଚେହେରାକୁ ଏବେ ସମସ୍ତେ ଝୁରି ହେଉଛନ୍ତି। 

ଓଟିଭି ଚିଫ୍‌ ରିପୋର୍ଟର ଅରିନ୍ଦମ ଦାସ
ସାହସୀ, ନିର୍ଭିକ ସାମ୍ବାଦିକ ଭାବେ ପରିଚିତ ଥିଲେ ଅରିନ୍ଦମ

ସେ କ୍ରାଇମ୍ ରିପୋର୍ଟିଂ ହେଉ କି ବାତ୍ୟା କିମ୍ବା ବନ୍ୟା ବେଳେ ଅନ୍‌ ଦ ସ୍ପଟରୁ ତାଙ୍କର ରିପୋର୍ଟିଂ ବେଶ୍ ଆକର୍ଷଣୀୟ ଥିଲା। କ୍ରାଇମ୍ ରିପୋର୍ଟର ଭାବେ ତାଙ୍କ ପାଖରେ ବହୁତ ତଥ୍ୟ ରହୁଥିଲା। ସେଠାରୁ ଛାଡ଼ିବା ପରେ ସେ ଓଟିଭିକୁ ଆସିଥିଲେ। ପ୍ରାୟ ୧୦ ବର୍ଷ ଧରି ସେ ଓଟିଭିରେ ବିଭିନ୍ନ ବିଟ୍‌ରେ ରିପୋର୍ଟିଂ କରିଛନ୍ତି।

journalist
ବିଶିଷ୍ଟ ସାମ୍ବାଦିକ ଚନ୍ଦ୍ରଭାନୁ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ସାମ୍ବାଦିକ ଚନ୍ଦ୍ରଭାନୁ ପଟ୍ଟନାୟକଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୃ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। ଗତକାଲି ସନ୍ଧ୍ୟାରେ ଅସୁସ୍ଥ ଅନୁଭବ କରିବାକୁ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଚନ୍ଦ୍ରଭାନୁଙ୍କ ବାପୁଜୀନଗର ସ୍ଥିତ ବାସଭବନରେ ବହୁ ପ୍ରମୁଖ ବ୍ୟକ୍ତି, ରାଜନେତା, ସାମ୍ବାଦିକ […]