• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lalu Yadav

RJD Supremo Lalu Yadav Hospitalised
Video Callରେ କାନ୍ଦିଲେ, ଇମୋସନାଲ୍‌ ପୋଷ୍ଟ ଶେୟାର କଲେ ଲାଲୁଙ୍କ ଝିଅ...

ଲାଲୁଙ୍କ ଝିଅ ସୋସିଆଲ୍‌ ମିଡିଆରେ ଇମୋସନାଲ୍‌ ପୋଷ୍ଟ ଶେୟାର କରିଛନ୍ତି। ଲାଲୁ ହସ୍ପିଟାଲ୍‌ରେ ଭର୍ତ୍ତି ହେବାସହ ଅସୁସ୍ଥ ଓ ଦୁର୍ବଳ ଅନୁଭବ କରୁଥିବା ଫଟୋରେ ଦେଖିବାକୁ ମିଳିଛି।

CBI's New Corruption Case Against Lalu Yadav
ଲାଲୁଙ୍କ ପିଛା ଛାଡ଼ୁନି ବିବାଦ: ସକାଳୁ ସକାଳୁ ଲାଲୁଙ୍କ ଘରେ ପଶିଲା CBI

କିଛି ସପ୍ତାହ ପୂର୍ବରୁ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଥିଲା। ହେଲେ ଏବେ ପୁଣି ଲାଲୁଙ୍କ ବିରୋଧରେ CBI ନୂଆ ମାମଲା ରୁଜୁ କରିଛି।

Lalu Yadav granted bail
ଖୁବ୍‌ଶୀଘ୍ର ଜେଲ୍‌ରୁ ମୁକୁଳିବେ ଲାଲୁ, ମିଳିଲା ଜାମିନ

ଲାଲୁ ଯାଦବଙ୍କୁ ଜାମିନ। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ଲାଲୁ ଯାଦବଙ୍କୁ ଜାମିନ ପ୍ରଦାନ କରିଛନ୍ତି।

Lalu Prasad Yada again become Convict
କିଛି ଦିନ ତଳେ ମିଳିଥିଲା ବେଲ୍, ଏବେ ପୁଣି ଥରେ ହେଲା ଜେଲ୍

କିଛି ଦିନ ତଳେ ମିଳିଥିଲା ବେଲ୍, ଏବେ ପୁଣି ଥରେ ହେଲା ଜେଲ୍। ଚାରା ଦୁର୍ନୀତି ଅଭିଯୋଗର ପଞ୍ଚମ ମାମଲାରେ ଦୋଷୀ ସାବ୍ୟସ୍ତ ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କୁ ହୋଇଛି ଜେଲ୍‌ ଦଣ୍ଡାଦେଶ।

Lalu Prasad Yadav
ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କୁ ୫ ବର୍ଷ ଜେଲ୍ ଦଣ୍ଡାଦେଶ

ଡୋରଣ୍ଡା ଟ୍ରେଜେରୀ ସହ ଜଡିତ ଚାରା ଘୋଟାଲାରେ ଲାଲୁ ପ୍ରସାଦ ଯାଦବଙ୍କୁ ପାଞ୍ଚ ବର୍ଷ ଦଣ୍ଡାଦେଶ ଦିଆଯାଇଛି । ସ୍ୱତନ୍ତ୍ର କୋର୍ଟର ବିଚାରପତି ଏସ.କେ ଶଶି ଏହି ରାୟ ଶୁଣାଇଛଡ଼୍ତି । ତାଙ୍କ ଉପରେ ୬୦ ଲକ୍ଷ ଟଙ୍କା ଜରିମାନା ମଧ୍ୟ ଦିଆଯାଇଛି।

\'Visarjan\' Of Nitish Kumar Govt In Bihar Soon : Lalu Yadav
ଲାଲୁଙ୍କ ସରଳିଆ ଉବାଚ

ଅସୁସ୍ଥ ଥିଲି, ଦୁଇଟି ନିର୍ବାଚନ ମିସ୍ କରିଦେଲି। ଏବେ ପୁଣି ମଇଦାନରେ ଓହ୍ଲେଇବି। ଜିତିବୁ ଆମେ। ଆଗାମୀ ଉପନିର୍ବାଚନକୁ ନେଇ ଏମିତି କିଛି କହିଛନ୍ତି ଲାଲୁ।

lalu yadav
ପୁଣି ମେଡିକାଲରେ ଭର୍ତ୍ତି ହେଲେ ଲାଲୁ

ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରୁ ଡିସ୍‌ଚାର୍ଜ ହେବା ପରେ ଲାଲୁଙ୍କୁ ପୁଣି ରାଞ୍ଚି ସ୍ଥିତ ଆର୍‌ଆଇଏମ୍ଏସ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଲାଲୁଙ୍କ ପାଇଁ ମେଡିକାଲ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା ପାଇଁ ନିୟୋଜିତ ରହିବେ। ହସ୍ପିଟାଲ୍‌ରେ ପହଞ୍ଚିବା ପରେ ଲାଲୁଙ୍କୁ ପ୍ରାଥମିକ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରାଯାଇଛି। ଲାଲୁଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା କହିଛନ୍ତି ଡାକ୍ତର। ସେପଟେ ଲାଲୁ ଜେଲ୍ ଦଣ୍ଡରୁ ବଞ୍ଚିବା ପାଇଁ ମେଡିକାଲରୁ ମେଡିକାଲ ସ୍ଥାନାନ୍ତର […]

