• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Khalikote

GRS Murder
ପୁଣି ରକ୍ତ ରଞ୍ଜିତ ହେଲା ଗଞ୍ଜାମ, କେନାଲ କଡ଼ ରାସ୍ତାରୁ ମିଳିଲା GRSଙ୍କ କ୍ଷତବିକ୍ଷତ ମୃତଦେହ

ମୃତଦେହକୁ ଦେଖିବା ପରେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି । ଗତକାଲି ରାତିରେ ତାଙ୍କ ସହ କୌଣସି ଅଘଟଣ ଘଟିଥିବା ଅନୁମାନ କରାଯାଉଛି । ତେବେ ଘଟଣାସ୍ଥଳରେ ବେଗୁନିଆପଡା ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି।

Khalikot MLA Husband
ସୁନୀଲ ନାହାକ ହତ୍ୟା ଘଟଣା: ଖଲ୍ଲିକୋଟ ବିଧାୟିକାଙ୍କ ସ୍ୱାମୀଙ୍କ ନାଁରେ ଥାନାରେ ଏତଲା

ସୁନୀଲ ନାହାକ ହତ୍ୟା ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ତେବେ ବର୍ତ୍ତମାନ ଖଲ୍ଲିକୋଟ ବିଧାୟିକାଙ୍କ ସ୍ୱାମୀଙ୍କ ସମେତ ୪ ଜଣଙ୍କ ନାଁରେ ଏତଲା ଦାୟର ହୋଇଛି । ଅନ୍ୟପକ୍ଷରେ ଏହି ଅଭିଯୋଗ ନେଇ ଦୈତାରୀ ବେହେରାଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

Theft
ବିଶ୍ୱାସଘାତକ ଡ୍ରାଇଭର ! ମାଲିକକୁ ଭୁଆଁ ବୁଲାଉଥିଲା, ଏବେ ନିଜେ ଖାଲରେ ପଡ଼ିଲା

ବିଶ୍ୱାସଘାତକ ସାଜିଲା ଡ୍ରାଇଭର କାହ୍ନୁ କୁମାର ଚୌଧୁରୀ । ଯିଏ କି ମାଲିକର ବିଶ୍ୱାସରେ ବିଷ ଦେଇ ପିକଅପ୍‌ ଭ୍ୟାନକୁ ଚୋରି କରିବାକୁ କରିଥିଲା ଉଦ୍ୟମ ।

Car Accident
ରାତି ଅଧରେ ମଣିଷ ମାରିଦେଲା ସରକାରୀ ଗାଡ଼ି, ରାଗରେ ଜାଳିଦେଲେ ଲୋକେ

ବିଳମ୍ବିତ ରାତି ପ୍ରାୟ ୧୨ଟା ବେଳେ ଘଟିଛି ଏଭଳି ଦୁର୍ଘଟଣା । ଏଥିରେ ଜଣେ ମୃତ ଜଣେ ଗୁରୁତର ହୋଇଥିବା ସୂଚନା ।

Khallikot
ଯୋଜନା ମାଳମାଳ, କାମ ଦୁର୍ବଳ : ଭିକ ମାଗୁଛନ୍ତି ମହିଳା ସରପଂଚ

ସରପଂଚ ଅଛନ୍ତି, କିନ୍ତୁ ଭିକ ମାଗୁଛନ୍ତି : ସରକାରଙ୍କ ମାଳ ମାଳ ଯୋଜନାକୁ ଖୋଦ୍‌ ସରପଂଚ ପାଉନାହାନ୍ତି। ଯାହାକୁ ନେଇ ଉଠିଛି ପ୍ରଶ୍ନ

Khalikote MLA
ବିଧାୟିକାଙ୍କ ଘରେ ଦୁର୍ବୃତ୍ତଙ୍କ ଲଙ୍କାକାଣ୍ଡ; ଖଣ୍ଡାରେ ହାଣିଲେ ବାଇକ୍‌, ସମର୍ଥକଙ୍କୁ ବୋମାମାଡ଼ !

ଖଲ୍ଲିକୋଟ ବିଧାୟିକାଙ୍କ ଘରେ ଦୁର୍ବୃତ୍ତଙ୍କ ଲଙ୍କାକାଣ୍ଡ । ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ଭଡ଼ା ଘରେ ଦୁର୍ବୃତ୍ତଙ୍କ ଭଂଗାରୁଜା । ଘରେ କେହି ନଥିବା ବେଳେ ବାହାରେ ଭଂଗାରୁଜା କରିଛନ୍ତି ଦୁର୍ବୃତ୍ତ । ଖଲ୍ଲିକୋଟ ନିର୍ମଳଝର ନିକଟ ଭଡ଼ାଘରେ ଭଂଗାରୁଜା ହୋଇଥିବା ଜଣାପଡ଼ିଛି ।