• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Justice For Pari

bothra
ବୋଥ୍ରାଙ୍କ ପଲିଗ୍ରାଫ୍ ଟେଷ୍ଟ କରିବାକୁ ଦାବି

ଭୁବନେଶ୍ୱର: ନୟାଗଡ଼ ନାବାଳିକା ହତ୍ୟା ଓ ଦୁଷ୍କର୍ମ ଘଟଣାରେ ଏସଆଇଟି ତଦନ୍ତକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି ବିଜେପି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ କହିଛନ୍ତି, ମନଗଢ଼ା କାହାଣୀ କହୁଛି ଏସଆଇଟି। ଆଗରୁ ଆମର ଏପରି ସନ୍ଦେହ ହୋଇଥିଲା, ଏବେ ତାହା ସତ ହୋଇଛି। ଅଙ୍ଗତସ୍କରିକୁ ଲୁଚାଇବା ପାଇଁ କାହାଣୀ କୁହାଯାଉଛି। DNA ଟେଷ୍ଟ ରିପୋର୍ଟ ହସ୍ତଗତ ହୋଇନାହିଁ। ପଲିଗ୍ରାଫ ଟେଷ୍ଟ ମଧ୍ୟ ନିର୍ବିବାଦୀୟ ନୁହେଁ। ପରିବାର ଲୋକେ ବାବୁଲି ନାୟକର ନାଁ ନେଇଥିବା […]

bothra4656
ପରୀ ହତ୍ୟା ସମ୍ପର୍କରେ ଜାଣିଥିଲେ ପରିବାର ଲୋକେ?

ସରୋଜର କାରାନାମା ସମ୍ପର୍କରେ ଜାଣିଥିଲେ ପରିବାର ଲୋକେ। କିଛି ଏମିତି କଥା କହିଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା। ଏହାସହ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଘଟଣା ସମ୍ପର୍କରେ ପରିବାରର କେହି ଜଣେ ସଦସ୍ୟ ଜାଣିଥିଲେ। ପରିବାରର କେହି ନା କେହି ଏହା ସମ୍ପର୍କରେ ଜାଣିଛନ୍ତି ବୋଲି କହିଲେ ବୋଥ୍ରା।

pratap dev
''ପରୀ ଘଟଣାକୁ ନେଇ ରାଜନୀତି କରୁଛନ୍ତି ବିଜେପି ଓ କଂଗ୍ରେସ"

ବିଜେପିର ପଦଯାତ୍ରା ଓ କଂଗ୍ରେସର ଏସପି ଅଫିସ ଘେରାଉକୁ ନେଇ ପ୍ରତିକ୍ରିୟା ରଖିଛି ବିଜେଡି। ବିଜେଡି ନେତା ତଥା ବିଧାୟକ ପ୍ରତାପ ଦେବ କହିଛନ୍ତି ଯେ, ପରୀ ହତ୍ୟା ଏକ ଅପରାଧ ଘଟଣା ହୋଇଥିବା ବେଳେ ବିଜେପି ଓ କଂଗ୍ରେସ ଏହାକୁ ନେଇ ରାଜନୀତି କରୁଛନ୍ତି।

pari-3
ପରୀ ହତ୍ୟା ଘଟଣାରେ ୩ ଜଣଙ୍କୁ ଉଠାଇ ନେଲା ଏସଆଇଟି

ପରୀ ହତ୍ୟା ମାମଲା; ୩ ଜଣଙ୍କୁ ଉଠାଇ ନେଲା SIT। ପରୀର ଗାଁ ଯଦୁପୁରରୁ ୩ ଜଣଙ୍କୁ ଉଠାଇ ନେଲା ଏସଆଇଟି । ନୟାଗଡ଼ ସଦର ଥାନା ଯଦୁପୁର ଗାଁରୁ ଉଠାଇ ନେଲା। ସରୋଜ ସେଠୀ, ତାଙ୍କ ମାଆ ଓ ଭଉଣୀଙ୍କୁ ଉଠାଇ ନେଇଥିବା ସୂଚନା ରହିଛି । ତେବେ ପରୀ ହତ୍ୟାକାଣ୍ଡରେ ପୂର୍ବରୁ ଅରୁଣ ବୋଥ୍ରା ସରୋଜଙ୍କୁ ୫ ଲକ୍ଷ ଟଙ୍କା ଯାଚିଥିବା ଅଭିଯୋଗ ଆଣିଥିଲେ

leggings
ପୋଖରୀରୁ ମିଳିଥିବା ଲେଗିଙ୍ଗସ୍‌ ମୃତ ନାବାଳିକାର ତ ?

ନୟାଗଡ଼: ନୟାଗଡ଼ର ବହୁ ଚର୍ଚ୍ଚିତ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ପ୍ରମାଣ ଏକାଠି କରୁଥିବା ଏସଆଇଟି ହାତରେ ଲାଗିଛି ପୀଡ଼ିତାଙ୍କ ଏକ ଲେଗିଙ୍ଗସ୍‌। ନୟାଗଡ଼ ଯଦୁପୁରର ଏକ ପୋଖରୀରୁ ପୀଡ଼ିତାଙ୍କ ଏକ ଲେଗିଙ୍ଗସ୍‌ ପୋଲିସ ଉଦ୍ଧାର କରିଛି । ଗତକାଲି ଦିନ ତମାମ ପୋଖରୀର ଜଳ ନିଷ୍କାସନ ପରେ ଏହି ଲେଗିଙ୍ଗ୍ସ ମିଳିଛି। ହେଲେ ସେଇ ଲେଗିଙ୍ଗସ୍‌ ସଂପୃକ୍ତ ନାବାଳିକାର ତ? ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍ ଟିମ୍ ୧୬ ଘଣ୍ଟା ଧରି ଜଳ ନିଷ୍କାସନ […]