• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Latest Lockdown News

lockdown
ଏହିସବୁ ରାଜ୍ୟରେ ଜୁଲାଇ ୩୧ ଯାଏ ବଢ଼ିଲା ଲକ୍‌ଡାଉନ୍‌

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ୫.୦ର ଅବଧି ଜୁନ୍‌ ୩୦ରେ ଶେଷ ହେବ। ଏତେ ଦିନର ଲକ୍‌ଡାଉନ ସତ୍ତ୍ୱେ ଦେଶରେ କରୋନା ଭାଇରସ୍‌ ନିୟନ୍ତ୍ରଣ ହୋଇପାରି ନାହିଁ। ବରଂ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଆହୁରି ବଢ଼ିବାରେ ଲାଗିଛି। ପୁଣିଥରେ ଦେଶରେ ଲକ୍‌ଡାଉନ୍‌ ଅବଧି ବୃଦ୍ଧି ହେବ ନା ନାହିଁ ସେନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଘୋଷଣା କରାଯାଇନାହିଁ। ତେବେ ଏହା ପୂର୍ବରୁ କିଛି […]

ganjam lockdown
ଓଡ଼ିଶାର ଏହି ଜିଲ୍ଲା ଜୁନ୍‌ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା: ବସ୍, କାର, ଅଟୋ ଚଳାଚଳ ବନ୍ଦ

ଗଞ୍ଜାମ: ଆଜିଠୁ ଜୁନ୍‌ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ଲକ୍‌ଡାଉନ୍ କଟକଣା ଆହୁରି କଡ଼ାକଡ଼ି ହୋଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ ସମୟରେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ। କିନ୍ତୁ ବସ୍, କାର, ଅଟୋ ଚଳାଚଳ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ। ସେହିପରି ଦିନ ୧୨ଟା ପରେ କେହି ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ତେବେ ଶନିବାର ଓ ରବିବାର ପୂର୍ବ […]

lockdown
ଆଜି ବସୁଛି ସର୍ବଦଳୀୟ ବୈଠକ: ରାଜ୍ୟରେ ପୁଣି ବଢିବ କି ଲକଡାଉନ୍‌?

ରାଜ୍ୟରେ କରୋନା ସ୍ଥିତିକୁ ନେଇ ଆଜି ସର୍ବଦଳୀୟ ବୈଠକ ବସିବ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବସିବ ଏହି ସର୍ବଦଳୀୟ ବୈଠକ। ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସମସ୍ତ ବିଧାୟକ ଭର୍ଚୁଆଲରେ ଯୋଗଦେବେ। ରାଜ୍ୟରେ କରୋନା ସ୍ଥିତି ଏହାର ମୁକାବିଲା ଏବଂ ପରବର୍ତ୍ତୀ ପଦକ୍ଷେପ ଆଦି ସମ୍ପର୍କରେ ସମୀକ୍ଷା ହେବ।