ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା Apr 4, 2018 ଭବାନୀପାଟଣା : ଆଜିଠୁ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହା। ଦିନ ୧ଟା ୩୦ରେ ଶାହା ଭବାନୀପାଟଣାରେ ପହଞ୍ଚିବେ।…