Tej Pratap
ଐଶ୍ୱର୍ଯ୍ୟା ରାୟଙ୍କୁ ବାହା ହେବେ ଲାଲୁଙ୍କ ପୁଅ, ସରିଲା ନିର୍ବନ୍ଧ

ପାଟନା: ସବୁ ଅପେକ୍ଷାର ଅନ୍ତ ଘଟାଇ ଆଉ ମାତ୍ର କିଛିଦିନ ପରେ ଐଶ୍ୱର୍ଯ୍ୟା ରାୟଙ୍କ ହାତ ଧରିବେ ଲାଲୁଙ୍କ ବଡ଼ ପୁଅ ତେଜ ପ୍ରତାପ। ନିର୍ବନ୍ଧ ସରିଲାଣି। ଖାଲି ବିବାହକୁ ଅପେକ୍ଷା। ଅବଶ୍ୟ ଏମିତିରେ ବି ସେ ଐଶ୍ୱର୍ଯ୍ୟାଙ୍କର ହୋଇସାରିଲେଣି ବୋଲି ତେଜ୍‌ ପ୍ରତାପ କହିଛନ୍ତି। ଆସନ୍ତା ମେ ୧୨ରେ ବିବାହ ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ଲାଲୁଙ୍କୁ ଜେଲ୍‌ରୁ ଛୁଟିରେ ଆଣିବା ପାଇଁ ଆବେଦନ ମଧ୍ୟ କରାଯାଇଛି। ଏହା ଜାଣିବା ପରେ ଅନେକ ପ୍ରଶ୍ନ ମନକୁ ଆସୁଥିବ। […]

tej pratap
ଐଶ୍ୱର୍ଯ୍ୟା ରାୟଙ୍କୁ ବିବାହ କରିବେ ଲାଲୁଙ୍କ ବଡ଼ ପୁଅ

ପାଟନା: ଆଉ ମାତ୍ର କିଛିଦିନ ପରେ ଐଶ୍ୱର୍ଯ୍ୟା ରାୟଙ୍କୁ ବିବାହ କରିବେ ଲାଲୁଙ୍କ ବଡ଼ ପୁଅ ତେଜ ପ୍ରତାପ। ବିବାହ ପାଇଁ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏପ୍ରିଲ ୧୮ରେ ହେବ ନିର୍ବନ୍ଧ ଆଉ ମେ ୧୨ରେ ବିବାହ। ନିମନ୍ତ୍ରଣ କାର୍ଡ଼ ମଧ୍ୟ ଛପା ସରିଛି। ସବୁଠୁ ବଡ଼ କଥା ହେଲା ବିବାହକୁ ନେଇ ଉଭୟ ପରିବାର ମଧ୍ୟ ବେଶ୍ ଖୁସି ଅଛନ୍ତି। ଆପଣମାନେ କଥାଟା ଶୁଣି ନିଶ୍ଚୟ ଆଶ୍ଚର୍ଯ୍ୟ ହେଉଥିବେ। ନିଶ୍ଚୟ ଭାବୁଥିବେ କି ଐଶ୍ୱର୍ଯ୍ୟା […]

lalu yadav
ଲାଲୁ ଯାଦବଙ୍କୁ ୭ ବର୍ଷ ଜେଲ୍

ନୂଆଦିଲ୍ଲୀ: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଆରଜେଡ଼ି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଜେଲ୍। ଗୋଖାଦ୍ୟ ଦୁର୍ନୀତିର ଡୁମକା କୋଷାଗାର ମାମଲାରେ ଲାଲୁ ଯାଦବଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି ରାଞ୍ଚିର ସ୍ୱତନ୍ତ୍ର ସିବିଆଇ କୋର୍ଟ। ଏଥିସହ ୩୦ ଲକ୍ଷ ଟଙ୍କା ଜୋରିମାନା ମଧ୍ୟ କରିଛନ୍ତି। ଗୋଖାଦ୍ୟ  ଦୁର୍ନୀତିରେ ଲାଲୁ ଦଣ୍ଡ ପାଇବାରେ ଏହା ହେଉଛି ଚତୁର୍ଥ ମାମଲା ଏବଂ ଏଥିରେ ତାଙ୍କୁ ସର୍ବାଧିକ ଦଣ୍ଡାଦେଶ ହୋଇଛି।  ଡୁମକା କୋଷାଗାରରୁ ୩ କୋଟି ୭୬ ଲକ୍ଷ ଟଙ୍କା […]