ସଂଧ୍ୟା ପ୍ରାୟ ୫ଟା ସମୟରେ ଏହି ଘଟଣା ଘଟିଥିଲା । ଜଣେ ବ୍ୟକ୍ତି ଏକ ପ୍ୟାକେଟ୍ରୁ କିଛି ଖାଉଥିବା ସେଠାରେ ଉପସ୍ଥିତଥିବା ଲୋକମାନେ ଦେଖିଥିଲେ ।
ବିଜେପି ନେତା ରଞ୍ଜିତ ଶ୍ରୀନିବାସନଙ୍କ ହତ୍ୟା ମାମଲାରେ ୧୫ ଜଣ PFI ସଦସ୍ୟଙ୍କୁ କଠୋର ଦଣ୍ଡାଦେଶ ଶୁଣାଇଛନ୍ତି ମାଭିଲିକାରା ସେସନ୍ କୋର୍ଟ।
ରାଜ୍ୟପାଳ କହିଛନ୍ତି ଯେ, ‘ଯଦି ମୁଖ୍ୟମନ୍ତ୍ରୀ ମୋର କୌଣସି କଥା ସହ ସହମତ ନୁହଁନ୍ତି, ତେବେ ଏହାର ଅର୍ଥ ନୁହେଁ ଯେ ସେ ମୋତେ ଶାରୀରିକ ଭାବେ ଆଘାତ ଦେବାକୁ ଷଡ଼ଯନ୍ତ୍ର କରିବେ ।’
ବିଶ୍ୱାସ, ଭରସା ଓ ଭଲପାଇବାର ନିଆରା କାହାଣୀ । ପୁଣି ଥରେ ସେ ପ୍ରମାଣିତ କରିଛି ନିଜ ବିଶ୍ୱସ୍ତ ବନ୍ଧୁର ପରିଚୟ। ଆମେ କହୁଛୁ କେରଳ କନ୍ନୁର ଅଞ୍ଚଳର ଗୋଟିଏ କୁକୁର ରାମୁ କଥା । ଯିଏ ୪ ମାସ ହେଲା ଅପେକ୍ଷା କରି ରହିଛି ଏକ ହସ୍ପିଟାଲର ଶବଗୃହ ପାଖରେ ।
ସେହିଭଳି ପ୍ରାର୍ଥନାସଭା ଆୟୋଜନକାରୀ ସମ୍ପ୍ରଦାୟ ଛୋଟ ଛୋଟ ପିଲାଙ୍କୁ ଜାତୀୟ ସଙ୍ଗୀତ ଗାଇବାକୁ ବାରଣ କରିଛନ୍ତି। ଏଥି ସହିତ ଭୋଟ ନଦେବା, ସରକାରୀ ଚାକିରି ନକରିବା ଏବଂ ସେନାରେ ୟଯୋଗ ନଦେବାକୁ ମଧ୍ୟ ଶିକ୍ଷା ଦେଉଛନ୍ତି।
ସଭାଗୃହ ଭିତରେ ଥିଲେ ପ୍ରାୟ ଅଢ଼େଇ ହଜାର ଲୋକ। କୋଚ୍ଚିଠୁ ମାତ୍ର ୧୦ କିଲୋମିଟର ଦୂରରେ ଘଟିଥିବା ଏହି ସିରିଏଲ୍ ବ୍ଲାଷ୍ଟରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ, ୫୦ରୁ ଅଧିକ ଆହତ ହୋଇଛନ୍ତି ।
ସଭାଗୃହ ଭିତରେ ଥିଲେ ପ୍ରାୟ ଅଢ଼େଇ ହଜାର ଲୋକ। କୋଚ୍ଚିଠୁ ମାତ୍ର ୧୦ କିଲୋମିଟର ଦୂରରେ ଘଟିଥିବା ଏହି ସିରିଏଲ୍ ବ୍ଲାଷ୍ଟରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ, ୫୦ରୁ ଅଧିକ ଆହତ ହୋଇଛନ୍ତି ।
କଲାମସେରୀରେ ଏକାଧିକ ବିସ୍ଫୋରଣ ଘଟିଥିବା ପ୍ରତ୍ୟକ୍ଷଦର୍ଶୀମାନେ ଦାବି କରିଛନ୍ତି । ବର୍ତ୍ତମାନ ଘଟଣାକୁ ନେଇ ଅନୁସନ୍ଧାନ କରୁଛି ଏନଆଇଏ ଟିମ୍ । ଏହି ଘଟଣା ପରେ ଦିଲ୍ଲୀ ପୋଲିସ ସଜାଗ ରହିଛି ।
ଅଭିଯୁକ୍ତ ପୁଅ ସବୁ ସମୟରେ ମୋବାଇଲ୍ ବ୍ୟବହାର କରୁଥିବାରୁ ମା’ ବାରଣ କରିଥିଲେ । ହେଲେ ମା’ଙ୍କ ବାରଣକୁ ନେଇ ଅଭିଯୁକ୍ତ ପୁଅ ବହୁତ ଜୋରରେ ରାଗି ଯାଇଥିଲା । ପରେ ମା’ ସହ ବଚସା କରିବା ସହିତ ତାଙ୍କୁ ମାଡ଼ ମାରିଥିଲା ।
ରେଡ୍ ସମୟରେ ଏବେ ଖୋଦ୍ ପୋଲିସକୁ ଘାରିଛି କୁକୁର ଭୟ । ଖାକି ପୋଷାକ ଦେଖିଲେ ଗୋଡାଇ ଗୋଡାଇ କାମୁଡ଼ି ପକାଉଛି କୁକୁର । ପୋଲିସଙ୍କୁ କାମୁଡ଼ିବାକୁ କୁକୁରଙ୍କୁ ଏମିତି ଟ୍ରେନିଂ ଦେଇଛନ୍ତି ମାଲିକ ।
ନିପା ଭୂତାଣୁ ସଂକ୍ରମଣରେ ଏବେ କାହାର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ସତର୍କତାମୂଳକ ପଦକ୍ଷେପ ଭାବେ କେରଳ ସରକାରଙ୍କ ପକ୍ଷରୁ ଏକ ଆଇସୋଲେସନ୍ ୱାର୍ଡ ପ୍ରସ୍ତୁତ ରଖାଯାଇଛି । କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକ ଡାକି ସ୍ଥିତିର ସମୀକ୍ଷା କରିଛନ୍ତି
ବର୍ଷେ ପର୍ଯ୍ୟନ୍ତ ଏକୁଟିଆ ଚାଲି ଚାଲି ମଲ୍ଲପୁରମ୍ରୁ ମକ୍କା-ମଦିନା ଯାତ୍ରା
ଏହି ଫଛୁଆ ଫେରି ଆସିଥିବା ଟ୍ରେନ୍ଟି ହେଉଛି ସେହି ଟ୍ରେନ୍, ଯାହାକୁ ଟିକଟ କରି ଯାତ୍ରୀମାନେ ଷ୍ଟେସନ୍ରେ ଅପେକ୍ଷା କରିଥିଲେ ।
ଟ୍ରାଫିକ୍ ଫୋଷ୍ଟ କ୍ୟାମେରା ଜଣେ ବିବାହିତ ବ୍ୟକ୍ତିଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ହୋଇଛି। ଏହା ଦ୍ୱାରା ବିବାହିତ ପୁରୁଷମାନଙ୍କର ଚୋରା ପୀରତିର ରହସ୍ୟ ମଧ୍ୟ ଖୋଲିଯାଉଛି। ଆସନ୍ତୁ ପୂରା ଖବର ଉପରେ ନଜର ପକେଇବା।
ପୁତ୍ର ସନ୍ତାନକୁ ଜନ୍ମଦେଲେ ପୁରୁଷ । କେରଳର କୋଝିକୋଡରେ ରହୁଥିବା ଟ୍ରାନ୍ସଜେଣ୍ଡର କପଲ୍ ଜିୟା ଓ ଜହାଦଙ୍କ ଘରକୁ ନୂଆ ଅତିଥି ଆସିଛି । ସେମାନଙ୍କର ଏକ ପୁତ୍ର ସନ୍ତାନ ହୋଇଥିବା ଜଣାପଡ଼ିଛି । ପୂର୍ବରୁ ଉଭୟ ସୋସିଆଲ୍ ମିଡିଆ ଜରିଆରେ ବାପା-ମା’ ହେବାକୁ ଯାଉଛନ୍ତି ବୋଲି ସୂଚନା ଦେଇଥିଲେ। ହେଲେ ବର୍ତ୍ତମାନ ତାଙ୍କର କୋଳକୁ ଏକ ପୁତ୍ର ସନ୍ତାନ ଆସିଥିବା କୁହାଯାଇଛି ।
କେରଳ ସରକାରଙ୍କ ସମସ୍ତ କାର୍ଯ୍ୟରେ ରାଜ୍ୟପାଳ ଖାନ ହସ୍ତକ୍ଷେପ କରୁଥିବାରୁ ତାଙ୍କ ବିରୋଧରେ ବଡ଼ ପଦକ୍ଷେକ୍ଷ ନେଇଛନ୍ତି ରାଜ୍ୟ ସରକାର।
ଜଣେ ନାଗରିକ, ଦୁନିଆର କୌଣସି ବି କୋଣରୁ ତଥ୍ୟ ବା ଜ୍ଞାନ ଆହରଣ କରିପାରିବ ଓ ତାର ଫାଇଦା ଉଠାଇପାରିବ ।
ବହୁ ଚର୍ଚ୍ଚିତ ଉତ୍ତରପ୍ରଦେଶ ହାଥରସ୍ ଗଣଦୁଷ୍କର୍ମ ମାମଲା ପରେ କପ୍ପନଙ୍କୁ ଗିରଫ କରାଯାଇଥିଲା ।
ଆପଣ ଯଦି ନ୍ୟୁୟର୍କର ଆନ୍ ଏବଂ ମାଇକ୍ ହାୱାର୍ଡଙ୍କୁ ପଚାରିବେ ତେବେ ସେ କହିବେ ହନିମୁନ ଟ୍ରିପ୍ ସରିବ ନାହିଁ । ଏହି ଦମ୍ପତ୍ତି ୨୦୧୨ ମସିହାରେ ବିବାହ କରିଥିଲେ ।
ଫୁଟ୍ବଲ୍ ମ୍ୟାଚ୍ ଚାଲିଥିବା ବେଳେ ଅସ୍ଥାୟୀ ଗ୍ୟାଲେରୀ ଭୁଶୁଡ଼ି ପଡ଼ିବା ଯୋଗୁ ପାଖାଖି ୨୦୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ଜଣ ଗୁରୁତର ଅଛନ୍ତି। ମ୍ୟାଚ୍ ଚାଲି ଥିବାବେଳେ ହଠାତ୍ ଗ୍ୟାଲେରୀଟି ଭୁଶୁଡ଼ି ପଡ଼ିଥିଲା।
ପାର୍କିଂ ଫି ଆଦାୟ ଆଇନସମ୍ମତ ନୁହେଁ । ଏବେ ମଲରେ ପାର୍କିଂ ଫି ନେଉଛ, ଆଗକୁ ଲିଫ୍ଟ ଚାର୍ଜ ନେବ । ପାର୍କିଂ ଫି ଆଦାୟ ଆଦୌ ଗ୍ରହଣୀୟ ନୁହେଁ ବୋଲି ସଫା ସଫା କହିଛନ୍ତି ହାଇକୋର୍ଟ ।
ପୁଣି ଫେରିଲା ଲକ୍ଡାଉନ୍ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କୋରଳ ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ କରାଯିବାର ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ବଢ଼ୁଥିବା କରୋନା ସଂକ୍ରମଣ ଚେନରେ ବ୍ରେକ୍ ଦେବା ଲାଗି ଆସନ୍ତା ଜାନୁଆରୀ ୩୦ ତାରିଖ ପର୍ଯ୍ୟନ୍ତ ଲକ୍ଡଡାଉନ୍ ଘୋଷଣା କରାଯାଇଛି ।
୧୨ ଘଣ୍ଟା ମଧ୍ୟରେ କେରଳର ଦୁଇ ରାଜନୈତିକ ନେତାଙ୍କୁ ହତ୍ୟା । ଘରେ ପଶି ନେତାଙ୍କୁ ଦୁର୍ବୃତ୍ତ ହାଣିଥିବାର ଖବର ଶୁଣିବାକୁ ମିଳିଛି । ଏନେଇ କେରଳର ଅଲପୁଜ୍ଜା ଜିଲ୍ଲାରେ ଉତ୍ତେଜନା ସୃଷ୍ଟି ହୋଇଛି ।
ଦେଶରେ ଅନେକ ଚା ବିକାଳି ଅଛନ୍ତି। ହେଲେ ଏମିତି ଚା ବିକାଳି ବିଷୟରେ ଆପଣ କେବେ ହେଲେ ଜାଣି ନଥିବେ। ଯିଏ କି ଚା ବିକା ପଇସାରୁ ପ୍ରତିଦିନ ୩୦୦ ଟଙ୍କା ରଖି ସ୍ତ୍ରୀଙ୍କ ଧରି ଦେଶ ବିଦେଶ ବୁଲୁଥିଲେ। ଏବେ ତାଙ୍କ ପରଲୋକରେ ତାଙ୍କୁ ମନେ ପକାଉଛନ୍ତି ଅନେକ। ଜାଣନ୍ତୁ, କିଏ ସେହି ବ୍ୟକ୍ତି ଓ କେଉଁଠି ଥିଲା ତାଙ୍କ ଷ୍ଟଲ୍...